କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ ଏବଂ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ।
ମୋଦିଙ୍କୁ ପୁଣି ଥରେ ପ୍ରଧାନମନ୍ତ୍ରୀ କରିବା ଏବଂ ରାଜ୍ୟରେ ଭାଜପା ସରକାର ଗଠନ କରିବାକୁ ଜନସାଧାରଣଙ୍କ ସେ ଆଶୀର୍ବାଦ ଲୋଡିଥିଲେ। ସ୍ଥାନୀୟ ଧରଣୀଧର ମେଡିକାଲ କଲେଜ ନିକଟ ପଡ଼ିଆରେ ଭାଜପାର ସଂକଳ୍ପ ସମାବେଶରେ ଶାହା ଦେଶରେ ଧାରା ୩୭୦ ଉଚ୍ଛେଦ ପରେ ଏବେ ପିଓକେ ହାସଲ କରିବା ପାଳି ବୋଲି ବଡ଼ ବୟାନ ଦେଇଥିଲେ।
ଏହି ଅବସରରେ ଉଭୟ ବିଜେଡି ଏବଂ କଂଗ୍ରେସ ଦଳକୁ କଡ଼ା ସମାଲୋଚନା କରିଥିଲେ। ଓଡ଼ିଶାରେ ଭାଜପା ସରକାର ଆସିଲେ ପୁରୀ ଜଗନ୍ନାଥ ମନ୍ଦିରର ଚାରି ଦ୍ୱାର ଖୋଲାଯିବ। ଏପରିକି ରତ୍ନଭଣ୍ଡାର ଖୋଲାଯାଇ ସର୍ବସାଧାରଣରେ ଏହାର ହିସାବ ଦିଆଯିବ ବୋଲି ଶାହା କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri