ଆଲିଶାନ୍‌ର ‘ପୂଜା ପାୱାର’ ଅଫର

ଭୁବନେଶ୍ୱର,୫।୧୦: ଭୁବନେଶ୍ୱରର ଅଗ୍ରଣୀ ଗାର୍ମେଣ୍ଟ ବ୍ରାଣ୍ଡ ତଥା ସ୍ବତଃ ପୁରୁଷ (ମେନ୍ସ ଏକ୍ସକ୍ଲୁସିଭ) ପରିଧାନ ଶୋ’ରୁମ୍‌ ଆଲିଶାନ୍‌ର ବହୁ ପ୍ରତୀକ୍ଷିତ ପାର୍ବଣ ଅଫର ‘ପୂଜା ପାୱାର’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ଅଫର ଜରିଆରେ ଗ୍ରାହକମାନେ ୫୦ରୁ ଅଧିକ ବ୍ରାଣ୍ଡ କଲରପ୍ଲସ୍‌, ପାର୍କ ଆଭେନ୍ୟୁ,ପାର୍କ୍ସ, ଆଲେନ୍‌ସୋଲି, ଭାନ୍‌ହୁସେନ୍‌, ଲୁଇଫିଲିପ୍‌, ଲିଭାଇସ୍‌, ରେମଣ୍ଡ, ବ୍ଲାକ୍‌ବେରି, ୟୁଏସ୍‌ପୋଲୋ, ଟର୍ଟଲ, ଆରୋ, ମୁଫ୍‌ଟି, କିଲର୍‌, ବିଙ୍ଗ୍‌ ହ୍ୟୁମାନ, ସିଲିଓ, ରେୟାର ରାବିଟ୍‌ ସମେତ ଫର୍ମାଲ୍‌, କାଜୁଆଲ୍‌ ଓ ପାର୍ଟି ପରିଧାନ ଏବଂ ବିଭିନ୍ନ ପାରମ୍ପରିକ ଉତ୍ସବ ପରିଧାନଗୁଡ଼ିକ ଉପରେ ୫୦୦୦ ଟଙ୍କା ପର୍ଯ୍ୟନ୍ତ କ୍ୟାଶ୍‌ବ୍ୟାକ୍‌ ଏବଂ ମାଗଣା ଉପହାର (ଫ୍ରି ଗିଫ୍ଟ) ପାଇପାରିବେ। ଏତଦ୍‌ବ୍ୟତୀତ ଉପହାର ନିମନ୍ତେ ଉପଲବ୍ଧ ଥିବା ଅଫର୍‌ରେ ଆଲିଶାନ ପକ୍ଷରୁ ‘ଫେଷ୍ଟିଭ୍‌ ରୟାଲ୍ଟି’ ଗିଫ୍ଟ ଭାଉଚର ମଧ୍ୟ ରହିଛି।
ଏ ସମ୍ପର୍କରେ ଆଲିଶାନ୍‌ର ପ୍ରୋପ୍ରାଇଟର ଯୁଗଳ ଅଗ୍ରୱାଲ କହିଥିଲେ, ଆଲିଶାନ ଶୋ’ରୁମ୍‌ ଭୁବନେଶ୍ୱରରେ କାଜୁଆଲ ପୋଷାକଠାରୁ ଆରମ୍ଭକରି ପାରମ୍ପରିକ ପରିଧାନ ପର୍ଯ୍ୟନ୍ତ ଏବଂ ଡିଜାଇନର ପୋଷାକ, କୁର୍ତ୍ତା ପାଇଜାମା, ଜିନ୍ସ-ଟି ଶାର୍ଟ, ସୁଟିଂ ସାର୍ଟିଂ, ରେଡିମେଡ୍‌ ଗାର୍ମେଣ୍ଟ, ଜ୍ୟାକେଟ, ୱେଷ୍ଟକୋଟ ଶୀତବସ୍ତ୍ର ଏବଂ ବିବାହ ଭଳି ବିଶେଷ ମୁହୂର୍ତ୍ତ ନିମନ୍ତେ ଶେରୱାନି ସହିତ ମ୍ୟାଚ୍‌ କରୁଥିବା ଟ୍ରେଣ୍ଡି ଆକ୍ସେସୋରିଜ୍‌ ମଧ୍ୟ ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍‌ ଇଲେକ୍ଟ୍ରୋନିକ୍ସରେ ଫେଷ୍ଟିଭାଲ ଅଫର

ଭୁବନେଶ୍ୱର,୫।୧୦: ରାଜ୍ୟର ଅଗ୍ରଣୀ ରିଟେଲ ଚେନ୍‌ ରାଜ୍‌ ଇଲେକ୍ଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ଫେଷ୍ଟିଭାଲ ଅଫର’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଦୀର୍ଘ ୩୬ ବର୍ଷ ଧରି ସମଗ୍ର...

ତନିସ୍କର ନୂତନ କଲେକ୍ସନ ‘ନବ-ରାଣୀ’

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଭାରତୀୟ ଗହଣା ବ୍ରାଣ୍ଡ ତନିସ୍କର ନୂତନ କଲେକ୍ସନ (ଫେଷ୍ଟିଭ୍‌ କଲେକ୍ସନ)‘ନବ-ରାଣୀ’ସମ୍ଭାରର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଆଧୁନିକ...

ଭୁବନେଶ୍ୱରରେ କିସ୍ନାର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କିସ୍ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ଭୁବନେଶ୍ୱରର ନନ୍ଦନକାନରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶା...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୫।୧୦ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଫଳରେ ଭାରତରେ ସୁନା ଦର ସର୍ବୋଚ୍ଚ ସ୍ତରରେ...

ବିଗେଷ୍ଟ ଓଲା ସିଜନ ସେଲ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୧୦: ଓଲା ଇଲେକ୍‌ଟ୍ରିକ୍‌ର ବହୁ ପ୍ରତୀକ୍ଷିତ ଅଭିଯାନ (କ୍ୟାମ୍ପେନିଂ) ତଥା ଚଳିତ ପାର୍ବଣ ଋତୁରେ ବିଗେଷ୍ଟ ଓଲା ସିଜନ ସେଲ୍‌ (ବସ୍‌)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି...

ପାର୍ବଣରେ ୫୦ ହଜାର କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୫।୧୦ (ଅନୁରାଧା ମହାରଣା): ନବରାତ୍ରିରେ ରାମଲୀଲା ଗରବା ଏବଂ ଦାଣ୍ଡିଆ ଉସତ୍ବ ପ୍ରତିବର୍ଷ ସାରା ଦେଶରେ ୧୦ ଦିନ ପାଳନ କରାଯାଉଥିବାବେଳେ ଦେଶରେ ବ୍ୟବସାୟିକ କ୍ଷେତ୍ରରେ...

ଇଣ୍ଡିଆ ପୋଷ୍ଟ ସହ ଆମାଜନ୍‌ର ବୁଝାମଣା

ନୂଆଦିଲ୍ଲୀ,୫।୧୦: ଇଣ୍ଡିଆ ପୋଷ୍ଟ ଏବଂ ଆମାଜନ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ଆମାଜନ୍‌ ଟ୍ରାନ୍ସପୋର୍ଟେଶନ ସର୍ଭିସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଓ ଡିପାର୍ଟମେଣ୍ଟ ଅଫ୍‌...

ରିଲାଏନ୍ସ ଟ୍ରେଣ୍ଡ୍‌ସର ଶରତ-ଶୀତ କଲେକ୍ସନ

ମୁମ୍ବାଇ,୫।୧୦: ଚଳିତ ବର୍ଷର ପାର୍ବଣ ପାଇଁ ରିଲାଏନ୍ସ ଟ୍ରେଣ୍ଡ୍‌ସ ପକ୍ଷରୁ ଶରତ-ଶୀତ କଲେକ୍ସନର ଶୁଭାରମ୍ଭ କରାଯାଇଛି। ଏପରିକି ପ୍ରତ୍ୟେକ ଦିନ କମ୍‌ ମୂଲ୍ୟର ଚିନ୍ତାଧାରା ସହ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri