ଆଶାକର୍ମୀ ଚୟନ ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ:ଜିଲାପାଳଙ୍କ ଅଫିସ ଆଗରେ ଦମ୍ପତିଙ୍କ ଧାରଣା

ବରଗଡ଼,୩୦।୧(ପ୍ରେମାନନ୍ଦ ଖମାରୀ):ଆଶାକର୍ମୀ ଚୟନ ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ଅଭିଯୋଗରେ ବୁଧବାର ଦମ୍ପତି ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ସେମାନେ ବରଗଡ଼ ବ୍ଲକ ଅନ୍ତର୍ଗତ ବେହେରା ଗ୍ରାମର କୁଞ୍ଜଲତା ଦୀପ ଏବଂ ସ୍ବାମୀ ଗୌରଚନ୍ଦ୍ର ବେହେରା।
ଉକ୍ତ ଗ୍ରାମର ୱାର୍ଡ଼ ନଂ ୧ ଏବଂ ୱାର୍ଡ ନଂ.୨ରେ ଆଶାକର୍ମୀ ନିଯୁକ୍ତି ପାଇଁ ପ୍ରଥମେ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା ଏବଂ ଶିକ୍ଷାଗତ ଯୋଗ୍ୟତା ସପ୍ତମ ବୋଲି ଉଲ୍ଲେଖ ରହିଥିଲା। ସେଥିରେ ଗ୍ରାମର ୪ଜଣ ଆଶାୟୀ ଆବେଦନ କରିଥିଲେ। ମାତ୍ର ଏବେ ୱାର୍ଡ ନଂ.୧ ଏବଂ ୱାର୍ଡ ନଂ.୨ ବଦଳରେ ୱାର୍ଡ ନଂ.୩ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଶିକ୍ଷାଗତ ଯୋଗ୍ୟତା ଦଶମ ଉଲ୍ଲେଖ ରହିଛି। ୱାର୍ଡ ନଂ.୩ରେ ଜଣେ ଆଶାକର୍ମୀ ଥିବା ସତ୍ତ୍ୱେ ପୁଣି କେଉଁ ଉଦ୍ଦେଶ୍ୟରେ ଆଉଜଣେ ଆଶାକର୍ମୀ ସେଠାରେ ନିୟୋଜନ କରାଯିବ ବୋଲି ଧାରଣାରେ ବସିଥିବା ଦମ୍ପତି ପ୍ରଶ୍ନ କରିଛନ୍ତି। ଏହା ସହିତ ପୂର୍ବ ବିଜ୍ଞପ୍ତି ଅନୁଯାୟୀ, ୱାର୍ଡ ନଂ.୧, ୨ରେ ଆବେଦନ କରିଥିବା ଆବେଦନକାରୀଙ୍କୁ ନେଇ ଚୟନ ପ୍ରକ୍ରିୟା କରିବାକୁ ସେମାନେ ଦାବି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଶୋଭାଯାତ୍ରାରେ ତୁମୁଳକାଣ୍ଡ: ଶୋଭାଯାତ୍ରା ଗାଡି ଚାଳକଙ୍କ ଭୁଜାଲି ମାଡରେ , ଯୁବକ ଗୁରୁତର

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରା ଚାଲିଥିବା ବେଳେ କୌଣସି କଥାକୁ...

ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନାହାର -ଚେନ

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା) : ଗତ କିଛି ମାସର ବ୍ୟବଧାନ ପରେ ହିଞ୍ଜିଳି ଥାନା ଇଲାକାରେ ପୁଣିଥରେ ଲୁଟେରା ଗ୍ୟାଙ୍ଗଙ୍କ ପାର୍ଦୁଭାବ ଦେଖିବାକୁ ମିଳିଛି। ଜୈନିକ...

ଲାଞ୍ଜିଗଡ଼ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ଲାଞ୍ଜିଗଡ଼,୧୮/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ଵନାଥପୁର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା କାର୍ଯ୍ୟକ୍ରମ...

ମଣ୍ଡିରେ ଧାନପଡ଼ି ସରୁଛି ଟୋକନ ଅବଧି:ଧାନ କିଣାବିକାରେ ଚାଲିଛି ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ୩ମାସ ପୂରିବ। କିନ୍ତୁ ଏବେ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ...

୪୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ: ୧୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଂଶଗ୍ରହଣ

ଦିଗପହଣ୍ଡି,୧୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି କ୍ଲଷ୍ଟର ଅନ୍ତର୍ଗତ ମଧୁ ବିଦ୍ୟାପୀଠରେ ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ୨ ଦିନ ଚାଲିଥିବା ବିଷୟ ଭିତ୍ତିକ...

ଅବକାରୀ ଚଢଉ ୩ ଗିରଫ: ୩୦ଲିଟର ମଦ ଜବତ

ପାଟଣା,୧୮।୨(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶି ଓ ବଲାଣିପଶି ଗ୍ରାମ ଅଞ୍ଚଳରେ ମଙ୍ଗଳବାର ପାଟଣା ଅବକାରୀ...

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ

ଦିଗପହଣ୍ଡି, ୧୮।୨ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡ଼ଙ୍ଗପୁର ସ୍ଥିତ ସାନଖେମୁଣ୍ଡି ଉଚ୍ଚ ବିଦ୍ୟାଳୟ ପରିସର ରେ ମଙ୍ଗଳବାର ବ୍ଲକସ୍ତରୀୟ ନିପୁଣ...

Alivridleଙ୍କ ଗଣ ଅଣ୍ଡାଦାନ ପର୍ବ ଆରମ୍ଭ: ୩ ଦିନରେ ୨ଲକ୍ଷରୁ ଅଧିକ ଅଣ୍ଡାଦାନ

ଛତ୍ରପୁର,୧୮।୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଋଷିକୂଲ୍ୟା ମୁହାଣରେ Alivridleଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡମପେଟା ଗ୍ରାମଠାରୁ ବଟେଶ୍ୱର ମନ୍ଦିର ନିକଟସ୍ଥ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image