ଆଲିଶାନ୍‌ର ସ୍ବତନ୍ତ୍ର କଲେକ୍ସନ

ଭୁବନେଶ୍ୱର,୧୪।୧୨ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ପୁରୁଷ ପରିଧାନ ପ୍ରତିଷ୍ଠାନ ଆଲିଶାନ୍‌ର ସ୍ବତନ୍ତ୍ର କଲେକ୍ସନ (ନୂତନ ସମ୍ଭାର)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷ ବିବାହ ଓ ଶୀତଋତୁ ଉପଲକ୍ଷେ ପ୍ରତିଷ୍ଠାନ ପକ୍ଷରୁ ନୂତନ ସମ୍ଭାରର ବ୍ୟାପକ ଡିଜାଇନ ସଂଗ୍ରହ କରାଯାଇଛି। ୫,୦୦୦ ବର୍ଗଫୁଟ ବିଶିଷ୍ଟ ଉକ୍ତ ଶୋ’ରୁମ୍‌ରେ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରୀୟ ବ୍ରାଣ୍ଡ୍‌ର ପୁରୁଷ ପରିଧାନ ଉପଲବ୍ଧ। ଏଠାରେ ସମସ୍ତ ପୁରୁଷ ବର୍ଗର ଏବଂ ସମସ୍ତ ଉତ୍ସବ ନିମନ୍ତେ ବିଭିନ୍ନ ଡିଜାଇନର ପରିପାଟୀର ବ୍ୟାପକ ସମ୍ଭାର ରହିଛି। ସେହିଭଳି ଆଲିଶାନ୍‌ର ‘ଅନ୍‌ବିଟେବୁଲ ୱେଡିଂ ଷ୍ଟାଇଲ୍ସ କଲେକ୍ସନ’ରେ ଶେରୱାନି, ସୁଟ୍‌ସ, ଇଣ୍ଡୋ-ୱେଷ୍ଟର୍ନ କୁର୍ତ୍ତା, ଜ୍ୟାକେଟ, ବ୍ଲେଜର,ଜୋତା, ପଗଡ଼ି ଭଳି ବିଭିନ୍ନ ପ୍ରକାର ପୁରୁଷ ପରିଧାନ ଉପଲବ୍ଧ। ବିଶେଷକରି ଉପରୋକ୍ତ ପୋଷାକଗୁଡିକ ପୁରୁଷଙ୍କ ପାଇଁ ବିବାହ ଲୁକ୍‌ରେ ନୂତନତ୍ୱ ପ୍ରଦାନ କରିବ। ଏତଦ୍‌ବ୍ୟତୀତ ଚଳିତ ଶୀତ ଋତୁ ପାଇଁ ‘କୁଲେଷ୍ଟ ୱିଣ୍ଟର ଟ୍ରେଣ୍ଡ’ରେ ଆଲିଶାନା ସ୍ବେଟର,ମଫ୍‌ଲର ଏବଂ ଶୀତବସ୍ତ୍ରର ଷ୍ଟାଇଲିଷ୍ଟ କଲେକ୍ସନ ମଧ୍ୟ ଆଣିଛି। ଏପରିକି କାଜୁଆଲ ପୋଷାକଠାରୁ ଆରମ୍ଭକରି ପାରମ୍ପରିକ ପରିଧାନ, ଡିଜାଇନର ପୋଷାକ, କୁର୍ତ୍ତା ପାଇଜାମା, ଜିନ୍ସ-ଟି ଶାର୍ଟ, ଶୁଟିଂ ଶାର୍ଟିଂ, ରେଡିମେଡ୍‌ ଗାର୍ମେଣ୍ଟ, ଜ୍ୟାକେଟ, ୱେଷ୍ଟକୋଟ ଶୀତବସ୍ତ୍ର ଏବଂ ବିବାହ ଭଳି ବିଶେଷ ମୁହୂର୍ତ୍ତ ନିମନ୍ତେ ଶେରୱାନି ସହିତ ମ୍ୟାଚ୍‌ କରୁଥିବା ଟ୍ରେଣ୍ଡି ଆକ୍ସେସୋରିଜ୍‌ ମଧ୍ୟ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ମୁକେଶ ଅମ୍ବାନୀଙ୍କ ଉପହାର: Jioର ଏହି ପ୍ଲାନରେ ମିଳିବ ୯୧୨.୫ ଜିବି ଡାଟା ମାଗଣା… 

ନୂଆଦିଲ୍ଲୀ,୩୦।୩: ଯେତେବେଳେ ରିଚାର୍ଜ ପ୍ଲାନ ବିଷୟରେ କଥା ଆସେ, ପ୍ରାୟତଃ ଏହାର ବୈଧତା ଏବଂ ଡାଟା ଉପରେ ଧ୍ୟାନ ଦିଆଯାଏ। ଯେଉଁ ଯୋଜନାରେ ଏହି ଦୁଇଟି...

ଭାରତର ଅଧା ଲୋକଙ୍କ ପାଖରେ ୩.୫ ଲକ୍ଷରୁ ଅଛି କମ୍‌ ଟଙ୍କା, ଚେତାବନୀ ଦେଇ ଅର୍ଥ ବିଶେଷଜ୍ଞ କହିଲେ…

ନୂଆଦିଲ୍ଲୀ,୩୦ା୩: ଭାରତର ଅଧା ଲୋକଙ୍କ ପାଖରେ ୩.୫ ଲକ୍ଷ ଟଙ୍କାରୁ କମ୍‌ ରହିଛି। ଏନେଇ ଅର୍ଥ ବିଶେଷଜ୍ଞ ଚେତାବନୀ ଦେଇଛନ୍ତି ଯେ, ଭାରତର ପରବର୍ତ୍ତୀ ସଙ୍କଟ...

ଭାଙ୍ଗିବ ସବୁ ରେକର୍ଡ; ଶୀଘ୍ର ୯୬,୦୦୦ ଟଙ୍କା ଛୁଇଁବ ସୁନା

ନୂଆଦିଲ୍ଲୀ,୩୦।୩: ନିରନ୍ତର ବୃଦ୍ଧି ପାଇବାରେ ଲାଗିଛି ସୁନା ମୂଲ୍ୟ। ଏପରି ପରିସ୍ଥିତିରେ ଭାରତୀୟ ଗ୍ରାହକ ଏବଂ ନିବେଶକଙ୍କ ଚିନ୍ତା ବଢ଼ିଛି। ICICI ବ୍ୟାଙ୍କ ଗ୍ଲୋବାଲ ମାର୍କେଟସର...

ବିକ୍ରି ହୋଇଗଲା X, ମସ୍କଙ୍କ ଠାରୁ 28,23,43,71,00,00ଟଙ୍କାରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୩୦।୩: ଏଲନ ମସ୍କ ତାଙ୍କ ନିଷ୍ପତ୍ତିରେ ସାରା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦିଅନ୍ତି, ଏହା ତାଙ୍କର ପୁରୁଣା ଅଭ୍ୟାସ। ଏଥର ମଧ୍ୟ ସେ ଏପରି ଏକ ନିଷ୍ପତ୍ତି...

ପ୍ରଥମ ବ୍ୟବସାୟରେ ବିଫଳତା ହତୋତ୍ସାହିତ କରିପାରି ନ ଥିଲା

୧୯୬୭ରେ ଜନ୍ମ ହୋଇଥିଲେ ଭୁବନେଶ୍ୱରରେ ଗୀତାଞ୍ଜଳି ଆଓ୍ବାର୍ଡସ ପ୍ରାଇଭେଟ୍‌ ଲିମିଟେଡ୍‌ର ନିର୍ଦ୍ଦେଶକ କ୍ରିଷ୍ଣମୋହନ ଟାଟା। ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ସରିବା ପରେ ପରିବାର ଲୋକେ ଚାହଁୁଥିଲେ...

Air Cooler: କୁଲର୍‌ କେତେ ପ୍ରକାରର? ଏବେ କିଣିବାକୁ ଭାବୁଥିଲେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି । ଦିନକୁ ଦିନ ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ବୃଦ୍ଧି ପାଉଥିବା ଯୋଗୁ ଘରେ କୁଲର ଏବଂ ଏସି ଆରମ୍ଭ...

ଧନୀ କରିଦେବ ଏହି ସରକାରୀ ଯୋଜନା, ମାତ୍ର ଏତିକି ଟଙ୍କା ଜମା କଲେ ହୋଇଯିବେ କୋଟିପତି

ନୂଆଦିଲ୍ଲୀ,୨୯।୩: ଯେତେବେଳେ ସଞ୍ଚୟ କରିବା କଥା ଆସେ, ଲୋକମାନେ ପ୍ରାୟତଃ ଏପରି ସ୍ଥାନରେ ସେମାନଙ୍କର ଟଙ୍କା ନିବେଶ କରନ୍ତି ଯେଉଁଠାରେ ସେମାନେ ଭଲ ଲାଭ ପାଇପାରିବେ।...

ବଜାରରେ ରୟାଲ ଏନ୍‌ଫିଲ୍ଡର ଅଲ୍‌

ନୂଆଦିଲ୍ଲୀ,୨୯।୩ (ଅଭୟ ଦାଶ): ରୟାଲ ଏନ୍‌ଫିଲ୍ଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ କ୍ଲାସିକ୍‌ ୬୫୦ର ଅନାବରଣ ସର୍ବଭାରତୀୟ ସ୍ତରରେ ହୋଇଯାଇଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image