ଏସବୁ ଜିଲାରୁ ଭୁବନେଶ୍ୱର ଆସିଲେ ୧୪ ଦିନ କ୍ୱାରାଣ୍ଟାଇନ

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ଏଣିକି ଗଞ୍ଜାମ, କଟକ, ବାଲେଶ୍ୱର, ଗଜପତି, ଯାଜପୁର ଜିଲାରୁ ଭୁବନେଶ୍ୱର ବସ୍ତି ଅଞ୍ଚଳକୁ ଆସିଲେ ୧୪ ଦିନ ସରାକରୀ କ୍ୱାରାଣ୍ଟାଇନ ରହିବାକୁ ପଡ଼ିବ।

କରୋନା ସଂକ୍ରମଣକୁ ରୋକିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି। ଯଦି କୌଣସି ଲୋକ ଏସବୁ ଜିଲାରୁ ଆସନ୍ତି ସେମାନଙ୍କୁ ସର୍ଭେଲାନ୍ସ ଟିମ ଧରିବ । ପରେ ସେମାନଙ୍କୁ କ୍ୱାରାଣ୍ଟାଇନ ପଠାଯିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି।

Share