୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା: ସାମ୍‌ ପିଟ୍ରୋଡାଙ୍କ ମନ୍ତବ୍ୟକୁ ନେଇ ଝଡ଼

ନୂଆଦିଲ୍ଲୀ/ଶିମ୍‌ଲା,୧୧ା୫(ପି.ଟି.): ସାଧାରଣ ନିର୍ବାଚନର ଆଉ ଦୁଇଟି ପର୍ଯ୍ୟାୟ ମତଦାନ ବାକି ଥିବାବେଳେ କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଅଡୁଆରେ ପଡ଼ିଛି ଦଳ। ୧୯୮୪ ଶିଖ୍‌ ବିରୋଧୀ…

୮ ଦିନରେ ସରିଗଲା ସଂସାର: ନବବଧୂଙ୍କ ମୃତଦେହ ଉଦ୍ଧାର

ବଅଁରପାଳ,୧୧।୫(ଡି.ଏନ.ଏ.)-  ମାତ୍ର ୮ ଦିନ ତଳେ ବିବାହ କରିଥିଲେ। ନୂଆ ଘର, ବରକୁ ନେଇ କେତେ କ’ଣ ସ୍ବପ୍ନ ଦେଖିଥିଲେ। ହେଲେ ୮ ଦିନରେ ସରିଗଲା ସଂସାର।…

କଲବଲ କରୁଛି ଗୁଳୁଗୁଳି

ଢେଙ୍କାନାଳ ଅଫିସ, ୧୧ା୫- ବାତ୍ୟା ‘ଫନୀ’ ପରେ ପୁଣିଥରେ ବଢ଼ିବା ଆରମ୍ଭ କରିଛି ତାପମାତ୍ରା। ସପ୍ତାହେ ହେଲା ଢେଙ୍କାନାଳ ସହରର ପାରଦ ୪୩ ଡିଗ୍ରୀ ପାଖାପାଖି ରହୁଛି।…

ପାକିସ୍ତାନରୁ ଆସିଥିଲା ଜର୍ଜିଆ ବିମାନ: ଗୋଡ଼ାଇ ଧରିଲା ସୁଖୋଇ

ନୂଆଦିଲ୍ଲୀ/ଜୟପୁର,୧୧ା୫(ପି.ଟି.): ବାୟୁସୀମା ଲଙ୍ଘି ପାକିସ୍ତାନରୁ ଭାରତ ପଟକୁ ଚାଲିଆସିଥିବା ଜର୍ଜିଆର ଏକ ବିମାନକୁ ଶୁକ୍ରବାର ଭାରତୀୟ ବାୟୁସେନା (ଆଇଏଏଫ୍‌)ର ସୁଖୋଇ ଯୁଦ୍ଧବିମାନ ଗୋଡ଼େଇ ଧରିଛି। ରାଜସ୍ଥାନର ଜୟପୁର…

ହାତୀର ଗଳିତ ମୃତଦେହ ଉଦ୍ଧାର

ବନ୍ତଳା, ୧୧ା୫(ଡି.ଏନ.ଏ.)-ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଜଗନ୍ନାଥପୁର ବିଟ୍‌ ପଣସ ତଇଳାରେ ଶୁକ୍ରବାର ଅପରାହ୍ନରେ ଏକ ହାତୀର ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ…

ଭାରତର ମୁଖ୍ୟ ବିଭାଜନକାରୀ: ମୋଦିଙ୍କୁ ନେଇ ଟାଇମ୍‌ ପତ୍ରିକାର ବିବାଦୀୟ ଶୀର୍ଷକ

ଓ୍ବାଶିଂଟନ,୧୧ା୫(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଆମେରିକାର ଲୋକପ୍ରିୟ ପତ୍ରିକା ‘ଟାଇମ୍‌’ ପକ୍ଷରୁ କଭର ଷ୍ଟୋରି କରାଯାଇଛି, ଯାହାର ଶୀର୍ଷକ ରଖାଯାଇଛି ‘ଭାରତର ମୁଖ୍ୟ ବିଭାଜନକାରୀ’। ୨୦୧୯…

ବାତ୍ୟା ବିପନ୍ନଙ୍କ ଲାଗି ଜିଲା ପ୍ରଶାସନର ସହାୟତା : ନୂଆପଡ଼ା, ଚିଲିକା ଗଲେ ୮ ଡାକ୍ତର

ଛତ୍ରପୁର,୧୧ା୫(ଡି.ଏନ.ଏ)-ବାତ୍ୟା ‘ଫନୀ’ ପ୍ରଭାବିତ ଲୋକଙ୍କୁ ବିିଭିନ୍ନ ସାହାର୍ଯ୍ୟ ଓ ବାତ୍ୟା ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସହାୟତା ପ୍ରଦାନ କରାଯାଉଛି।…

ମ୍ୟାଲେରିଆ ନିରାକରଣ ପାଇଁ ଆରମ୍ଭ ହେଲା ‘ଦମନ’

ବ୍ରହ୍ମପୁର ଅଫିସ୍‌,୧୧ା୫-ଗଞ୍ଜାମ ଜିଲାରେ ମ୍ୟାଲେରିଆକୁ ନିୟନ୍ତ୍ରଣରେ ରଖିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଚାଲୁଛି । ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆକୁ ମୂଳପୋଛ କରିବା ପାଇଁ ଆରମ୍ଭ ହୋଇଯାଇଛି ‘ଦମନ’…

ବଲାତ୍କାରୀ ଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର ଅଫିସ,୧୧ା୫-ଜଣେ ନାବାଳିକାଙ୍କୁ ବଳାତ୍କାର  ମାମଲାର ବିଚାର କରି ଡେଜିଗନେଟେଡ୍‌ ପୋକ୍‌ସୋ ଜଜ୍‌ ଦୀପକ କୁମାର ଅଭିଯୁକ୍ତ କାଳିଆ ଦାସଙ୍କୁ ଶୁକ୍ରବାର ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ।…

ଏସ୍‌ଏଚ୍‌ଜି ମହିଳାଙ୍କୁ ଦିଆଯିବ ବିପର୍ଯ୍ୟୟ ମୁକାବିଲା ତାଲିମ

ବ୍ରହ୍ମପୁର ଅଫିସ୍‌,୧୧ା୫-ବଙ୍ଗୋପସାଗର ଉପକୂଳରେ ଥିବା ଗଞ୍ଜାମ ଜିଲାକୁ ପ୍ରତି ବର୍ଷ ବାତ୍ୟା ଏବଂ ବନ୍ୟାର ଭୟ ଦେଖାଦେଇଥାଏ । ୨୦୧୩ରେ ଫାଇଲିନ୍‌, ୨୦୧୪ରେ ହୁଡ୍‌ହୁଡ୍‌ ହେଉ ଅବା…