ଭାଜପାରେ ମିଶିଲେ ପୂର୍ବତନ ଜିଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ

ଭୁବନେଶ୍ୱର,୫।୪: ଭାଜପାରେ ଯୋଗଦେଲେ ଜଗତସିଂହପୁରର ପୂର୍ବତନ ଜିଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ। ଶୁକ୍ରବାର ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ ଭାବେ ସେ ଭାଜପାରେ ସାମିଲହୋଇଛନ୍ତି। ବିଜେଡି ଟିକେଟ ନ ଦେବାରୁ ଅସନ୍ତୁଷ୍ଟ ଥିଲେ ଅମରେନ୍ଦ୍ର। ତେଣୁ ସେ ବିଜେଡି ଛାଡିଥିବା ଚର୍ଚ୍ଚା ହେଉଛି।

Share