ଷ୍ଟାଡିୟମରେ ମ୍ୟାଚ ଦେଖିବାକୁ ଯାଇଥିବା ଭାଜପା ନେତାଙ୍କ ପୁଅଙ୍କୁ ଦେଖି ଫଟୋ ଶେୟାର କରି ବର୍ଷିଲେ ଅଖିଳେଶ

ଲକ୍ଷ୍ନୌ,୩୦।୧୦: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ଇକାନା ଷ୍ଟାଡିୟମରେ ମ୍ୟାଚ ଦେଖିବାକୁ ଯାଇଥିବା ନେତାଙ୍କ ଫଟୋ ଶେୟାର କରିଛନ୍ତି। ଏହି ଫଟୋ ମାଧ୍ୟମରେ ପୂର୍ବତନ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଭାରତୀୟ ଜନତା ପାର୍ଟି ଉପରେ ବର୍ଷିିଛନ୍ତି। ନେତାଙ୍କ ଫଟୋ ଶେୟାର କରି ସେ ପରିବାରବାଦ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କରିଛନ୍ତି।

ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ ମନ୍ତ୍ରୀ ଜିତିନ ପ୍ରସାଦ, ଉତ୍ତରପ୍ରଦେଶ ସରକାରଙ୍କ ଶିକ୍ଷା ରାଜ୍ୟ ମନ୍ତ୍ରୀ ରାଜ୍ୟ ମନ୍ତ୍ରୀ (ସ୍ବତନ୍ତ୍ର ପ୍ରଭାର) ସନ୍ଦୀପ ସିଂ, ଏକ୍ସାଇଜ ଏବଂ ନିଷେଧ ବିଭାଗ, ନିତିନ ଅଗ୍ରୱାଲ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ସଚିବ ଜୟ ଶାହା ରହିଛନ୍ତି। ଏହା ବ୍ୟତୀତ ୟୁପି ସରକାରଙ୍କ ମୁଖ୍ୟ ସଚିବ ଡ.ଏସ୍‌ ମିଶ୍ରା ମଧ୍ୟ ଏହି ଫଟୋରେ ଅଛନ୍ତି।
ଏସପି ନେତା ଏହି ଫଟୋ ଶେୟାର କରି ଲେଖିଛନ୍ତି – ‘ଭାଜପାର’ ପରିବାରବାଦ’ର ଫଟୋ … ଆପଣ ଏହାକୁ ଚିହ୍ନିଛନ୍ତି କି। ଏସପି ଲୋକମାନେ ଅସମ୍ଭବକୁ ସମ୍ଭବ କରନ୍ତି, ଭାଜପା ଲୋକମାନେ କେବଳ ଫଟୋ ଉଠାଇବାକୁ ଆସନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛିଣ୍ଡିଲା ଏନ୍‌ଡିଏର ଆସନ ବୁଝାମଣା: ୬୬ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା

ରାଞ୍ଚି,୧୯ା୧୦: ଝାଡ଼ଖଣ୍ଡ ବିଧାନସଭାର ୮୧ ଆସନ ମଧ୍ୟରୁ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପକ୍ଷରୁ ଝାଡ଼ଖଣ୍ଡରେ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଥିଲା। ତଦନୁସାରେ...

କିଏ ସେହି ନଭ୍ୟା? ଯିଏକି ପ୍ରିୟଙ୍କାଙ୍କୁ ଦେବେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯ା୧୦: କେରଳର ଓ୍ବାୟନାଡ୍‌ ଲୋକ ସଭା ଆସନ ପାଇଁ ନଭେମ୍ବର ୧୩ରେ ଉପନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପା ସେଠାରୁ ନଭ୍ୟା ହରିଦାସଙ୍କୁ ପ୍ରାର୍ଥୀ କରିଛି। ସେ...

ଟିକେଟ କରାଇଦେବା ନାଁରେ ୨ କୋଟି ଠକେଇ: କେନ୍ଦ୍ରମନ୍ତ୍ରୀଙ୍କ ଭାଇ, ପୁତୁରା ଅଟକ

ବେଙ୍ଗାଲୁରୁ,୧୯ା୧୦: ୨ କୋଟି ଟଙ୍କା ଠକେଇ ମାମଲାରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କ ଭାଇ ଗୋପାଳ ଯୋଷୀ ଏବଂ ପୁତୁରା ଅଜୟ ଯୋଷୀଙ୍କୁ ବେଙ୍ଗାଲୁରୁ ପୋଲିସ ଶନିବାର...

ଜିଲା ପାଇଁ ଗୌରବ: ୩ ସ୍ବର୍ଣ୍ଣ ପଦକ ଜିତିଲେ ମୁକେଶ

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ପିଏମ୍‌ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ମୁକେଶ ମହାନନ୍ଦ କେଭିଏସ୍‌ ଜାତୀୟ କ୍ରୀଡ଼ା ପ୍ରତିଯୋଗିତାରେ ତିନୋଟି...

ମୋଦିଙ୍କୁ ୧୦୦ଟଙ୍କା ପଠାଇଲେ ଆଦିବାସୀ ମହିଳା, ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୧୦: ଓଡ଼ିଶାର ଜଣେ ଆଦିବାସୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇବା ପାଇଁ ୧୦୦ଟଙ୍କା ପ୍ରଦାନ କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଭାଜପାର...

କିଏ ସେହି ବିଜୟା କିଶୋର ରାହାଟକର? ହେଲେ ରାଷ୍ଟ୍ରୀୟ ମହିଳା ଆୟୋଗର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୯।୧୦: କେନ୍ଦ୍ର ସରକାର ବିଜୟା କିଶୋର ରାହଟକରଙ୍କୁ ଜାତୀୟ ମହିଳା ଆୟୋଗର ନୂତନ ଚେୟାରମ୍ୟାନ ଭାବରେ ନିଯୁକ୍ତ କରିଛନ୍ତି। ରେଖା ଶର୍ମାଙ୍କ ସ୍ଥାନରେ ବିଜୟା କିଶୋର...

ସ୍ତ୍ରୀଙ୍କ ପାଇଁ ୨୦ ବର୍ଷ ହେଲା କରଓ୍ବାଚୌଥ ବ୍ରତ କରୁଛନ୍ତି ଏହି ଭାଜପା ନେତା

ନୂଆଦିଲ୍ଲୀ,୧୯।୧୦: ବିବାହିତ ମହିଳାମାନେ ରବିବାର କରଓ୍ବାଚୌଥ ଉପବାସ କରିବେ। ବିଶ୍ୱାସ ଅନୁଯାୟୀ, ସାଧାରଣତଃ ମହିଳାମାନେ ନିଜ ସ୍ବାମୀଙ୍କ ଦୀର୍ଘ ଜୀବନ ପାଇଁ ଏହି ଉପବାସ ପାଳନ...

ନୁଡଲ୍ସ ଭଳି ୨ ମିନିଟରେ ନିଆଯାଇ ପାରିବନି ନିଷ୍ପତ୍ତି, ଝାଡ଼ଖଣ୍ଡ ସିଟ ଶେୟାରିଂକୁ ନେଇ ଗର୍ଜିଲେ…

ରାଞ୍ଚି,୧୯।୧୦: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଇଣ୍ଡିଆ ମେଣ୍ଟର ସିଟ ଶେୟାରିଂ ସୂତ୍ର ଘୋଷଣା କରିଛନ୍ତି। ଜେଏମଏମ ଏବଂ କଂଗ୍ରେସ ରାଜ୍ୟର ୮୧ଟି ବିଧାନସଭା ଆସନରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri