ସନ୍ଧ୍ୟାରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର ୪।୨ : ଷୋଡ଼ଶ ବିଧାନସଭା ଅନ୍ତିମ ଅଧିବେଶନ ଆଗାମୀ ୫ ତାରିଖଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ୧୩ ତାରିଖ ଯାଏ ଚାଲିବ । ଏଥିରେ କାମଚଳା ବଜେଟ୍‌ ଉପସ୍ଥାପନ ହେବ । ତେବେ ବିଧାନସଭା ଅଧିବେଶନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ରବିବାର ସାରେ ସର୍ବଦଳୀୟ ବୈଠକ ବସିବ । ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଏହି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ ।

Share