ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛି। ନଭେମ୍ବର ୧ରୁ କାର୍ଯ୍ୟବନ୍ଦ କରିବାକୁ ମହାସଂଘ ପକ୍ଷରୁ ଗଣମାଧ୍ୟମକୁ ଅବଗତ କରାଯାଇଛି।

ଏପରିକି ମହାସଂଘ ପକ୍ଷରୁ ୩୦ ତାରିଖରେ ଜିପିଏସ୍‌ ବନ୍ଦ କରି ଡ୍ୟୁଟି କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ୧ତାରିଖରୁ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ କରି ବଡ଼ ଧରଣର ଆନ୍ଦୋଳନ କରିବାକୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷେ କମ୍ପାନୀ ମନମାନୀ କାମ କରୁଥିବା ମହାସଂଘ ପକ୍ଷରୁ ଅଭିଯୋଗ ହୋଇଛି। କର୍ମଚାରୀଙ୍କୁ ୧୨ ଘଣ୍ଟା ଡ୍ୟୁଟି କରାଯାଉଥିବା ବେଳେ ୮ ଘଣ୍ଟାର ଦରମା ଦିଆଯାଉଛି। କର୍ମଚାରୀଙ୍କ ବୀମାରେ ମଧ୍ୟ ଅସ୍ପଷ୍ଟତା ଥିବା ମହାସଂଘ ପକ୍ଷରୁ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବାଜି ମାରିନେଲା ଭୁବନେଶ୍ୱର: କେନ୍ଦ୍ର ସରକାର ଦେଲେ ”ସର୍ବଶ୍ରେଷ୍ଠ ଜନସାଧାରଣ ପରିବହନ ବ୍ୟବସ୍ଥା” ପୁରସ୍କାର

ଗାନ୍ଧିନଗର, ୨୭ା୧୦: ଗୁଜରାଟର ଗାନ୍ଧିନଗର ଠାରେ ତିନି ଦିନିଆ ୧୭ ତମ ସହରୀ ମୋବିଲିଟି ଇଣ୍ଡିଆ (UMI) ସମ୍ମିଳନୀ ଏବଂ ପ୍ରଦର୍ଶନୀ ଆରମ୍ଭ ହୋଇଯାଇଛି। ଏହି...

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି।...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା।...

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ: ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର, ୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ,...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨୭ା୧୦: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

ଅମାନିଆଙ୍କୁ ସାବାଡ୍‌ କରିବ ପୋଲିସ, ପିନ୍ଧିବ ବଡି କ୍ୟାମେରା

ଭୁବନେଶ୍ୱର,୨୭ା୧୦: ଆକ୍ସନ ମୋଡ୍‌ରେ କମିଶନରେଟ୍‌ ପୋଲିସ। ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସ ଏକ ନୂଆ ଯୋଜନା ଆରମ୍ଭ କରିଛି। ଏଣିକି ଥାନା ରିସେପ୍ସନ ଦାୟିତ୍ୱରେ...

ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri