ଦୁଇ ଝିଅଙ୍କ ସହ ଆମେରିକୀୟ ଅଭିନେତା ଖ୍ରୀଷ୍ଟିଆନ ଓଲିଭରଙ୍କ ମୃତ୍ୟୁ

ସୈନ ଜୁଆନ,୬।୧: ପୂର୍ବ କାରିବିଆନର ଏକ ଦ୍ୱୀପ ନିକଟରେ ବିମାନ ଦୁର୍ଘଟଣାରେ ଆମେରିକାର ଅଭିନେତା ଖ୍ରୀଷ୍ଟିଆନ ଅଲିଭର ଏବଂ ତାଙ୍କର ଦୁଇ ଝିଅଙ୍କର ମୃତ୍ୟୁ ଘଟିଛି। ପୋଲିସର ସୂଚନାନୁସାରେ ବିମାନଟି ସେଣ୍ଟ ଲୁସିଆ ଅଭିମୁଖେ ଯାଉଥିବା ବେଳେ ବେକିଆ ନିକଟ ପେଟିଟ ନେଭିସ ଦ୍ୱୀପର ପଶ୍ଚିମ ଦିଗରେ ଗୁରୁବାର ଏହି ଦୁର୍ଘଟଣା ଘଟିଛି।
ସେମାନେ ଝିଅମାନଙ୍କୁ ୧୦ବର୍ଷ ବୟସ୍କା ମଦିତା କ୍ଲେପର୍‌ ଏବଂ ୧୨ବର୍ଷିୟ ଏନିକ କ୍ଲେପର୍‌ ବୋଲି ଚିହ୍ନଟ କରିଥିଲେ । ସେ ଏହା ମଧ୍ୟ କହିଛନ୍ତି ଯେ ପାଇଲଟ ରବର୍ଟ ସାକ୍ସଙ୍କର ମଧ୍ୟ ମୃତ୍ୟୁ ହୋଇଛି। ପୋଲିସର ସୂଚନାନୁସାରେ ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାର କାରଣ ଜଣାପଡି ନାହିଁ।
ଅଧିକାରୀଙ୍କ ଅନୁଯାୟୀ ସେଣ୍ଟ ଭିନ୍ସେଣ୍ଟ ଏବଂ ଗ୍ରେନାଡାଇନ୍ସ କୋଷ୍ଟଗାର୍ଡ ଏହି ଅଞ୍ଚଳକୁ ଯିବାବେଳେ ଏହି ଅଞ୍ଚଳର ମତ୍ସ୍ୟଜୀବୀ ତଥା ଡାଇଭରମାନେ ସାହାଯ୍ୟ କରିବାକୁ ଦୁର୍ଘଟଣାସ୍ଥଳକୁ ଯାଇଥିଲେ। ମତ୍ସ୍ୟଜୀବୀ ତଥା ଡାଇଭରଙ୍କ ନି ସ୍ବାର୍ଥପର ତଥା ସାହସିକ କାର୍ଯ୍ୟକୁ ପୋଲିସ ଉଚ୍ଚ ପ୍ରଶଂସା କରିଥିଲା।
୫୧ ବର୍ଷ ବୟସ୍କ ଜର୍ମାନ ଜନ୍ମିତ ଅଭିନେତା ଡଜନେରୁ ଅଧିକ ଖ୍ୟାତନାମା ଚଳଚ୍ଚିତ୍ର ଏବଂ ଟେଲିଭିଜନ ଶୋ’ରେ ଅଭିନୟ କରିଛନ୍ତି। ଯେଉଁଥିରେ ୨୦୦୮ର ମୁଭି ‘ସ୍ପିଡ ରେସର୍‌’ ଏବଂ ‘ଦି ଗୁଡ ଜର୍ମାନ’ ଅନ୍ତର୍ଭୁକ୍ତ। ସେ ୧୯୯୦ ଦଶକର ଧାରାବାହିକ ‘ସେଭ୍ଡ ବାୟ ଦି ବେଲ: ଦି ନ୍ୟୁ କ୍ଲାସ’ ର ଏକ ସିଜନ ପାଇଁ ବ୍ରାଏନ କେଲର୍‌ ନାମକ ଏକ ସ୍ବିସ ଟ୍ରାନ୍ସଫର ଛାତ୍ର ଭୂମିକାରେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧରେ ଘରଦ୍ୱାର ହରାଇ ସ୍କୁଲ୍‌ରେ ନେଇଥିଲେ ଆଶ୍ରୟ: ଇସ୍ରାଏଲ୍‌ କଲା ବୋମାମାଡ଼

ଗାଜା ସିଟି,୨୧ା୯: ଯୁଦ୍ଧରେ ଘରଦ୍ୱାର ହରାଇ ପାଲେଷ୍ଟିନୀୟମାନେ ଗାଜା ସିଟିର ଏକ ସ୍କୁଲ୍‌ରେ ଆଶ୍ରୟ ନେଇଥିବାବେଳେ ସେଠାରେ ଇସ୍ରାଏଲ୍‌ ବୋମାମାଡ଼ କରିଛି। ଏଥିରେ ଅନୂ୍ୟନ ୨୧...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

‘ଆପଣଙ୍କ କାର ମୋ ମା’ଙ୍କ ଘର ସହ ସମାନ’, ମୋଦିଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଓବାମା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ...

ଲେବାନନ ଆକ୍ରମଣକୁ ନେଇ ଚର୍ଚ୍ଚାରେ ମିଷ୍ଟ୍ରି ଗର୍ଲ!

ଜେରୁଜେଲମ,୨୧।୯: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଲେବାନନରେ ପେଜର୍‌ ଆକ୍ରମଣ ସାରା ବିଶ୍ୱରେ ଆଲୋଚନା ହେଉଛି। ଏହି ଆକ୍ରମଣ ସହ ଜଡିତ ଅନେକ ତଥ୍ୟ ସାମ୍ନାକୁ ଆସୁଛି।...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୫୮ ପୁରୁଷଙ୍କ ସହ ସମ୍ପର୍କ ରଖି ଫସିଲେ ଚାଇନାର ‘ବିୟୁଟିଫୁଲ ଗଭର୍ନର’

ବେଜିଂ,୨୧।୯: ଦକ୍ଷିଣ-ପଶ୍ଚିମ ଚାଇନାର ଜଣେ ମହିଳାଙ୍କୁ ୧୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି ଏବଂ ଅସଦାଚରଣ ପାଇଁ ଏକ ମିଲିୟନ ୟୁଆନ ଅର୍ଥାତ୍‌ ୧୮୩୦୦୦ ଆମେରିକୀୟ...

ଶ୍ରୀଲଙ୍କାରେ ଆଜି ରାଷ୍ଟ୍ରପତି ନିର୍ବାଚନ, ନାହାଁନ୍ତି ଜଣେ ବି ମହିଳା ପ୍ରାର୍ଥୀ

କଲମ୍ବୋ,୨୧।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ପଦ ପାଇଁ ମତଦାନ ଶନିବାର ଅନୁଷ୍ଠିତ ହୋଇଛି। ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନ ଉପରେ ଭାରତ ସମେତ ବିଶ୍ୱର ନଜର ରହିଛି। ୨୦୨୨ରେ,...

ଆମେରିକା ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ମୋଦି: ଏହି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ରହିବ ସମସ୍ତଙ୍କ ନଜର

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତ ଆମେରିକା ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri