ପଥର ବୋଝେଇ ଟ୍ରକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ: ରୋଗୀଙ୍କ ସମେତ ୪ ଆହତ

ସୋର, ୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅଧୀନ ୧୬ନମ୍ବର ଜାତୀୟ ରାଜପଥ ବରଫକଳ ଛକଠାରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆମ୍ବୁଲାନ୍ସ ମଧ୍ୟରେ ଥିବା ରୋଗୀଙ୍କ ସମେତ…

‘ଧରିତ୍ରୀ’ ପ୍ରଭାବ: ଶୁଚିସ୍ମିତାଙ୍କୁ ମିଳିଲା ସରକାରୀ ସହାୟତା

ସିମୁଳିଆ, ୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଈଶ୍ୱରପୁର ପଞ୍ଚାୟତ ଅଧୀନ କଳାଶୁଣୀ ଅଞ୍ଚଳର ଊର୍ମିଳା ଓ ନରହରି ପଣ୍ଡାଙ୍କ ଦେଢ଼ବର୍ଷର ଶିଶୁକନ୍ୟା ଶୁୁଚିସ୍ମିତାଙ୍କୁ ସରକାରୀ ଓ ବେସରକାରୀ…

ଛେଣ୍ଡିପଦା ଓ ମାଧପୁରରେ ବିଦ୍ୟୁତ୍‌ କାଟ: ଜନ ଅସନ୍ତୋଷ ବୃଦ୍ଧି

ଛେଣ୍ଡିପଦା/ମାଧପୁର, ୨୮।୫(ସ୍ବ.ପ୍ର.)- ଛେଣ୍ଡିପଦା ବ୍ଲକ ଅଞ୍ଚଳରେ କିଛି ମାସ ହେବ ଅଘୋଷିତ ବିଦ୍ୟୁତ୍‌ କାଟ ହେଉଥିବା ଅଭିଯୋଗ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ଓ ଅସହ୍ୟ ଗୁଳୁଗୁଳି ଯୋଗୁ…

ଅଗ୍ନିକାଣ୍ଡରେ ଜଳିଗଲା ଦୋକାନ

ବଇଣ୍ଡା,୨୮।୫(ଡି.ଏନ.ଏ.)- କିଶୋରନଗର କଲେଜ ନିକଟରେ ମହେଶ୍ୱର ସାହୁଙ୍କର ଚାଳ ଛପର ଦୋକାନଟି ମଙ୍ଗଳବାର ଜଳିଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନ ଥିବାବେଳେ ବିଦ୍ୟୁତ୍‌ ସର୍ଟସର୍କିଟ ଯୋଗୁ ନିଆଁ…

ପରଜଙ୍ଗରେ କାଳବୈଶାଖୀ: ବ୍ୟାପକ କ୍ଷତି; ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଉଡ଼ିଲା ଛପର

ପରଜଙ୍ଗ, ୨୮।୫(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟା ବେଳେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ତୋଫାନରେ ବ୍ୟାପକ କ୍ଷତି ହୋଇଛି। ପ୍ରବଳ ବେଗରେ ପବନ…

ଶିଶୁବଳି ସନ୍ଦେହରେ ଉତ୍ତେଜନା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ଏସ୍‌ପି ଅଫିସ ଘେରିଲେ

ବଲାଙ୍ଗୀର ଅଫିସ, ୨୮ା୫: ବଲାଙ୍ଗୀର ସହର ଚିମିନିଭାଟିପଡା-ଲକ୍ଷ୍ମୀନଗରପଡା ପାଖ ଲକ୍ଷ୍ମୀଯୋର ଭିତରୁ ଗତ ଶୁକ୍ରବାର ରାତିରେ ଜଣେ ନିଖୋଜ ୫ ବର୍ଷର ଶିଶୁର ମୃତଦେହ ମିଳିଥିଲା ।…

୭ ମନ୍ଦିରରେ ବିଗ୍ରହ ପ୍ରତିଷ୍ଠା ହେବ

ଭଞ୍ଜନଗର,୨୮।୫(ଡି.ଏନ.ଏ)- ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭଞ୍ଜନଗର ବେଲେଶ୍ୱେର ଶୈବପୀଠରେ ଆଜକୁ ୪ଦିନ ହେବ ୭ ମନ୍ଦିର ପ୍ରତିଷ୍ଠା ଉସତ୍ବ ଚାଲିଛି। ବୁଧବାର ଉଦ୍‌ଯାପିତ ହେବ। ବୁଧବାର ବିଡେକା…

ପାକିସ୍ତାନ ଦଳ ସହ ରହିବେ ରିଜଓ୍ବାନ, ଆବିଦ୍‌

କରାଚି, ୨୮।୫(ପି.ଟି.)-ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ଓ ଆବିଦ୍‌ ଅଲି ବିଶ୍ୱକପ୍‌ ପର୍ଯ୍ୟନ୍ତ ପାକିସ୍ତାନ ଦଳ ସହ ରହିବେ। ଜାତୀୟ ଟିମ୍‌ ମ୍ୟାନେଜମେଣ୍ଟଙ୍କ ଅନୁରୋଧକ୍ରମେ ମଙ୍ଗଳବାର ପାକିସ୍ତାନ କ୍ରିକେଟ…

ଇଂଲଣ୍ଡ ଫୁଟ୍‌ବଲ ଦଳରେ କେନ୍‌ ସାମିଲ

ଲଣ୍ଡନ, ୨୮ା୫ (ଏଏଫ୍‌ପି)-ଆସନ୍ତା ମାସରେ ଖେଳାଯିବାକୁଥିବା ନେଶନ୍ସ ଲିଗ୍‌ ଫାଇନାଲ୍ସର ସେମିଫାଇନାଲ ମ୍ୟାଚ ପାଇଁ ଘୋଷଣା କରାଯାଇଥିବା ଇଂଲଣ୍ଡର ୨୩ ଜଣିଆ ଦଳରେ ହ୍ୟାରି କେନ୍‌ଙ୍କୁ ସାମିଲ…

ତନିଷ୍କର ସାବିତ୍ରୀ ଅଫର ଘୋଷଣା,ମିଳୁଛି ଆକର୍ଷଣୀୟ ରିହାତି

ଭୁବନେଶ୍ୱର,୨୮-୫: ପ୍ରମୁଖ ଜୁଏଲେରୀ ବ୍ରାଣ୍ଡ ତନିଷ୍କ ପକ୍ଷରୁ ସାବିତ୍ରୀ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ଚଳିତ ମାସ ୨୯ରୁ ଜୁନ ୨ ଯାଏ ଉପଲବ୍ଧ…