‘ଅଲ୍‌ ନ୍ୟୁ ମାରୁତି ଡିଜାୟର’ର ଅନାବରଣ

ନୂଆଦିଲ୍ଲୀ,୧୨।୧୧: ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ମାରୁତି ଡିଜାୟର’ର ଆନୁଷ୍ଠାନିକ ଅନାବରଣ ସୋମବାର ସର୍ବଭାରତୀୟସ୍ତରରେ ହୋଇଯାଇଛି।
ଉଲ୍ଲେଖଯୋଗ୍ୟ, ଅଲ ନ୍ୟୁ ମାରୁତି ଡିଜାୟରରେ ସମସ୍ତ ପ୍ରକାରର ସୁରକ୍ଷା ବ୍ୟବସ୍ଥା ସାଙ୍ଗକୁ ଲମ୍ବ ଓ ପ୍ରସ୍ତ ପୂର୍ବପେକ୍ଷା ଯଥେଷ୍ଟ ଅଧିକ ରହିଛି। ଏପରିକି ଏଥିରେ ଅନେକ ପ୍ରକାରର ଅତ୍ୟାଧୁନିକ ବୈଶିଷ୍ଟ୍ୟ ସାଙ୍ଗକୁ ପେଟ୍ରୋଲ, ଡିଜେଲ ଓ ସିଏନ୍‌ଜି ସକ୍ଷମ ଇଞ୍ଜନ ମଧ୍ୟ ଅନ୍ତର୍ଭୁକ୍ତ ରହିଛି।
ସେହିଭଳି ମାରୁତି ସୁଜୁକିର ପୂର୍ବ ଡିଜାୟର ମଡେଲ ତୁଳନାରେ ଏହା ଅନେକ ମାତ୍ରାରେ ପରିବର୍ତ୍ତନ ସହ ୪ର୍ଥ ପିଢ଼ିର ଅତ୍ୟାଧୁନିକ ମଡେଲ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ଆଲୋକପାତ କରାଯାଇଛି। ସେହିପରି ସବୁବର୍ଗର ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିବା ସହ
ସ୍ବଳ୍ପମୂଲ୍ୟ(ଏକ୍ସ ଶୋ’ରୁମ୍‌ ମୂଲ୍ୟ) ୭ରୁ ୧୧ ଲକ୍ଷ ମଧ୍ୟରେ ଉପଲବ୍ଧ। ଅପରପକ୍ଷରେ ଏହି ନୂତନ ମଡେଲ୍‌ ଘରୋଇ ଅଟୋ ବଜାରରେ ବୈପ୍ଳବିକ ପରିବର୍ତ୍ତନ ସାଙ୍ଗକୁ ଏହାର ସୁଇଫି୍ଟ ମଡେଲ୍‌ ଭଳି ନୂଆ ମାଇଲଖୁଣ୍ଟ ହାସଲ କରିବ। ଅଲ ନ୍ୟୁ ମାରୁତି ଡିଜାୟର ୪ଟି ମନଲୋଭା ଭାରିଆଣ୍ଟ ସାଙ୍ଗକୁ ୭ଟି ଆକର୍ଷଣୀୟ କଲର(ରଙ୍ଗ)ରେ ଉପଲବ୍ଧ। ଏହାର ଏକ୍ସ ଶୋ’ରୁମ୍‌ ମୂଲ୍ୟ ୬.୭୯ ଲକ୍ଷରୁ ୧୦.୧୪ ଲକ୍ଷ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri