Posted inଜାତୀୟ

ଦୀପାବଳି ପୂର୍ବରୁ ଚିନ୍ତାରେ ପକାଇଲାଣି ରାଜଧାନୀର ବାୟୁ ପ୍ରଦୂଷଣ

ନୂଆଦିଲ୍ଲୀ,୧୫।୧୦:  ରାଜଧାନୀରେ ପାଣିପାଗର ପରିବର୍ତ୍ତନ ସହିତ କେତେକ ଅଞ୍ଚଳରେ ବାୟୁ ଗୁଣବତ୍ତା ଅତ୍ୟନ୍ତ ଖରାପ ବର୍ଗରେ ପହଞ୍ଚିିଛି। ନଡ଼ା ଜଳିବା ଏବଂ ଅନ୍ୟାନ୍ୟ କାରଣରୁ ପଡୋଶୀ ରାଜ୍ୟରେ ପ୍ରଦୂଷଣ ସ୍ତର ବୃଦ୍ଧି ପାଇବାରେ ଲାଗିଛି। ରବିବାର ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୧୪ ରେକର୍ଡ କରାଯାଇଛି, ଯାହା ବିପଜ୍ଜନକ ବର୍ଗରେ ଅଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଅନୁଯାୟୀ, ମୁଣ୍ଡକାରେ ସୂଚକାଙ୍କ ୩୯୫ ଥିଲା, ଯାହା ଅତ୍ୟନ୍ତ ଖରାପ ବର୍ଗ ଅଟେ। ଶନିବାର ଅପେକ୍ଷା ଏହା ପାଞ୍ଚ ସୂଚକାଙ୍କ ଅଧିକ।

ଏୟାର କ୍ୱାଲିଟି ଇଣ୍ଡେକ୍ସ ଏନଏସଆଇଟି ଦ୍ୱାରକାରେ ୩୧୭, ୱାଜିରପୁରରେ ୩୧୦ ଏବଂ ଆନନ୍ଦ ବିହାରରେ ୩୩୫ ରେକର୍ଡ କରାଯାଇଥିଲା। ଗ୍ରେଡ ରେସପନ୍ସ ଆକ୍ସନ ପ୍ଲାନ (ଜିଆରଇପି) ର ପ୍ରଥମ ପର୍ଯ୍ୟାୟର ପ୍ରତିବନ୍ଧକ ଦିଲ୍ଲୀରେ ଲାଗୁ ହୋଇଛି। ବାୟୁ ପ୍ରଦୂଷଣର ସମସ୍ୟା ଧୀରେ ଧୀରେ ଗମ୍ଭୀର ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ, ଯଦି ଦିଲ୍ଲୀର ଏୟାର କ୍ୱାଲିଟଇ ଇଣ୍ଡେକ୍ସ ୩୦୦ ଅତିକ୍ରମ କରେ, ତେବେ ଦିଲ୍ଲୀରେ ଜିଆରପିର ଦୁଇଟି ପର୍ଯ୍ୟାୟ ନିୟମ ଲାଗୁ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!

କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି...

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା...

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି।...

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ...

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ...

ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ

ତିରୁପତି,୨୨।୯: ତିରୁପତି ଲଡୁ ବିବାଦକୁ ନେଇ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି ଯେ ଲଡୁ ପ୍ରସାଦରେ ପଶୁ...

କଂଗ୍ରେସର ହାର୍ଟବିଟ ବଢାଉଛି ଶୈଳଜାଙ୍କ ନିରବତା

ନୂଆଦିଲ୍ଲୀ,୨୨।୯: ହରିୟାଣାରେ ବିଧାନସଭା ନିର୍ବାଚନର ଉତ୍ସାହ ଜୋରସୋରରେ ଚାଲିଛି, କିନ୍ତୁ ଏହି ନିର୍ବାଚନ ଶବ୍ଦ ମଧ୍ୟରେ କଂଗ୍ରେସର ବରିଷ୍ଠ ନେତା କୁମାରୀ ଶୈଳଜାଙ୍କ ନିରବତା ଅନେକ...

ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି, ରବିଶଙ୍କର କହିଲେ କେବଳ ଲଡୁ ନୁହେଁ…

ହାଇଦ୍ରାବାଦ,୨୨ା୯: ତିରୁପତି ବାଲାଜୀଙ୍କ ଲଡୁକୁ ନେଇ ତୁଟୁନି ବିବାଦ। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର। ୧୮୫୭ ସିପାହୀ ବିଦ୍ରୋହ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri