Categories: Video

ଐଶ୍ବର୍ଯ୍ୟା ଓ ଆରାଧ୍ୟା କରୋନା ପଜିଟିଭ୍

ଅମିତାଭ ବଚ୍ଚନ ଓ ଅଭିଷେକଙ୍କ ପରେ ଐଶ୍ୱର୍ଯ୍ୟା ଓ ତାଙ୍କ ଝିଅ ଆରାଧ୍ୟାଙ୍କୁ କରୋନା ହୋଇଥିବା ଜଣାପଡ଼ିଛି। ଏହା ସହିତ ବଚ୍ଚନ ପରିବାରର ଚାରି ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ଅଭିନେତ୍ରୀ ଜୟା ବଚ୍ଚନଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି।