ନାବାଳିକାଙ୍କୁ ଅପହରଣ ଅଭିଯୋଗ

ଯୋଡା, ୨୪ା୯(ମାନସ ମହାନ୍ତି)-କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଉକ୍ତ ନାବାଳିକାଙ୍କୁ ଉଦ୍ଧାର କରିଛି। ନାବାଳିକାଙ୍କ ବୟାନକୁ ଭିତ୍ତି କରି ପୋଲିସ ଏକ ଅପହରଣ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଆଇଆଇସି ଦୀପ୍ତିରଞ୍ଜନ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ଆଶୀର୍ବାଦଙ୍କ ମୃତଦେହ ମିଳିଲା: ମାରି ଫିଙ୍ଗିଥିଲେ ଦାଦା!

ଡେଲାଙ୍ଗ,୨୧ା୪: ପୁରୀ ଜିଲା ଡେଲାଙ୍ଗର ନିଖୋଜ ନାବାଳକ ଆଶୀର୍ବାଦ ସାହୁଙ୍କ ମୃତଦେହ ସୋମବାର ମିଳିଛି। ୭ ଦିନ ପରେ ଘର ପାଖ ପାଇଖାନା ଟାଙ୍କିରୁ ମୃତଦେହ...

ହସ୍ପିଟାଲରେ ବରିଷ୍ଠ ନାଗରିକଙ୍କୁ ଘୋଷାରିନେଲେ

ଛତରପୁର, ୨୧।୪: ମଧ୍ୟପ୍ରଦେଶର ଛତରପୁର ଜିଲା ଚିକିତ୍ସାଳୟରେ ଜଣେ ୭୦ ବର୍ଷୀୟ ବରିଷ୍ଠ ନାଗରିକ ଉଦ୍ଧବ ସିଂଙ୍କୁ ୨ ଜଣ ବ୍ୟକ୍ତି ଘୋଷାରି ନେଉଥିବାର ଏକ...

ଆଜି ମୋଦି-ଭାନ୍ସ ଆଲୋଚନା

ନୂଆଦିଲ୍ଲୀ,୨୧।୪(ପି.ଟି.): ଭାରତ ଗସ୍ତରେ ଆସୁଥିବା ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଓ ତାଙ୍କ ସ୍ତ୍ରୀ ତଥା ଭାରତୀୟ ବଂଶୋଦ୍ଭବ ସେକେଣ୍ଡ ଲେଡି ଉଷା ଭାନ୍ସଙ୍କ ସମ୍ମାନାର୍ଥେ...

ଆଜି ୫ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୧ା୪(ଅଜିତ କୁମାର ମହାନ୍ତି): ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା...

ଚୋରି ମାଲ ବୋଝେଇ ଟ୍ରକ ଉଦ୍ଧାର; ଡ୍ରାଇଭର-ହେଲପରଙ୍କ ପତ୍ତା ମିଳୁନି, ବଢ଼ୁଛି ସନ୍ଦେହ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ରାତିରେ ଚୋରି ହୋଇଯାଇଥିବା ଏକ ଟ୍ରକକୁ ଉଦ୍ଧାର କରିଛି। କିନ୍ତୁ ଗାଡ଼ିର ଡ୍ରାଇଭର ଏବଂ ହେଲପରଙ୍କ ପତ୍ତା...

ପୁଣି ଗାଡ଼ି ଧକ୍କାରେ ଭାଙ୍ଗିଲା ରେଳଫାଟକ

ନିରାକାରପୁର, ୨୦।୪(ମାନସ ଚନ୍ଦ୍ର ପଟ୍ଟନାୟକ): ପିକଅପ୍‌ ଭ୍ୟାନ ଧକ୍କାରେ ପୁଣି ରେଳ ଫାଟକ ଭାଙ୍ଗଛି। ରବିବାର ସାଂ ପ୍ରାୟ ସାଢେ ୭ଟା ରେ ଖୋର୍ଦ୍ଧା ଜିଲା...

ଭାଜପାର ସକ୍ରିୟ ସଦସ୍ଯ ସମ୍ମିଳନୀ, ଆୟୁଷ୍ମାନ କାର୍ଡ ବଣ୍ଟନ: ଯୋଗ ଦେଲେ ସାଂସଦ

ଜି. ଉଦୟଗିରି,୨୦।୪(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରି ଏନଏସି କଲ୍ଯାଣ ମଣ୍ଡପରେ ଭାଜପା ତରଫରୁ ବିଧାନ ସଭା ମଣ୍ତଳୀ ସ୍ତରୀୟ ସକ୍ରିୟ ସଦସ୍ଯ ସମ୍ମିଳନୀ...

ଦାଦନ ଖଟିବାକୁ ଯାଇ ଡଙ୍ଗରିଆ ଯୁବତୀଙ୍କ ମୃତ୍ୟୁ

ରାୟଗଡ଼ା,୨୦।୪(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାର ଆଦିମ ଜନଜାତି ଭାବେ ପରିଚିତ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ଜଣେ ନାବାଳିକା ଦାଦନ ଖଟିବାକୁ ଯାଇ ଶନିବାର କେରଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image