ଜାତୀୟ ପତାକାକୁ ଅବମାନନା ଅଭିଯୋଗ, ସହ ଶିକ୍ଷକଙ୍କ ଉପରେ ଦୋଷ ଲଦିଲେ ପ୍ରଧାନଶିକ୍ଷକ

କୋକସରା,୧୭ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୭୮ ତମ ସ୍ବାଧୀନତା ଦିବସ ପାଳିତ ହୋଇ ଯାଇଥିବା ବେଳେ କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗ ଅନ୍ତର୍ଗତ ଡହଗାଁ ପଞ୍ଚାୟତ ସର୍ଗିଗୁଡ଼ା ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ପତାକାକୁ ଅବମାନନା କରିଥିବା ନେଇ ଅଭିଯୋଗ ହୋଇଛି। ସ୍କୁଲରେ ସ୍ବାଧୀନତା ଦିବସ ପାଳନ ହୋଇଥିବା ବେଳେ ସରକାରୀ ନିୟମ ଅନୁଯାୟୀ ସନ୍ଧ୍ୟା ୬ଟା ପୂର୍ବରୁ ପତାକା ଅବତରଣ କରିବା କଥା। ତେବେ ସ୍କୁଲର ପ୍ରଧାନଶିକ୍ଷକ ନିର୍ମଳ ସାହୁଙ୍କ ଅବହେଳା କାରଣରୁ ସନ୍ଧ୍ୟା ୬.୧୮ ମିନିଟ୍‌ ପର୍ଯ୍ୟନ୍ତ ଜାତୀୟ ପତାକା ଅବତରଣ ହୋଇ ନ ଥିବା ବେଳେ ଗ୍ରାମର ଜଣେ ସଚେତନ ଯୁବକ ଜାତୀୟ ପତାକାକୁ ସ୍କୁଲ କର୍ତ୍ତୃପକ୍ଷଙ୍କ ଚରମ ଅବହେଳାକୁ ପ୍ରତିବାଦ କରି ଚିତ୍ର ଉତ୍ତୋଳନ କରି ଗଣମାଧ୍ୟମ ପ୍ରତିନିଧିଙ୍କୁ ପଠାଇଥିଲେ। ପରେ ଶିକ୍ଷକ କୌଣସି ସୂତ୍ରରୁ ଖବର ପାଇ ସନ୍ଧ୍ୟା ୭ଟାରେ ପତାକାକୁ ଅବତରଣ କରିଥିବା ନେଇ ସୂଚନା ମିଳିଛି।

ତେବେ ସ୍କୁଲର ପ୍ରଧାନଶିକ୍ଷକଙ୍କ ପ୍ରତିକ୍ରିୟା ନେବାରୁ ଅନ୍ୟ ଦୁଇଜଣ ଶିକ୍ଷକଙ୍କୁ ଦାୟିତ୍ୱ ଦେଇଥିଲି, ହେଲେ ସେମାନଙ୍କ ଅବହେଳା ଯୋଗୁ ଏମିତି ହୋଇଛି ବୋଲି ସଫେଇ ଦେଇଛନ୍ତି। ଏନେଇ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରଣୀ ରଶ୍ମିତା ନେତମଙ୍କ ପ୍ରତିକ୍ରିୟା ନେବାରୁ ଘଟଣା ସମ୍ପର୍କରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲ୍ୟାଣ୍ଡଫଲ୍‌ କଲା ଦାନା: ଆରମ୍ଭ ହେଲାଣି ବର୍ଷା ସାଙ୍ଗକୁ ଜୋରଦାର ପବନ 

ଭୁବନେଶ୍ୱର,୨୫/୧୦: ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। ଭିତରକନିକା-ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ କରୁଛି ବାତ୍ୟା।ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସକାଳ ଯାଏ ଚାଲୁ ରହିବ।ଏବେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ...

ଘଣ୍ଟାକୁ ୧୩ କିମି ବେଗରେ ମାଡ଼ିଆସୁଛି ଦାନା: ମୁଖ୍ୟମନ୍ତ୍ରୀ କହିଲେ, ମୁକାବିଲା ପାଇଁ ଆମେ ପ୍ରସ୍ତୁତ 

ଭୁବନେଶ୍ୱର,୨୫/୧୦:ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା। ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା। ଘଣ୍ଟାକୁ ୧୩ କିମି ବେଗରେ ଉପକୂଳକୁ ମାଡ଼ିଆସୁଛି। ସେହିପରି...

ରାତିରେ ଚାଉଳ ବୋଝେଇ ଗାଡ଼ିକୁ ଅଟକ ରଖିଲେ ଗ୍ରାମବାସୀ

ଲାଠୋର୨୪।୧୦(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କନ୍ଦେଇଛାପର ଗ୍ରାମବାସୀ ଏକ ଚାଉଳ ବୋଝେଇ ଗାଡ଼ିକୁ ଗୁରୁବାର ରାତିରେ ଅଟକ ରଖି ଲାଠୋର ପୋଲିସକୁ ଖବର...

ଶୁନ୍ୟ କ୍ଷୟକ୍ଷତି ଲକ୍ଷ୍ୟରେ ସରକାର: ମୁଖ୍ୟମନ୍ତ୍ରୀଙ୍କ ସହିତ ଫୋନରେ କଥାହେଲେ ଏମ୍‌ପି ଷଡ଼ଙ୍ଗୀ

ବାଲେଶ୍ୱର,୨୪।୧୦(ବାଞ୍ଛାନିଧି ଦେ): ବାତ୍ୟା ମୁକାବିଲା ଏବଂ ପରିଚାଳନା ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ। ଗୁରୁବାର ଦିନ ତମାମ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରୁ ବଳ ଗୋଟାଇ ଓ ଉପକୂଳ ଆଡେ ମୁହାଁଇଛି ସାଇକ୍ଲୋନ ‘ଦାନା’। ଆଜି ମଧ୍ୟରାତ୍ରିରୁ କାଲି ସକାଳ ଭିତରେ ଭିତରକନିକା-ଧାମରା ପାଖରେ ‘ଦାନା’ ଲ୍ୟାଣ୍ଡଫଲ...

ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପାଇଁ କାଉଣ୍ଟଡାଉନ ଆରମ୍ଭ: ପାରାଦୀପଠାରୁ ମାତ୍ର ୮୦ କିମି ଦୂରରେ…

ଭୁବନେଶ୍ୱର,୨୪।୧୦: ସାମୁଦ୍ରିକ ଝଡ଼ ‘ଦାନା’ କୂଳଆଡକୁ ମାଡି ଆସୁଥିବା ବେଳେ ଲ୍ୟାଣ୍ଡଫଲ ପ୍ରକ୍ରିୟାର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ବାତ୍ୟା ପାରାଦୀପଠାରୁ ୮୦ କିମି ଦୂରରେ ରହିଥିବା...

ପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର୍‌! ଚାପିବାକୁ ଚାଲିଛି ଉଦ୍ୟମ

ବରଗଡ,୨୪।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ସୋହେଲା ଥାନା ଅଞ୍ଚଳରେ ସଂଘଟିତ ଏକ ଲୁଟ ମାମଲାର ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥାଇ ଫେରାର୍‌...

ହଠାତ୍‌ ହୁତୁହୁତୁ ହୋଇ ଜଳିଗଲା ଟ୍ରାନ୍ସଫର୍ମର, ଆଉ ତା’ପରେ…

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ବୋବରିଆ ଗ୍ରାମ ନିକଟରେ ଲାଗିଥିବା ଏକ ଟ୍ରାନ୍ସଫର୍ମର ଗୁରୁବାର ସନ୍ଧ୍ୟାରେ ସଟଶର୍କିଟ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri