ଏଥର ରଥଯାତ୍ରାରେ ବଡ଼ ଦାଣ୍ଡରେ ଏସବୁ ଷ୍ଟଲ ମନା

ପୁରୀ,୩।୭: ଚଳିତ ବର୍ଷ ରଥଯାତ୍ରାରେ ବଡ଼ଦାଣ୍ଡରେ ଷ୍ଟଲ ପ୍ରସଙ୍ଗରେ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି ହାଇକୋର୍ଟ। ବଡ଼ ଦାଣ୍ଡରେ ବ୍ୟବସାୟ ଉଦ୍ଦେଶ୍ୟରେ କୌଣସି ଷ୍ଟଲ ଲାଗିବ ନାହିଁ । ଯାହ ବି କିଛି ଷ୍ଟଲ ଲାଗିବ ତାହା କେବଳ ଜନସେବା ପାଇଁ କରାଯିବ। ଏ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସତ୍ୟପାଠ କଡ଼ାକଡ଼ି ପାଳନ କରିବାକୁ ମ୍ୟୁନିସିପାଲଟିକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ଏନେଇ ପୁରୀ ମ୍ୟୁନିସିପାଲଟି ସତ୍ୟପାଠ ଦାଖଲ କରିଥିଲା

ଅନ୍ୟପକ୍ଷେ ଏଥର ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା ହୋଇଛି। ମଙ୍ଗଳବାର ପୁରୀରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ଘୋଷଣା କରିଛନ୍ତି। ଏଥର ରଥଯାତ୍ରା ୨ ଦିନ ଥିବାରୁ ଏହାକୁ ଦୃଷ୍ଠିରେ ରଖି ୭ ଏବଂ ୮ ତାରିଖ ଛୁଟି ଘୋଷଣା କରାଯାଇଛି। ଏହା ସହ ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା କିଭଳି ସଂପନ୍ନ ହେବ ସେ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ଦାଦନ ଖଟିବାକୁ ଆସି ରାସ୍ତା ନିର୍ମାଣବେଳେ ଚାଲିଗଲା ଜୀବନ

ପଟ୍ଟାଙ୍ଗି,୫।୦୭(ଶରତ ଧଳ): ନିଜ ପରିବାରଙ୍କୁ ବାହାର ରାଜ୍ୟରେ ଛାଡ଼ି ଓଡିଶାରେ ପହଞ୍ଚି କିଛି ରୋଜଗାର କରିବା ସ୍ବପ୍ନ ଦେଖି ଆସିଥିଲେ। ହେଲେ ଲାଲ ବିହାରୀ ମହାରଣାଙ୍କୁ...

ଭିଜିଲାନ୍ସ ଜାଲରେ ତହସିଲଦାର

ରାୟଗଡ଼ା,୫।୭(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ। ତାଙ୍କ ସରକାରୀ ଗାଡି ଭିତରୁ ଜବତ କରାଯାଇଛି ୧...

ମା’ଙ୍କ ନାକ କାଟି ବନ୍ଧା ହେଲେ ପୁଅ

ସେମିଳିଗୁଡା/ସୁନାବେଡା,୫ା୭(ବାସୁଦେବ ବରାଡ଼/କୃତ୍ତିବାସ): ମା’ଙ୍କ ନାକ କାଟି ବନ୍ଧା ହୋଇଛନ୍ତି ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ସେମିଳିଗୁଡା ଉପରସାହି ଆମ୍ବେଡକର ନଗରରେ। ଏନେଇ ମା’ ଭାନୁ...

ମୁଖ୍ୟମନ୍ତ୍ରୀଙ୍କୁ ଖରାପ ବ୍ୟବହାର ଦେଖାଇଥିବା ଆଇଆଇସିଙ୍କୁ ବଦଳି

ପାରଳାଖେମୁଣ୍ଡି,୫ା୭(ଗିରିଧାରୀ ପରିଛା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପୂର୍ବରୁ ଥାନାରେ ଖରାପ ବ୍ୟବହାର ପ୍ରଦର୍ଶନ କରିଥିବା କେନ୍ଦୁଝର ଆଇଆଇସି ତ୍ରିନାଥ ସେଠୀଙ୍କୁ ଗଜପତି ଜିଲାକୁ ବଦଳି...

ଗାଁ ଗାଁ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ), ନିର୍ବାଚନରେ ବିଜୟ ପରେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ସାଂସଦୀୟ କ୍ଷେତ୍ରର ବିଭିନ୍ନ ପଞ୍ଚାୟତ ବୁଲି ଲୋକଙ୍କ ମୌଳିକ ସମସ୍ୟା ବୁଝୁଛନ୍ତି।...

ପର୍ଯ୍ୟଟକଙ୍କୁ ଧରି ଯାଉଥିବା ମିନି ବସ୍‌ ଓଲଟିଲା

ଭଞ୍ଜନଗର,୫।୭: ଗଞ୍ଜାମ ଜିଲା ସୋରଡ଼ା ଥାନା ଖୁଣ୍ଟେଶ୍ବରୀ ପାହାଡ଼ ଉପରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ପର୍ଯ୍ୟଟକଙ୍କୁ ଧରି ଯାଉଥିବା ଏକ ମିନି ବସ୍‌ ପାହାଡ଼...

ରାଜ୍ୟ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ

ପୁରୁଷୋତ୍ତମପୁର,୫।୭(ସିମାଞ୍ଚଳ ମିଶ୍ର) ସର୍ବଭାରତୀୟ ସ୍ତରରେ ୟୁପିଏସ୍‌ସି ଦ୍ବାରା ପରିଚାଳିତ ସିଡିଏସ୍‌(ଇଣ୍ଡିଆନ ମିଲିଟାରୀ ପରୀକ୍ଷା)ରେ ଗଞ୍ଜାମ ଜିଲା ପୁଷୋତ୍ତମପୁର ଏନ୍‌ଏସି ୱାର୍ଡନଂ ୯ ରଥ ସାହିର ସ୍ବନ୍ଦନଦାଶ...

୧ ଲକ୍ଷ ଟଙ୍କାରେ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର

ପାରାଦୀପ,୫ା୭: ଜଗତ୍‌ସିଂହପୁର ଜିଲା ପାରାଦୀପରେ ୩ ଦିନର ନବଜାତ ଶିଶୁପୁତ୍ରଙ୍କୁ ୧ ଲକ୍ଷ ଟଙ୍କାରେ ଜଣେ ଅସହାୟ ମହିଳା ବିକ୍ରିକରି ଦେଇଥିଲେ। ହେଲେ ବିକ୍ରି ହୋଇଥିବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri