ଖ୍ରୀଷ୍ଟମାସ ରଙ୍ଗରେ ସଜେଇ ହେଇ ଉଡ଼ାଣ କଲା ବିମାନ

ଆଜି ଚାରିଆଡ଼େ ଖ୍ରୀଷ୍ଟମାସର ପରିବେଶ। ସମସ୍ତେ ନିଜ ନିଜ ଶୈଳୀରେ ଏହି ଦିନଟିକୁ ବେଶ୍‌ ଉତ୍ସାହର ସହ ପାଳନ କରୁଛନ୍ତି। ବଡ଼ଦିନ ଉପଲକ୍ଷେ ଶୁଭେଚ୍ଛା ଜଣାଇବା ପାଇଁ ଏମିରେଟ୍ସ ଏୟାରଓ୍ବେଜ ମଧ୍ୟ ପଛରେ ପଡ଼ିନାହିଁ। ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ଏହାର ଉଡ଼ାଣ। ଲୋକମାନେ ବାରମ୍ବାର ଭିଡିଓ ଦେଖୁଛନ୍ତି।

 

View this post on Instagram

 

A post shared by Emirates (@emirates)

ଇନ୍‌ଷ୍ଟାଗ୍ରାମ ଏମିରେଟ୍ସରେ ଏକ ଭିଡିଓ ଶେୟାର କରାଯାଇଛି। ଏଥିରେ ଦେଖିବାକୁ ମିଳିଛି ଅନେକ ବଲ୍‌ଗା ହରିଣ ଏକ ଦଉଡ଼ି ଦ୍ୱାରା ଆକାଶକୁ ବିମାନ ଟାଣି ନେଉଥିବାର ନଜର ଆସିଛନ୍ତି। ଲୋକମାନେ ଏମିରେଟ୍ସ ଏୟାରୱେଜର ଖ୍ରୀଷ୍ଟମାସ ଶୁଭେଚ୍ଛାର ଏହି ଶୈଳୀକୁ ପସନ୍ଦ କରୁଛନ୍ତି। ଭିଡିଓଟି ବର୍ତ୍ତମାନ ସୁଦ୍ଧା ୪-୯୨ ଲକ୍ଷରୁ ଅଧିକ ଲାଇକ ପାଇସାରିଲାଣି।

ଭିଡିଓଟି ବିମାନବନ୍ଦରର ଅଟେ। ଲାଲ୍‌ ରଙ୍ଗର ପୋଷାକ ପିନ୍ଧିଥିବା ବହୁ ସଂଖ୍ୟକ ବଲ୍‌ଗା ହରିଣ ରେଳବାଇରେ ଠିଆ ହୋଇଥିବା ବିମାନକୁ ଟାଣି ନେଇ ଆଗକୁ ବଢୁଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ବିମାନରେ ମଧ୍ୟ ସାଣ୍ଟା କ୍ଲଜ୍‌ର ଏକ ଟୋପି ଥିଲା। ଯାହାକି ଖ୍ରୀଷ୍ଟମାସ ଦିନ ସମସ୍ତେ ମୁଣ୍ଡରେ ଲଗାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ...

୫୦୬ ବର୍ଷ ପୁରୁଣା ମାରାତ୍ମକ ମହାମାରୀ, ରାସ୍ତା ଉପରେ ନାଚି ନାଚି ୪୦୦ ଲୋକଙ୍କର ହୋଇଥିଲା ମୃତ୍ୟୁ

ଷ୍ଟାର୍ସବର୍ଗ: ଇତିହାସରେ ଏପରି ଅନେକ ଘଟଣା ଘଟିଛି ଯାହା ଆଜି ବି ଲୋକମାନେ ମନେ ପକାଇ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ଆଜି ଆମେ ଏପରି ଏକ...

ଲଣ୍ଡନରେ ଲୋକଙ୍କ ପାଟିରୁ ଲାଳ ଗଡାଉଛି କୋଲକାତାର ‘ଝାଲମୁଢି’, ଇଂରାଜୀ ବାବୁଙ୍କ ଠେଲାକୁ ନେଇ ହେଉଛି ଚର୍ଚ୍ଚା

ଲଣ୍ଡନ,୨୧।୧୧: ଆମେ ଖାଦ୍ୟ ବିଷୟରେ ଆଲୋଚନା କରିବା ବେଳେ କେହି କେବେ କୋଲକାତାକୁ ଭୁଲି ପାରନ୍ତି ନାହିଁ ବୋଲି କହାଯାଏ। ପଶ୍ଚିମବଙ୍ଗରେ ବିଭିନ୍ନ ପ୍ରକାରର ଖାଦ୍ୟ...

ଭିଣୋଇଙ୍କ ସହ ଥିଲା ଅନୈତିକ ସମ୍ପର୍କ, ବିବାହ ମଣ୍ଡପରେ କନ୍ୟାଙ୍କ ଭିଡିଓ ଚଲାଇଦେଲେ ବର, ତା’ପରେ…

ବିବାହ ମଣ୍ଡପରେ କନ୍ୟାର କାରନାମା ଭିଡିଓ ମାଧ୍ୟମରେ ଦେଖାଯାଏ, ତେବେ କ’ଣ ହେବ? ଚାଇନାର ଏପରି ଏକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ବର...

ଶିଶୁ ହସିଲେ ଦୁନିଆ ହସିବ

ଆଜିର ଶିଶୁ ଭବିଷ୍ୟତର ନାଗରିକ ଓ ସେହି କ୍ରମରେ ଆଜିର ଶିଶୁଟିଏ ହସିଲେ ନିଶ୍ଚୟ ଆସନ୍ତାକାଲି ଦେଶ ହସିବ। ତେଣୁ ଦେଶରେ ଶିଶୁଟିଏ ସୁରକ୍ଷିତ ଭାବରେ...

‘ଶୌଚାଳୟ: ଶାନ୍ତି ପାଇଁ ଏକ ସ୍ଥାନ’

ପ୍ରତିବର୍ଷ ନଭେମ୍ବର ୧୯ ରେ ବିଶ୍ୱସ୍ତରରେ ଶୌଚାଳୟ ଦିବସ ପାଳନ କରାଯାଏ। ଏହା ହେଉଛି ମିଳିତ ଜାତିସଂଘର ଏକ ବୈଶ୍ୱିକ ପଦକ୍ଷେପ, ଯାହା ଜରୁରୀ ପରିମଳ...

Gmail ରେ ଷ୍ଟୋରେଜ ଫୁଲ୍‌ ହୋଇଯାଇଛି କି? ଜାଣି ନିଅନ୍ତୁ ଉପାୟ

ନୂଆଦିଲ୍ଲୀ,୧୯।୧୧: Gmail ଷ୍ଟୋରେଜ ଫୁଲ ହେବା ଏକ ସାଧାରଣ ସମସ୍ୟା । ଆପଣଙ୍କୁ ଜଣାଇଦେଉଛୁ ଯେ, ଗୁଗୁଲ ଦ୍ୱାରା ପ୍ରତ୍ୟେକ ଉପଭୋକ୍ତାଙ୍କୁ କେବଳ ୧୫ GB...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri