କରହଲରୁ ଜିତିଲେ ଅଖିଲେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭାଜପା ବୃହତ ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ବିରୋଧୀ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କରହଲ ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ଏସ୍‌ ପି ସିଂ ବାଗେଲଙ୍କୁ ଅଖିଲେଶ ପରାଜିତ କରିଛନ୍ତି।

Share