ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଅର୍ଥାତ୍‌ ଅଗଷ୍ଟ ୯ କ୍ରାନ୍ତି ଦିବସ ଅବସରରେ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ମିଳିବ ବୋଲି ଘୋଷଣା କରିଛନ୍ତି। କୁଟୁମ୍ବ ଯୋଜନାରେ ସରକାର ଏହି ଭତ୍ତା ପ୍ରଦାନ କରିବେ। ଏନେଇ ଖୁବ୍‌ଶୀଘ୍ର ସ୍ବାଧୀନତା ସଂଗ୍ରାମୀ ପରିବାରକୁ ଚିହ୍ନଟ କରାଯିବ।

ଶହୀଦ ସ୍ମାରକୀ ସ୍ବାଧୀନତା ସଂଗ୍ରାମୀ ସଦନଠାରେ ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସମିତି ପକ୍ଷରୁ ଆୟୋଜିତ କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗଦେଇ  ଏହି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଝଟ୍‌କା ପରେ ଝଟ୍‌କ: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ...

ମୁଖ୍ୟମନ୍ତ୍ରୀଙ୍କ ହୃଦୟ ଜିଣିଲେ ଆଶାକର୍ମୀ ଶିବାନୀ, ଟେଲିଫୋନ୍‌ କରି ଦେଲେ ଏଭଳି ପ୍ରତିଶ୍ରୁତି

ଭୁବନେଶ୍ୱର/ରାଜନଗର,୨୫।୧୦: ବାତ୍ୟା ‘ଦାନା’ ପାଇଁ ଭିନ୍ନକ୍ଷମ ମହିଳାଙ୍କୁ ପିଠିରେ ବୋହି ବାତ୍ୟା ଆଶ୍ରୟସ୍ଥଳକୁ ନେଇ ଚର୍ଚ୍ଚାରେ ଅଛନ୍ତି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶାକର୍ମୀ ଶିବାନୀ ମଣ୍ଡଳ।...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା...

ପ୍ରବଳ ବର୍ଷା ଆଲର୍ଟ, ସବୁ ସ୍କୁଲ ଛୁଟି

ଭଦ୍ରକ,୨୫।୧୦: ବାତ୍ୟା ପରେ ଉପକୂଳ ଜିଲାରେ ଜାରି ରହିଛି ପ୍ରବଳ ବର୍ଷା। ବାତ୍ୟା ପରେ ତୁହାକୁ ତୁହା ବର୍ଷାରେ ବେହାଲ ହେଳାଣି ଉପକୂଳିଆ ଜିଲା। ପାଣିପାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri