ସନ୍ଧ୍ୟାରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର ୪।୨ : ଷୋଡ଼ଶ ବିଧାନସଭା ଅନ୍ତିମ ଅଧିବେଶନ ଆଗାମୀ ୫ ତାରିଖଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ୧୩ ତାରିଖ ଯାଏ ଚାଲିବ । ଏଥିରେ କାମଚଳା ବଜେଟ୍‌ ଉପସ୍ଥାପନ ହେବ । ତେବେ ବିଧାନସଭା ଅଧିବେଶନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ରବିବାର ସାରେ ସର୍ବଦଳୀୟ ବୈଠକ ବସିବ । ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଏହି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଆରମ୍ଭ ହେବ ‘ଏକାମ୍ର ଉତ୍ସବ’

ଭୁବନେଶ୍ୱର, ୫।୧ (ବନ୍ଦନା ସେଠୀ)- ପ୍ରବାସୀ ଭାରତୀୟ ଦିବସରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ତଥା ଐତିହ୍ୟକୁ ଉଜ୍ଜୀବିତ କରିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ...

ଦୁଲୁକିଲା ରାଜଧାନୀ, ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର ଯାଏ ମଉଜମସ୍ତିର ଆସର

ଭୁବନେଶ୍ୱର,୫।୧:ଦୁଲୁକିଲା ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର । ଜମିଛି ନୃତ୍ୟ ଗୀତର ଆସର। ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ...

ଦୁର୍ଘଟଣା ରୋକିବ ସ୍ମାର୍ଟ ଡିଭାଇସ୍‌

ଭୁବନେଶ୍ୱର,୫ା୧(ଅନିଲ ଦାସ): ଗତ ୧୦ ବର୍ଷରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ୪୭ ହଜାରରୁ ଅଧିକ ଜୀବନ ଯାଇଛି। ସଡ଼କ ଦୁର୍ଘଟଣା ରୋକିବା ପାଇଁ ସମସ୍ତ ବସ୍‌ରେ...

‘ପାଠ୍ୟ ପୁସ୍ତକରେ ବରଗଡ଼ ଧନୁଯାତ୍ରା ସ୍ଥାନିତ ହେଉ’; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଆଦେଶ ଦେଲେ କଂସ ମହାରାଜ…

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ)-ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଶନିବାର ରାଜ ଦରବାରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଶିକ୍ଷା, ସଂସ୍କୃତି,...

ଫରେଷ୍ଟର, ଫରେଷ୍ଟ ଗାର୍ଡ ନିଲମ୍ବିତ

ଉମରକୋଟ/ରାଇଘର, ୪।୧(ସନ୍ତୋଷ ଶତପଥୀ/କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବନାଞ୍ଚଳରେ ଚାରାରୋପଣରେ ଦୁର୍ନୀତି ଅଭିଯୋଗରେ ଗୋନା ସେକ୍ସନ୍‌ ଫରେଷ୍ଟର କାମାକ୍ଷାପ୍ରସାଦ ସ୍ବାଇଁ, ଫରେଷ୍ଟଗାର୍ଡ ହରେକୃଷ୍ଣ ନାୟକଙ୍କୁ...

ଯବାନ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ନିହତ

ନୂଆପଡ଼ା,୪ା୧ (ମକାରୁ ବେମାଲ): ନୂଆପଡ଼ା-ଛତିଶଗଡ଼ ସୀମାନ୍ତରେ ଗୁରୁବାର ଓ ଶୁକ୍ରବାର ଓଡ଼ିଶା ଓ ଛତିଶଗଡ ଯବାନଙ୍କ ମିଳିତ ଅପରେଶନ ସମୟରେ ମାଓବାଦୀ ସହ ଗୁଳି ବିନିମୟ...

ସାଥୀଙ୍କୁ ନିଶାବଟିକା ଖୁଆଇଦେଲେ ଦୁଇ ଛାତ୍ର: ଆଉ ତା’ପରେ…

ଦେଓଗାଁ,୪।୧(କୃଷ୍ଣପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅଧୀନ ଦେଓଗାଁ ମୁଖ୍ୟାଳୟସ୍ଥିତ ନୋଡାଲ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥା ଦେଇ ଗତିକରୁଥିବା ଅଭିଯୋଗ ହୋଇଛି।...

ବରଗଡ଼ ଧନୁଯାତ୍ରା: ଉଦ୍‌ଘାଟିତ ହେଲା ରଙ୍ଗମହଲ

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶନିବାର ଦ୍ୱିତୀୟ ଦିବସରେ ମଥୁରାନଗରୀସ୍ଥିତ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦ୍‌ଘାଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri