ଫୋର୍ବସ ପତ୍ରିକାର ୨୦ ଏସିଆ ମହିଳା ଉଦ୍ୟୋଗୀଙ୍କ ମଧ୍ୟରେ ୩ ଭାରତୀୟ…

ଓ୍ବାଶିଂଟନ,୯।୧୧ : ଫୋର୍ବସ ପତ୍ରିକାର ନଭେମ୍ବର ସଂଖ୍ୟାରେ ପ୍ରକାଶିତ ୨୦ ଜଣ ଏସୀୟ ମହିଳା ଉଦ୍ୟୋଗୀଙ୍କ ତାଲିକାରେ ତିନିଜଣ ଭାରତୀୟଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି।  ତାଲିକାରେ କୋଭିଡ-୧୯ ମହାମାରୀ ଯୋଗୁ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ବ୍ୟବସାୟ ବୃଦ୍ଧିରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା  ମହିଳାମାନଙ୍କୁ  ସ୍ଥାନୀତ କରାଯାଇଛି।

ଏହି ତାଲିକାରେ ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡର ଚେୟାରମ୍ୟାନ ସୋମା ମଣ୍ଡଳ, ଏମକ୍ୟୋର୍‌ ଫାର୍ମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ନମିତା ଥାପର ଏବଂ ହୋନାସା କଞ୍ଜ୍ୟୁମରର ସହ-ପ୍ରତିଷ୍ଠାତା ତଥା ମୁଖ୍ୟ ଉଦ୍ଭାବନ ଅଧିକାରୀ ଗଜଲ ଉଲଘ ରହିଛନ୍ତି।

ଏହି ତାଲିକାରେ ଥିବା କେତେକ ମହିଳା ପରିବହନ, ରିଏଲ ଇଷ୍ଟେଟ ଏବଂ ନିର୍ମାଣ ଭଳି କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି ବୋଲି ଫୋର୍ବସ କହିଛି। ଅନ୍ୟ ମହିଳାମାନେ ଅଷ୍ଟ୍ରେଲିଆ, ଚାଇନା, ଜାପାନ, ଦକ୍ଷିଣ କୋରିଆ, ଇଣ୍ଡୋନେସିଆ, ସିଙ୍ଗାପୁର, ଦକ୍ଷିଣ କୋରିଆ, ତାଇୱାନ ଏବଂ ଥାଇଲାଣ୍ଡର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଛୋଟ ପକ୍ଷୀ କିଭଳି ବିମାନ ଦୁର୍ଘଟଣାର କାରଣ ପାଲଟିଥାଏ? ବନ୍ଧୁକ ଗୁଳିଠାରୁ ଅଧିକ ଘାତକ

ଚଳିତ ବର୍ଷ ସବୁଠାରୁ ଦକ୍ଷିଣ କୋରିଆରେ ଏଯାବତର ସବୁଠାରୁ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି।  ଜେଜୁ ଏୟାରଲାଇନ୍ସର ବିମାନ ବ୍ୟାଙ୍କକ୍‌ରୁ ଉଡ଼ାଣ ଭରିବା ପରେ ମୁଆନ...

ଶୀଘ୍ର କରିନିଅନ୍ତୁ କାମ, ଜାନୁଆରୀରେ ଏତିକି ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୩୦।୧୨: ଆଉ ଦିନକ ପରେ ୨୦୨୫ ବର୍ଷ ଆରମ୍ଭ ହେବ । ପ୍ରତିମାସ ଭଳି ୨୦୨୫ ଜାନୁଆରୀରେ ୧୫ ଦିନ ବ୍ୟାଙ୍କ ବନ୍ଦ ରହିବ ।...

ପୁଣି ଆଫଗାନିସ୍ତାନରେ ପଶି ଆକ୍ରମଣ କଲା ପାକିସ୍ତାନ: ମସଜିଦରେ କଲା ରକେଟ ମାଡ, ଦୃଢ଼ ଜବାବ ଦେଲା ତାଲିବାନ

ନୂଆଦିଲ୍ଲୀ,୩୦ା୧୨: ପାକିସ୍ତାନ ନିକଟରେ ଆଫଗାନିସ୍ତାନ ଉପରେ ଏୟାର ଷ୍ଟ୍ରାଇକ କରିବା ପରେ ଦୁଇ ଦେଶ ରକ୍ତର ଖେଳ ଖେଳୁଛନ୍ତି। ଦୁଇଆ ପକ୍ଷରୁ ଉଭୟ ପକ୍ଷର ସୀମାରେ...

ପ୍ରତିଶୋଧ ନେଉଛି ତାଲିବାନ, ପାକିସ୍ତାନ ସେନା ଶିବିରକୁ କଲା କବଜା!

କାବୁଲ,୩୦।୧୨: ପାକିସ୍ତାନ ସେନା ଏବଂ ତାଲିବାନ ମଧ୍ୟରେ ସୀମା ରେଖା ଥିବା ଡୁରାଣ୍ଡ ଲାଇନରେ ଯୁଦ୍ଧ ପରି ପରିସ୍ଥିତି ଉପୁଜିଛି। ଟିଟିପି ଆତଙ୍କବାଦୀଙ୍କ ଦ୍ୱାରା ୧୬ଜଣ...

ନଦୀକୁ ଖସିଲା ଟ୍ରକ, ୬୦ ଜଣଙ୍କ ମୃତ୍ୟୁ ଆଶଙ୍କା

ଅଦିସ ଅବାବା,୩୦।୧୨: ଆଫ୍ରିକୀୟ ଦେଶ ଇଥିଓପିଆରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଯାତ୍ରୀ ଭରା ଏକ ଟ୍ରକ ନଦୀରେ ଖସିପଡଛି। ଏହି ଦୁର୍ଘଟଣାରେ...

ବାଂଲାଦେଶର ସନ୍ଦେହ, କେବେବି ହାସିନାଙ୍କୁ ନ ଫେରାଇପାରେ ଭାରତ, ଜାଣନ୍ତୁ ଏହାର କାରଣ

ଢାକା/ନୂଆଦିଲ୍ଲୀ,୩୦।୧୨: ଅଗଷ୍ଟରେ ହୋଇଥିବା ବିକ୍ଷୋଭ ପରେ ଶେଖ ହସିନା ବାଂଲାଦେଶରେ କ୍ଷମତାରୁ ବହିଷ୍କୃତ ହୋଇଥିଲେ ଏବଂ ଏହା ପରେ ସେ ଭାରତକୁ ପଳାଇ ଆସିଥିଲେ। ବର୍ତ୍ତମାନ...

ଆମେରିକାର ସବୁଠାରୁ ବୟସ୍କ ରାଷ୍ଟ୍ରପତିଙ୍କର ଭାରତ ସହ ରହିଛି ସ୍ବତନ୍ତ୍ର ସମ୍ପର୍କ

ଓ୍ବାଶିଂଟନ,୩୦।୧୨: ଆମେରିକାର ସବୁଠାରୁ ବୟସ୍କ ରାଷ୍ଟ୍ରପତି ଜିମି କାର୍ଟରଙ୍କ ରବିବାର ରାତିରେ ମୃତ୍ୟୁ ଘଟିଛି। ସେ ଆମେରିକାର ୩୯ତମ ରାଷ୍ଟ୍ରପତି ଏବଂ ଭାରତ ଗସ୍ତରେ ଆସିଥିବା...

ବେଞ୍ଜାମିନ ନେତାନ୍ୟାହୁ ହସ୍ପିଟାଲ୍‌ରେ ଭର୍ତ୍ତି: ୟାରିଭ ଲେଭିନ ହେଲେ କାମଚଳା ପ୍ରଧାନମନ୍ତ୍ରୀ

ଜେରୁଜେଲମ,୩୦।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତାଙ୍କର ସ୍ବାସ୍ଥ୍ୟ ଅବନତି ହେତୁ ତାଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରିବାକୁ ପଡିଥିଲା। ତାଙ୍କର ପ୍ରୋଷ୍ଟେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri