ଆମ୍ବ ଟାକୁଆ ଖାଇ ମୃତ ଓ ଗୁରୁତରଙ୍କୁ ମିଳିଲା ସହାୟତା ରାଶି: ମୃତକଙ୍କୁ ୨୦, ଗୁରୁତରଙ୍କୁ ୧୦ ହଜାର

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ତହସିଲଦାର ଶନିବାର ସାରେ ମାଣ୍ଡିପଙ୍କାରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ୨୦ ହଜାର ଲେଖାଏ ସହାୟତା ରାଶି ପ୍ରଦାନ କରିଥିବା ବେଳେ ଗୁରୁତର ରୋଗୀଙ୍କ ପରିବାର ଲୋକଙ୍କୁ ୧୦ ହଜାର ଲେଖାଏ ସହାୟତା କରିଛନ୍ତି । ପ୍ରଶାସନର ଏହି ସହାୟତା ପାଇଁ ଅଞ୍ଚଳବାସୀ ଧନ୍ୟବାଦ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ବିରୋଧରେ ବାହାରିଲା ମୁସ୍‌ଲିମ୍‌ ଅଞ୍ଜୁମାନ କମିଟି, ନାରାରେ କମ୍ପୁଛି ଜୟପୁର

ଜୟପୁର,୨୫ା୪: ଜୟପୁର ବ୍ରହ୍ମାସାହି ନିକଟ ମସ୍‌ଜିଦ୍‌ରେ ଶୁକ୍ରବାର ଅବସରେ ନାମଜ ପରେ ନିଷ୍ପତ୍ତି ନିଆଯାଇଥିଲା। ସେହି ନିଷ୍ପତ୍ତି ଅନୁଯାୟୀ ମୁସଲିମ ଅଞ୍ଜୁମାନ କମିଟିର ସଦସ୍ୟମାନେ ଏକ...

ବର୍ଷେ ହେଲା ପମ୍ପ ହାଉସ୍‌ ଅଚଳ: ଝରଣାପାଣି ପିଉଛନ୍ତି ଗ୍ରାମବାସୀ

ସୁନାବେଡା,୨୫ା୪(କୃତ୍ତିବାସ ପ୍ରଧାନ): ସରକାର ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ ପାନୀୟ ଜଳର ସୁବିଧା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚକରି ପାଣି ଟାଙ୍କି ସହ ପମ୍ପ ହାଉସ କରିଥିଲେ...

ଘନଘନ ବିଦ୍ୟୁତ୍‌ କାଟ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡି,୨୫।୪(ଅରୁଣ ସାହୁ): ରାଜ୍ୟର ଚାରିଆଡେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଗତ କିଛିଦିନ ହେଲା ଘନଘନ ବିଦ୍ୟୁତ୍‌ କାଟକୁ...

ହତ୍ୟାକାଣ୍ଡ ରାୟ ପ୍ରକାଶ: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ

ଖୋର୍ଦ୍ଧା,୨୫ା୪(ପ୍ରଭାତ ପାଣିଗ୍ରାହୀ): ୧୦ବର୍ଷ ପରେ ଏକ ହତ୍ୟାକାଣ୍ଡ ରାୟ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ (୧ମ) ମଞ୍ଜୁଲତା...

ସ୍ୱାଧୀନତା ସଂଗ୍ରାମୀମାନଙ୍କ ଉପରେ ମନ୍ତବ୍ୟରୁ ବିରତ ରହିବାକୁ ନିର୍ଦ୍ଦେଶ: ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୫।୪: ସୁପ୍ରିମକୋର୍ଟ ଶୁକ୍ରବାର କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ସ୍ୱାଧୀନତା ସଂଗ୍ରାମୀ ବୀର ସାଭରକରଙ୍କ ବିଷୟରେ ଦିଆଯାଇଥିବା ମନ୍ତବ୍ୟ...

ପହଲଗାମ୍‌ରୁ ସତ୍ୟବାଦୀ ଫେରିଲେ ୮ ପର୍ଯ୍ୟଟକ

ସାକ୍ଷୀଗୋପାଳ,୨୫ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଜମ୍ମୁ-କଶ୍ମୀରର ପହଲଗାମ୍‌ ପରିଭ୍ରମଣରେ ଯାଇଥିବା ସତ୍ୟବାଦୀର ୮ ଜଣ ପର୍ଯ୍ୟଟକ ସୁରକ୍ଷିତ ଫେରି ଆସିଛନ୍ତି। ସେମାନେ ହେଲେ ଦୀପକ ଶତପଥୀ,...

ଛୁଟିରେ ସ୍କୁଲ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୪: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଗ୍ରୀଷ୍ମ ପ୍ରବାହ ଏସ୍‌ଓପି ନ...

ଆମେରିକା ପାଇଁ ଏହି ଘୃଣ୍ୟ କାମ କରାଯାଇଛି: ଆତଙ୍କବାଦୀଙ୍କୁ ସମର୍ଥନ, ତାଲିମ ଦେବା କଥା ସ୍ୱୀକାର କଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫ ଏକ ସାକ୍ଷାତକାରରେ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି କରିଛନ୍ତି। ସେ କହିଛନ୍ତି ଯେ ପାକିସ୍ତାନ ଗତ ତିନି ଦଶନ୍ଧି ଧରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image