ରାମନାଗୁଡ଼ା ବିଡିଓଙ୍କ ବିରୋଧରେ ଅଭିଯୋଗ ଭିତ୍ତିହୀନ

ରାମନାଗୁଡ଼ା,୨୮।୧୧(ଡି.ଏନ୍‌.ଏ.): ରାମନାଗୁଡ଼ା ବ୍ଲକରେ ପଞ୍ଚାୟତ ନିର୍ବାଚନରେ ୧୨ ପଞ୍ଚାୟତ ନିମନ୍ତେ ସରପଞ୍ଚ, ସମିତିସଭ୍ୟ ପଦବୀ ପାଇଁ ନିର୍ବାଚନ ହୋଇଥିବା ବେଳେ ସବୁଠୁ ଚର୍ଚ୍ଚାରେ ଥିବା ଅଧ୍ୟକ୍ଷ ପଦ ପାଇଁ ବିଜେଡି ଓ କଂଗ୍ରେସ ଦଳ ମଧ୍ୟରେ ଟଣାଓଟରା ଚାଲିଥିଲା। ଶେଷ ପର୍ଯ୍ୟାୟରେ ତାହା କଂଗ୍ରେସ ହାତକୁ ଚାଲିଯାଇଥିଲା। ରାମନାଗୁଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ହାତେଇବାରେ ସଫଳ ହେଲେ ଉକାମ୍ବା ସମିତି ସଭ୍ୟ ରବିଶଙ୍କର ଗମାଙ୍ଗ। ବଡ଼ କଥା ହେଲା ଏବେ ଅଧ୍ୟକ୍ଷଙ୍କ ବିରୋଧରେ ସରପଞ୍ଚ, ସମିତି ସଭ୍ୟା ଓ ସଭ୍ୟଙ୍କ ବିରୋଧ ବଢ଼ୁଛି। ରାମନାଗୁଡ଼ା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ ଶାସନକୁ ବିରୋଧ କରି ରାୟଗଡ଼ା ଜିଲାପାଳଙ୍କୁ ଶଉକ୍ରବାର ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ୧୧ ସରପଞ୍ଚ, ୬ ସମିତିସଭ୍ୟ ଏବଂ ଜଣେ ଜିଲା ପରିଷଦ ସଭ୍ୟା ମିଳିତ ଭାବେ ଏହି ସ୍ମାରକପତ୍ର ପ୍ରଦାନ କରିଛନ୍ତି।
ରାମନାଗୁଡ଼ା ବିଡିଓ ପ୍ରଭାତୀ ଝୋଡ଼ିଆଙ୍କ ଦ୍ୱାରା ଉକାମ୍ବା ପଞ୍ଚାୟତରେ ସରକାରୀ ନିୟମ ଅନୁଯାୟୀ ୨୦୧୯ ରେ ପ୍ରସ୍ତାବିତ କାର୍ଯ୍ୟକୁ ପ୍ରତ୍ୟାଖ୍ୟାନ କରି ବ୍ଲକ ଅଧ୍ୟକ୍ଷ ଗମାଙ୍ଗ ଉକ୍ତ ସ୍ଥାନରେ ଅନ୍ୟ ଏକ ପ୍ରକଳ୍ପ ତିଆରି ପାଇଁ ଅନୁମତି ପ୍ରଦାନ କରିବା, ରାମନାଗୁଡା ବ୍ଲକରେ ପଞ୍ଚାୟତ ବୈଠକ ନ କରି ଡିଆରଡିଏକୁ ନିଜ ଇଚ୍ଛା ଅନୁସାରେ ପ୍ରକଳ୍ପ ତାଲିକା ପ୍ରସ୍ତୁତ କରି ପ୍ରଦାନ କରିବା, ପେଣକାମ ପଞ୍ଚାୟତରେ ବିଭିନ୍ନ ମନମୁଖୀ


Enter your email to get our daily news in your inbox.

All Right Reserved By Dharitri.Com

ଅହରହ ଜଳୁଛି ଷ୍ଟ୍ରିଟ୍‌ଲାଇଟ୍‌, ପଚାରିଲେ ବିଦ୍ୟୁତ୍‌ କର୍ମଚାରୀ କହୁଛନ୍ତି…

ନିରାକାରପୁର,୨୩ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଦୁର୍ଘଟଣା ରୋକାଯିବା ସହିତ ଦୂର ସ୍ଥାନକୁ କିଭଳି ଶୀଘ୍ର ତଥା ସୁବିଧାରେ ଯାତାୟାତ କରିପାରିବେ ସେଥିପାଇଁ ରାଜରାସ୍ତାର ଅନେକ ସ୍ଥାନରେ...

ଚନ୍ଦକା ଗଲା ଛୁଆହାତୀ, ଭାବବିହ୍ବଳ ହେଲେ ବନ କର୍ମଚାରୀ

କେନ୍ଦୁଝର,୨୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ମେଗାନର୍ସରୀରେ ରଖାଯାଇଥିବା ୩ମାସର ଛୁଆହାତୀକୁ ବନ ବିଭାଗର ‘ରକ୍ଷକ’ ଯାନରେ ଶନିବାର ଚନ୍ଦକା ସ୍ଥାନାନ୍ତର...

କୋଠରିରେ ତାଲା ପକାଇ ସ୍ବାମୀଙ୍କୁ ରଖିଥିଲେ ସ୍ତ୍ରୀ: ଆଠ ଦିନପରେ ହେଲେ ଉଦ୍ଧାର

ମୋହନା,୨୩ା୧୧(ମନ୍ନମଥ ମିଶ୍ର): ସ୍ବାମୀଙ୍କୁ ୮ ଦିନ ଏକ କୋଠରିରେ ତାଲା ପକାଇ ରଖିଥିଲେ ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା...

ଗାଁ ରାସ୍ତାରେ ବାଘ ପାଦ ଚିହ୍ନ: ଭୟଭୀତ ଗ୍ରାମବାସୀ

ମୋହନା,୨୩ା୧୧(ମନ୍ମଥ ମିଶ୍ର): ପୁଣି ବାଘ ଆତଙ୍କ। ଘାଟି ନିକଟ ଗାଁ ରାସ୍ତାରେ ବାଘ ପାଦ ଚିହ୍ନ ଦେଖି ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଗଜପତି ଜିଲା ମୋହନା...

ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ...

ପଦାକୁ ଆସିଲା ନବଜାତ ଶିଶୁକନ୍ୟା ବିକ୍ରି: ଜେଲ ଗଲେ ୩ ଅଭିଯୁକ୍ତ

ଲାଠୋର,୨୩ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ଅଞ୍ଚଳର ଏକ ନବଜାତ ଶିଶୁକନ୍ୟା ବିକ୍ରି ହେବା ନେଇ ଚର୍ଚ୍ଚା ହୋଇଥିଲା । ଏହି ଘଟଣାରେ...

ଆଇଜି ପାର୍କକୁ ଆସିଲେ ୨ ଚିତା ବାଘ

ରାଉରକେଲା,୨୩।୧୧(ବିପ୍ଳବ ରଞ୍ଜନ ଦାସ): ଆର୍‌ଏସ୍‌ପିର ଇନ୍ଦିରା ଗାନ୍ଧୀ ପାର୍କ ପ୍ରାଣୀ ଉଦ୍ୟାନକୁ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ଚିତାବାଘ ଆସିଛନ୍ତି। ଗତ ୨୧ତାରିଖରେ କେନ୍ଦ୍ରୀୟ...

ଗଞ୍ଜେଇ ସହ କାର୍‌ ଜବତ: ୨ ଗିରଫ

ବାଲିଗୁଡ଼ା,୨୩ା୧୧(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ଗଞ୍ଜେଇ ଚୋରାଚାଲାଣ ବେଳେ ଚଢାଉ କରି କାର୍‌ ସହ ଦୁଇଜଣଙ୍କୁ ଗିରଫ କୋର୍ଟଚାଲାଣ କରିଛି। ସୂଚନାନୁଯାୟୀ,...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri