ଅଜୟ ବଙ୍ଗା ବିଶ୍ୱବ୍ୟାଙ୍କର ନିର୍ବିରୋଧ ଅଧ୍ୟକ୍ଷ ହେବା ନିଶ୍ଚତ…

ଓ୍ବାଶିଂଟନ,୩୦।୩ : ମୂଳ ଭାରତୀୟ ଅଜୟ ବଙ୍ଗା ବିଶ୍ୱବ୍ୟାଙ୍କର ଅଧ୍ୟକ୍ଷ ହେବା ପ୍ରାୟ ନିଶ୍ଚିତ। ବୁଧବାର ଏହି ପଦବୀ ପାଇଁ ନାମାଙ୍କନ ଶେଷ ହୋଇଛି। ଅନ୍ୟ କୌଣସି ଦେଶ ସର୍ବସାଧାରଣରେ ବିକଳ୍ପ ପ୍ରାର୍ଥୀ ପ୍ରସ୍ତାବ ଦେଇନାହାନ୍ତି। ଅର୍ଥ ବଙ୍ଗା ବିରୋଧରେ ଅନ୍ୟ କୌଣସି ପ୍ରାର୍ଥୀ ନାହାଁନ୍ତି।

ମାଷ୍ଟରକାର୍ଡ ଇଙ୍କର ପୂର୍ବତନ ସିଇଓ ଗତ ମାସରେ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଠାରୁ ଏକ ଅନୁମୋଦନ ଗ୍ରହଣ କରିଥିଲେ। ବର୍ତ୍ତମାନର ଅଧ୍ୟକ୍ଷ ଡେଭିଡ ମାଲପାସ ପ୍ରାୟ ଏକ ବର୍ଷ ପୂର୍ବେ ଇସ୍ତଫା ଦେବାକୁ ଘୋଷଣା କରିବା ପରେ ଏହା କରାଯାଇଥିଲା। ବିଶ୍ୱ ବ୍ୟାଙ୍କର ଅଧ୍ୟକ୍ଷ ପଦ ପାଇଁ ଅଜୟ ବଙ୍ଗାଙ୍କ ପ୍ରାର୍ଥୀତ୍ୱକୁ ଭାରତ ସମର୍ଥନ କରିଛି।

ବ୍ଲୁମବର୍ଗ ସୂଚନା ଅନୁଯାୟୀ, ୨୦୧୯ରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମାଲପାସଙ୍କୁ ମନୋନୀତ କରିଥିଲେ। ମାଲପାସଙ୍କ ନିର୍ବାଚନକୁ ମଧ୍ୟ ବିରୋଧ କରାଯାଇ ନ ଥିଲା। ଏହି ପଦ ପାଇଁ ଆମେରିକୀୟ ପ୍ରାର୍ଥୀ ସର୍ବଦା ମନୋନୀତ ହୋଇଛନ୍ତି। ଆମେରିକା ବ୍ୟତୀତ କୌଣସି ଦେଶ ପ୍ରାର୍ଥୀ ଘୋଷଣା କରିନାହାଁନ୍ତି। ବିଶ୍ୱ ବ୍ୟାଙ୍କ ନିୟମ ସଦସ୍ୟ ଦେଶମାନଙ୍କୁ ଏକ ସମୟ ଅବଧିରେ ନାମାଙ୍କନ କରିବାକୁ ଅନୁମତି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା...

କାଜାକିସ୍ତାନ ବିମାନ ଦୁର୍ଘଟଣାର ଭୟଙ୍କର ଭିଡିଓ ଆସିଲା ସାମ୍ନାକୁ

ଅସ୍ତାନା,୨୫।୧୨: ଆଜେରବାଇଜାନ ଏୟାରଲାଇନ୍ସର ଏକ ଯାତ୍ରୀବାହୀ ବିମାନ ବୁଧବାର କାଜାକିସ୍ତାନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା କାଜାକିସ୍ତାନର ଅକଟାଉ ସହର ନିକଟରେ ଘଟିଛି। ବିମାନଟି ଆଜେରବାଇଜାନରୁ...

ରୁଷିଆ ଯାଉଥିବା ବିମାନ କ୍ରାସ୍‌, ୬୬ ମୃତ

ଅସ୍ତାନା,୨୫।୧୨: ଆଜେରବାଇଜାନ ଏୟାରଲାଇନ୍ସର ଏକ ବିମାନ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଏହି ବିମାନଟି ବାକୁ ବିମାନବନ୍ଦରରୁ ଉଡ଼ାଣ ଭରିଥିଲା ଯେଉଁଥିରେ ୭୨ରୁ ଅଧିକ...

ଜେଲରୁ ବାହାରିବେ ଇମ୍ରାନ ଖାନ!

ଇସଲାମାବାଦ,୨୫।୧୨: ରାଜନୈତିକ ବିବାଦର ସମାଧାନ ପାଇଁ ପାକିସ୍ତାନ ସରକାର ବର୍ତ୍ତମାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ, ବିରୋଧୀ ଦଳ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ର ମୁଖ୍ୟଙ୍କ...

ଗାଜାରେ ପ୍ରତି ଘଣ୍ଟାରେ ଜଣେ ଶିଶୁଙ୍କର ହେଉଛି ମୃତ୍ୟୁ: ଜାତିସଂଘ ଏଜେନ୍ସି

ଗାଜା,୨୫।୧୨: ମିଳିତ ଜାତିସଂଘର ରିଲିଫ ଆଣ୍ଡ ୱାର୍କସ ଏଜେନ୍ସି ଫର ପାଲେଷ୍ଟାଇନ ଶରଣାର୍ଥୀ (UNRWA) ଅନୁଯାୟୀ, ଗାଜା ଘାଟିରେ ପ୍ରତି ଘଣ୍ଟାରେ ଜଣେ ଶିଶୁଙ୍କୁ ହତ୍ୟା...

ଅକ୍ଟୋବରରେ ୯.୨୮ ବିଲିୟନ ଡଲାର କାରବାର

ଭୁବନେଶ୍ୱର,୨୫ା୧୨, (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅକ୍ଟୋବରରେ ସ୍ପଟ୍‌ ବୈଦେଶିକ ମୁଦ୍ରାବଜାରରେ ୯.୨୮ ବିଲିୟନ ଡଲାର ବିକ୍ରି କରିଛି। ମଙ୍ଗଳବାର ଆର୍‌ବିଆଇ ପକ୍ଷରୁ...

ପଞ୍ଚଟାଭାକୁ ଆଚିଭର୍ସ ଆଓ୍ବାଡର୍‌ସ

ନୂଆଦିଲ୍ଲୀ,୨୫।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଲ୍ଲୀର ଅଗ୍ରଣୀ ଆଡ୍‌ ଏଜେନ୍ସି ପଞ୍ଚଟାଭା ଆଡଭର୍ଟାଇଜିଂକୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ଆଚିଭର୍ସ ଆଓ୍ବାର୍ଡ’...

ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୫।୧୨ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର(ବିଓଏମ୍‌) ର ନୂତନ ଶାଖା ନିକଟରେ କଟକ ନିକଟସ୍ଥ ଗୋପାଳପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଅର୍ଥ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri