ମୟୂରଭଞ୍ଜ ଜିଲାର ଅମର୍ଦ୍ଧା ଏୟାରଷ୍ଟ୍ରିପ୍‌‌କୁ ବ୍ୟବସାୟିକ ବିମାନ ବନ୍ଦର ଭାବେ ବିକଶିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ,୯।୧୧: ମୟୂରଭଞ୍ଜ ଜିଲାର ଅମର୍ଦ୍ଧା ଏୟାରଷ୍ଟ୍ରିପ୍‌‌କୁ ଏକ ବ୍ୟବସାୟିକ ବିମାନ ବନ୍ଦର ଭାବେ ବିକଶିତ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏହି ଅର୍ଥରାଶି ମଞ୍ଜୁର କରିଥିବା ନେଇ କେନ୍ଦ୍ର ଆଦିବାସୀ ବ୍ୟାପାର ତଥା ଜଳସମ୍ପଦ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ଏକ ପତ୍ର ଲେଖି ଜଣାଇଛନ୍ତି।

ସିନ୍ଧିଆ ତାଙ୍କ ପତ୍ରରେ କହିଛନ୍ତି, ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଅମର୍ଦ୍ଧା ଏୟାରଷ୍ଟ୍ରିପ୍‌‌ର ବିକାଶ କରିବା ଲାଗି ରାଜ୍ୟ ସରକାରଙ୍କୁ ଆବଶ୍ୟକୀୟ ଅନୁମତି ଦିଆଯାଇଛି। ଏହା ସହିତ ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ମଧ୍ୟ ଗତ
ଅକ୍ଟୋବର ମାସରେ ଜମି ହସ୍ତାନ୍ତର କରାଯାଇଛି। ମନ୍ତ୍ରୀ ସିନ୍ଧିଆ କହିଛନ୍ତି, ଉଡ଼ାନ୍‌‌ ୪ ପଏଣ୍ଟ ୨ ଟେଣ୍ଡର ଅନୁସାରେ ଭୁବନେଶ୍ୱର-ଅମର୍ଦ୍ଧା ଭୁବନେଶ୍ୱର ମଧ୍ୟରେ ୯ ସିଟ୍‌‌ ବିଶିଷ୍ଟ ବିମାନ ଚଳାଇବା ପାଇଁ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri