Posted inଜାତୀୟ

ଯୁବକମାନଙ୍କୁ ବିଶେଷ ନିବେଦନ କଲେ ଅମିତ ଶାହା

ଅହମ୍ମଦାବାଦ୍‌,୧୩।୮: ଗୁଜରାଟରେ ଏକ ସାଧାରଣ ସଭକୁ ସମ୍ବୋଧିତ କରି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଯୁବକମାନଙ୍କୁ ଏକ ବିଶେଷ ନିବେଦନ କରିଛନ୍ତି। ସେ କହିଛନ୍ତି,କେବଳ ପାକିସ୍ତାନ ନୁହେଁ, ସମସ୍ତ ଦେଶ ମିଳିତ ଭାବେ ଭାରତ ଉପରେ ଆକ୍ରମଣ କଲେ ମଧ୍ୟ ସେମାନେ ସଫଳ ହେବେ ନାହିଁ। ଏଭଳି ସୁରକ୍ଷା ଯୋଗାଇବା ଯୁବକଙ୍କ ଦାୟିତ୍ୱ ଅଟେ।
ଗୁଜରାଟ ଗସ୍ତର ଦ୍ୱିତୀୟ ଦିନରେ ଶାହା ନିଜ ସଂସଦୀୟ ନିର୍ବାଚନମଣ୍ଡଳୀ ଗାନ୍ଧିନଗରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଉଦଘାଟନ କରିଥିଲେ। ୮୫ କୋଟିରୁ ଅଧିକ ବିକାଶମୂଳକ କାର୍ଯ୍ୟ ଉଦ୍‌ଘାଟନ କରିଥିଲେ। ଏହି ସମୟରେ ଶାହା ସମସ୍ତ ଲୋକଙ୍କୁ ନିଜ ଘରେ ତ୍ରିରଙ୍ଗା ଲଗାଇବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଦିଲ୍ଲୀରେ ମିଳିଲା ନାହିଁ ୨ ଗଜ ସ୍ଥାନ’, କଂଗ୍ରେସ ଉପରେ ବଡ଼ ଅଭିଯୋଗ ଆଣିଲେ ପି.ଭି ନରସିଂହ ରାଓଙ୍କ ଭାଇ

ନୂଆଦିଲ୍ଲୀ,୨୯।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାରକୁ ନେଇ ରାଜନୀତି ଚରମ ସୀମାରେ ରହିଛି ଏବଂ ଭାଜପା ଏବଂ କଂଗ୍ରେସ ପରସ୍ପର ଉପରେ ଆକ୍ରମଣ...

ଶିଶୁ ହତ୍ୟା ଅଭିଯୋଗରେ ମୁମ୍ବାଇରୁ ଗିରଫ ହେଲେ ଜମାଟୋ ଡେଲିଭରି ବୟ

ମୁମ୍ବାଇ,୨୯।୧୨: ଭଜନପୁର ପୋଲିସ ଷ୍ଟେଶନରେ ପଞ୍ଜୀକୃତ ହୋଇଥିବା ଅପହରଣ ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପାରୋଲ ଜମ୍ପରଙ୍କୁ ମୁମ୍ବାଇର ଏକ ଜନବହୁଳ ଅଞ୍ଚଳରୁ...

ଘୋଷଣା ହେଲା କଂଗ୍ରେସର ‘ଜୟ ବାପୁ, ଜୟ ଭୀମ, ଜୟ ସମ୍ବିଧାନ’ ଅଭିଯାନର ନୂଆ ତାରିଖ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ କହିଛନ୍ତି ଯେ ତାଙ୍କ ଦଳ ଜାନୁଆରୀ ୩ ପରେ ଜୟ ବାପୁ, ଜୟ ଭୀମ ଏବଂ ଜୟ...

କାହିଁକି ଦିଲ୍ଲୀ ଗସ୍ତ କରିଛନ୍ତି ନୀତୀଶ? ଇସ୍ତଫା ଚର୍ଚ୍ଚା ମଧ୍ୟରେ ଜାଣନ୍ତୁ ମୁଖ୍ୟମନ୍ତ୍ରୀଙ୍କ ପ୍ଲାନ

ନୂଆଦିଲ୍ଲୀ/ପାଟନା,୨୯।୧୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସେ ଚାଲିଯିବା ମାତ୍ରେ ତାଙ୍କ ଇସ୍ତଫା ବିଷୟରେ ଆଲୋଚନା ହୋଇଥିଲା। ଏହି ଆଲୋଚନାକୁ...

ସ୍ମୃତିରେ ହୋଇଗଲେ ପୂର୍ବତନ ପ୍ରଧାନମନ୍ତ୍ରୀ, ଯମୁନାରେ ବିସର୍ଜନ ହେଲା ମନମୋହନଙ୍କ ଅସ୍ଥି

ନୂଆଦିଲ୍ଲୀ,୨୯।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଅସ୍ଥିକୁ ବିସର୍ଜନ କରିବାର ରୀତିନୀତି ରବିବାର (୨୯ ଡିସେମ୍ବର) ଦିଲ୍ଲୀର ଗୁରୁଦ୍ୱାର ମଜନୁ କା ତିଲା ନିକଟ ଯମୁନା...

ମନମୋହନ ସିଂଙ୍କ ପରେ ପରିବାରକୁ ମିଳିବ ଏତେ ସୁବିଧା, ସ୍ତ୍ରୀଙ୍କୁ ମିଳିବ…

ନୂଆଦିଲ୍ଲୀ,୨୯।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି । କହିରଖୁଛୁ ଯେ ପ୍ରଧାନମନ୍ତ୍ରୀ ପଦ ଛାଡିବା ପରେ ମନମୋହନ...

ଅଧୁରା ରହିଗଲା ମନମୋହନଙ୍କ ଏହି ଇଚ୍ଛା…ଚାହିଁଲେ ବି ଏହି ଘୋଟାଲାରେ କୋର୍ଟ ସମ୍ମୁଖରେ ନିଜକୁ ନିର୍ଦ୍ଦୋଷ ବୋଲି ସାବ୍ୟସ୍ତ କରିପାରିଲେ ନାହିଁ

ନୂଆଦିଲ୍ଲୀ,୨୯।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ୨୬ ଡିସେମ୍ବର ୨୦୨୪ରେ ୯୨ ବର୍ଷରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ଦେଶର ରାଜନୈତିକ ତଥା ଅର୍ଥବ୍ୟବସ୍ଥାରେ...

ମନମୋହନଙ୍କ ଶେଷକୃତ୍ୟବେଳେ ଅଜବ ଦୃଶ୍ୟ, ରାହୁଲ କଲେ ଏମିତି କାମ

ନୂଆଦିଲ୍ଲୀ,୨୯।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି । ଆଜି ଦିଲ୍ଲୀ ନିଗମବୋଧ ଘାଟରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri