ଜେଲରୁ ବାହାରିଲେ ଅଲ୍ଲୁ ଅର୍ଜୁନ

ନୂଆଦିଲ୍ଲୀ,୧୪।୧୨: ଥିଏଟରରେ ଦଳାଚକଟା ମାମଲାରେ ଅଲ୍ଲୁ ଅର୍ଜୁନଙ୍କୁ ଜେଲରୁ ମୁକ୍ତ କରାଯାଇଛି। ଗତକାଲି ଏହି ଅଭିନେତାଙ୍କୁ ପୋଲିସ ଗିରଫ କରିଥିଲା ଏବଂ ପରେ ତାଙ୍କୁ ୧୪ ଦିନିଆ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଥିଲା। ପରେ ତେଲଙ୍ଗାନା କୋର୍ଟ ଅଲ୍ଲୁଙ୍କୁ ଜାମିନ ପ୍ରଦାନ କରିଥିଲେ। ଏହା ସତ୍ତ୍ୱେ ଅଭିନେତାଙ୍କୁ ଜେଲରେ ରାତି କଟାଇବାକୁ ପଡିଥିଲା। କିନ୍ତୁ ବର୍ତ୍ତମାନ ସେ ଜେଲରୁ ବାହାରିଛନ୍ତି।

ନାମପଲି କୋର୍ଟ ଅଲୁ ଅର୍ଜୁନଙ୍କୁ ୧୪ ଦିନିଆ ରିମାଣ୍ଡରେ ପଠାଇଥିଲେ। ଏହା ପରେ ତାଙ୍କୁ ଗତକାଲି ଚଞ୍ଚଲଗୁଡା କେନ୍ଦ୍ରୀୟ ଜେଲକୁ ନିଆଯାଇଥିଲା। ତେବେ ପରେ ଅଭିନେତାଙ୍କୁ ୫୦,୦୦୦ ଟଙ୍କା ବ୍ୟକ୍ତିଗତ ବଣ୍ଡରେ ତେୟେଲଙ୍ଗାନା ହାଇକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ। ଏହି ଅଭିନେତାଙ୍କୁ ଚାରି ସପ୍ତାହ ପାଇଁ ଜାମିନ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ବାଇକ ମୁହାଁମୁହିଁ ଧକ୍କା, ୨ ଗୁରୁତର,୭ ଆହତ ମଧ୍ୟରେ ଅଛନ୍ତି ଜଣେ ଶିଶୁ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ଗୋଲାପଡା ଛକରେ ରବିବାର ସକାଳେ ଏକ ଅଟୋ ଓ ବାଇକ ମୁହାମୁହିଁ ଧକ୍କା ହୋଇଛି।...

୮ବର୍ଷୀୟାଙ୍କୁ ବଳାତ୍କାର କଲେ ୧୦ମ ଶ୍ରେଣୀ ଛାତ୍ର

କିଶୋର ବୟସରେ ଅପରାଧ ମନୋବୃତ୍ତି ସମ୍ପ୍ରତି ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସମୟରେ ନାବାଳକମାନେ ଅପରାଧରେ ସମ୍ପୃକ୍ତ ଥିବା ଅଭିଯୋଗ ଆସୁଛି। ନିକଟରେ ମଧ୍ୟପ୍ରଦେଶ ଭିଣ୍ଡରେ...

Humanoid Robots Race: ବିଶ୍ୱର ପ୍ରଥମ: ମାରାଥନ୍‌ରେ ୨୧ କି.ମି. ଦୌଡ଼ିଲେ ୨୧ ରୋବୋ

ବେଜିଂ, ୨୦।୪ (ପି.ଟି.): ରୋବୋଟିକ୍ସ ଏବଂ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (କୃତ୍ରିମ ବୁଦ୍ଧିମତ୍ତା) କ୍ଷେତ୍ରରେ ଅନ୍ୟ ଦେଶଗୁଡ଼ିକଠାରୁ ବହୁ ଆଗରେ ଥିବା ନେଇ ଚାଇନା ପୁଣିଥରେ ପ୍ରମାଣିତ...

ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ, ଇ-କେୱାଇସି ନାଁରେ ଟଙ୍କା ଆଦାୟ ଅଭିଯୋଗ: ଜିଲାପାଳଙ୍କଠାରେ ଫେରାଦ ହେଲେ ହିତାଧିକାରୀ

ଭବାନୀପାଟଣା,୨୦।୪( ଉତ୍ତମ କୁମାର ଦାଶ ): ରାଜ୍ୟରେ ନୂଆ ସରକାର ଆସିବାପରେ ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’, ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’...

ଆଜିଠୁ କଳିଙ୍ଗ ସୁପର କପ୍‌

ଭୁବନେଶ୍ୱର,୨୦ା୪(ଅନାଦି କର): ଆଇକନିକ୍‌ କଳିଙ୍ଗ ଷ୍ଟାଡିୟମରେ ରବିବାରଠାରୁ ଆରମ୍ଭ ହେବାକୁଯାଉଛି କଳିଙ୍ଗ ସୁପର କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ। ଉଦ୍‌ଘାଟନୀ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଇଷ୍ଟ ବେଙ୍ଗଲ...

Vehicle sales in Odisha: ଓଡ଼ିଶାରେ ଧିମେଇଛି ଗାଡ଼ି ବିକ୍ରି ଗତି

ଭୁବନେଶ୍ୱର,୨୦ା୪(ଅନୁରାଧା ମହାରଣା): ଆର୍ଥିକ ବର୍ଷ ୨୦୨୪-୨୫ରେ ଦେଶରେ ମୋଟର ଯାନ ବିକ୍ରିରେ ଘରୋଇ ସ୍ତରରେ ପ୍ରାୟ ୬ ପ୍ରତିଶତର ବୃଦ୍ଧି ରେକର୍ଡ କରିଛି। ଅଟୋମୋବାଇଲ ଡିଲର୍ସ...

Naveen Patnaik: ନବୀନଙ୍କ ପ୍ଲାନ ସମସ୍ତେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର, ୨୦ା୪(ସୁନିତ୍‌ ମିଶ୍ର):ବିଜେଡିର ରାଜ୍ୟ ସଭାପତି ଭାବେ ନବୀନ ପଟ୍ଟନାୟକ ୯ମ ଥର ଲାଗି ଶନିବାର ନିର୍ବାଚିତ ହୋଇଛନ୍ତି। ଜଣେ ମାତ୍ର ପ୍ରାର୍ଥୀ ଭାବେ ନବୀନ...

ଆଇଆଇଟି-ଜେଇଇ (ମେନ୍‌) ପ୍ରବେଶିକା ପରୀକ୍ଷା: କ୍ରୀଷ୍ଣା ବିକାଶ ଛାତ୍ରୀଛାତ୍ରଙ୍କ ବାଜିମାତ୍‌

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ): ଶନିବାର ପ୍ରକାଶିତ ଆଇଆଇଟି-ଜେଇଇ (ମେନ୍‌) ପ୍ରବେଶିକା ପରୀକ୍ଷାରେ କ୍ରୀଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ବିକାଶ ଆବାସିକ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image