Posted inଜାତୀୟ

‘ହର ଘର ତ୍ରିରଙ୍ଗା’ ଅଭିଯାନରେ ସାମିଲ ହେବାକୁ ଦେଶବାସୀଙ୍କୁ ନିବେଦନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ,୩।୮: କେନ୍ଦ୍ର ସ୍ବରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଅଧୀନରେ ଅଗଷ୍ଟ ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରି https://harghartiranga.com ୱେବସାଇଟରେ ନିଜର ସେଲ୍ଫି ଅପଲୋଡ୍ କରିବାକୁ ଦେଶବାସୀଙ୍କୁ ନିବେଦନ କରିଛନ୍ତି।

ଅମିତ ଶାହ ଆଜି ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ କହିଛନ୍ତି, “ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ #HarGharTiranga ଅଭିଯାନ ଗତ ଦୁଇ ବର୍ଷ ମଧ୍ୟରେ ଏକ ଜାତୀୟ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ଦେଶର କୋଣ ଅନୁକୋଣରେ ପ୍ରତ୍ୟେକ ଭାରତୀୟଙ୍କ ଏକତାକୁ ଜାଗ୍ରତ କରିଛି । ମୁଁ ସମସ୍ତ ନାଗରିକଙ୍କୁ ନିବେଦନ କରୁଛି ଯେ ଏହି ଆନ୍ଦୋଳନକୁ ଆହୁରି ଶକ୍ତିଶାଳୀ କରନ୍ତୁ ଏବଂ ପୁଣି ସେହି ଉତ୍ସାହର ସହ ଏଥିରେ ଅଂଶଗ୍ରହଣ କରନ୍ତୁ । ଆମର ଗର୍ବ, ଆମ ତ୍ରିରଙ୍ଗା, ତୁମ ଘରେ ତ୍ରିରଙ୍ଗା ସହିତ ଏକ ସେଲ୍ଫି ନିଅ, ଏବଂ ଏହାକୁ ହର ଘର ତ୍ରିରଙ୍ଗା ୱେବସାଇଟ https://harghartiranga.com ରେ ଅପଲୋଡ୍ କର ।”


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ...

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ।...

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର...

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା...

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri