ବିଷାକ୍ତ ହେଲାଣି ଓଡିଶା ବାୟୁ: ବାଲେଶ୍ୱର ଦେଶର ତୃତୀୟ ପ୍ରଦୂଷିତ ସହର

ଭୁବନେଶ୍ୱର,୯।୧: ଓଡିଶା ଆକାଶରେ ପ୍ରଦୂଷିତ ବୟୁ। ରାଜ୍ୟରେ ପ୍ରଦୂଷଣ ସ୍ଥିତି ସାଂଘାତିକବସ୍ଥାରେ ରହିଛି। ବିଶେଷକରି ରାଜ୍ୟର କଟକ ଭୁବନେଶ୍ୱର ସମେତ ୬ଟି ସହରରେ ସ୍ଥିତି ସଙ୍ଗୀନ ରହିଛି। ଏଠାରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ୩ଶହ ପାର କରିଛି। ରାଜଧାନୀ ଭୁବନେଶ୍ୱରରେ ଏକ୍ୱୁଆଇ ୩୧୧ ଥିବାବେଳେ କଟକରେ ୩୨୦ରହିଛି। ତେବେ ବାଲେଶ୍ୱର ଦେଶର ତୃତୀୟ ସର୍ବାଧିକ ପ୍ରଦୂଷିତ ସହର ଭାବେ ପରିଗଣିତ ହୋଇଛି।

Share