ଭୁବନେଶ୍ୱରକୁ ଆଲାଏନ୍ସର ବିମାନ ସେବା

ଭୁବନେଶ୍ୱର, ୨।୮:  ଆଲାଏନ୍ସ ଏୟାର ପକ୍ଷରୁ କୋଲକାତାରୁ ଭୁବନେଶ୍ୱରକୁ ବିମାନ ସେବା ଯୋଗାଣ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ବର୍ଷ ଅଗଷ୍ଟ ୧୧ରୁ ଭାୟା ରାଞ୍ଚି ଦେଇ ଏହି ନୂଆ ବିମାନ ସେବା ଉପଲବ୍ଧ ହେବ। ଏହି ସହରଗୁଡିକୁ ସଂଯୋଗ କରିବାକୁ କମ୍ପାନୀ ୭୦ ସିଟ୍‌ ବିଶିଷ୍ଟ ଏକ ବିଳାସପୂର୍ଣ୍ଣ ବିମାନ ନିୟୋଜିତ କରିଛି। ଏହି ବିମାନ ପ୍ରତି ସପ୍ତାହର ସୋମବାର, ବୁଧବାର, ଶୁକ୍ରବାର ଏବଂ ରବିବାର ଉଡାଣ କରିବ। ଏହା କୋଲକାତାରୁ ସକାଳ ୮ରୁ ବାହାରି ରାଞ୍ଚିରେ ୯.୪୦ରେ ପହଞ୍ଚିବ। ସେଠାରୁ ୧୦.୧୦ରୁ ବାହାରି ଭୁବନେଶ୍ୱରରେ ୧୧.୧୫ରେ ପହଞ୍ଚିବ। ସେହିଭଳି ଭୁବନେଶ୍ୱରରୁ ୧୧.୪୫ରୁ ଛାଡି ରାଞ୍ଚିରେ ୧୨.୫୦ ଏବଂ ରାଞ୍ଚିରୁ ୧.୧୫ରୁ ବାହାରି କୋଲକାତାରେ ୨.୫୦ରେ ପହଞ୍ଚିବ।


Enter your email to get our daily news in your inbox.

All Right Reserved By Dharitri.Com

ଜେଡ୍‌ ବ୍ଲାକ ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ସିରିଜରେ ଗୋଲ୍ଡ ପାର୍ଟନର

ନୂଆଦିଲ୍ଲୀ,୧୫।୧୧:ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ମହୀଶୂର ଦୀପ ପରଫ୍ୟୁମେରି ହାଉସ(ଏମ୍‌ଡିପିଏଚ୍‌)ର ପ୍ରମୁଖ ବ୍ରାଣ୍ଡ ଜେଡ୍‌ ବ୍ଲାକ୍‌ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନାଦର: ଜାଣନ୍ତୁ ଏବେ କେତେ ଟଙ୍କା

ନୂଆଦିଲ୍ଲୀ,୧୫।୧୧:କ୍ରମାଗତ ଭାବେ ଘରୋଇ ବଜାରରେ ଉଭୟ ସୁନା ଓ ରୁପା ମୂଲ୍ୟରେ ପରିବର୍ତ୍ତନ ହେଉଛି। ଏପରିକି ଡଲାର ସୂଚକାଙ୍କରେ କ୍ରମାଗତ ବୃଦ୍ଧି ଏବଂ ଆମେରିକୀୟ ବଣ୍ଡ...

ଏକମାତ୍ର ଭାରତୀୟ ଭାବେ ଏମିତି କାର୍‌ନାମା କଲେ ମୁକେଶ ଅମ୍ବାନୀ

ମୁମ୍ବାଇ,୧୫।୧୧:ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ପୁଣି ଥରେ କେବଳ ଦେଶରେ ନୁହେଁ, ବିଶ୍ୱର ଅନ୍ୟତମ ଶକ୍ତିଶାଳୀ ଉଦ୍ୟୋଗପତି...

ହୋଣ୍ଡା ଆମେଜ୍‌ର ପ୍ରତିକୃତି ଅନାବରଣ

ନୂଆଦିଲ୍ଲୀ,୧୩।୧୧(ଅଭୟ ଦାଶ): ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌) ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଆମେଜର ଉଭୟ ବାହ୍ୟ ଓ...

କମ୍‌ଭିଭା ସହ ଏଡବ୍ଲ୍ୟୁଏସ୍‌ର ବୁଝାମଣା

ନୂଆଦିଲ୍ଲୀ,୧୩।୧୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା କମ୍‌ଭିଭା ଏବଂ ଆମାଜନ ୱେବ୍‌ ସର୍ଭିସେସ୍‌ (ଏଡବ୍ଲ୍ୟୁଏସ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏ ସମ୍ପର୍କରେ...

ନିବେଶକ ହରାଇଲେ ୬ ଲକ୍ଷ କୋଟି

ମୁମ୍ବାଇ,୧୩।୧୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ଷ୍ଟକ୍‌ ବଜାର କାରବାର ଉପରେ ପଡ଼ିଛି। ଫଳରେ ମଙ୍ଗଳବାର ଘରୋଇ ଶେୟାର ବଜାରର...

ଆର୍‌ବିଆଇ ଆକଳନ ହେଲା ଭୁଲ୍‌: ଖୁଚୁରା ମୁଦ୍ରାସ୍ଫୀତି ୬.୨୧%

ମୁମ୍ବାଇ/ନୂଆଦିଲ୍ଲୀ,୧୩ା୧୧:ଦେଶରେ କିଛିବର୍ଷ ହେଲା ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ବଢ଼ିଚାଲିଥିବାବେଳେ ଏଥିରେ ଲଗାମ ଲଗାଇବା ପାଇଁ ମୁଦ୍ରାସ୍ଫୀତିକୁ ୨%ରୁ ୬% ମଧ୍ୟରେ ସୀମିତ ରଖିବା ଲାଗି ଭାରତୀୟ...

ସ୍ମାର୍ଟଫୋନ ବ୍ୟବହାରକାରୀଙ୍କୁ ଲାଗିବ ବଡ଼ ଝଟକା, ୨୦୨୫ରେ ବଢିବ…

ନୂଆଦିଲ୍ଲୀ,୧୨।୧୧: ସାରା ବିଶ୍ୱରେ ସ୍ମାର୍ଟଫୋନର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପ୍ରତିଦିନ ନୂଆ କମ୍ପାନୀ ବଜାରରେ ସ୍ମାର୍ଟଫୋନ ଲଞ୍ଚ କରୁଛନ୍ତି। କିନ୍ତୁ ୨୦୨୫ରେ ସ୍ମାର୍ଟଫୋନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri