୧୦ ଦିନର ଛୁଟି ପରେ ବି ଖୁସି ନାହାନ୍ତି ଏହି ଦେଶର ଲୋକ

ୟକୋହମା,୧।୫: କାର୍ଯ୍ୟବ୍ୟସ୍ତ ଜୀବନରୁ କର୍ମଚାରୀଙ୍କୁ ଏକାସାଙ୍ଗରେ ୧୦ ଦିନର ଛୁଟି ମିଳିବା ଏକ ବରଦାନରୁ କମ୍‌ ନୁହେଁ। କିନ୍ତୁ ଏଭଳି ଏକ ଦେଶ ଅଛି, ଯେଉଁଠି ଏତେ…

ଓ୍ବିକିଲିକ୍ସର ସହ-ପ୍ରତିଷ୍ଠାତା ଜୁଲିଆନ ଆସେଞ୍ଜଙ୍କୁ ୫୦ ସପ୍ତାହ ଜେଲ

ଲଣ୍ଡନ,୧।୫: ଓ୍ବିକିଲିକ୍ସର ସହ-ପ୍ରତିଷ୍ଠାତା ଜୁଲିଆନ ଆସେଞ୍ଜଙ୍କୁ ଲଣ୍ଡନର ଏକ କୋର୍ଟ ୫୦ ସପ୍ତାହ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି । ୭ ବର୍ଷ ତଳେ ଅର୍ଥାତ ୨୦୧୨ରେ…

ବିବାହ କାର୍ଯ୍ୟରୁ ଫେରୁଥିବା କାର୍‌ ଦୁର୍ଘଟଣାଗସ୍ତ

ପାପଡାହାଣ୍ଡି,୧।୫(ଡି.ଏନ୍‌.ଏ.): ବିବାହ କାର୍ଯ୍ୟରେ ଯୋଗ ଦେଇ ଫେରୁଥିବା ଏକ କାର୍‌ ନବରଙ୍ଗପୁର ଜଲା ପାପଡାହାଣ୍ଡି ବ୍ଲକ  ତୁମ୍ବର୍ଲା ଫାଣ୍ଡି ନିକଟରେ ବୁଧବାର ଦୁର୍ଘଟଣାଗସ୍ତ ହୋଇଛି। ଏଥିରେ ଡ୍ରାଇଭର…

ବିଷଖାଇ ଯୁବକଙ୍କ ଆତ୍ମହତ୍ୟା

ଡାବୁଗାଁ, ୧।୫(ଡି.ଏନ୍‌.ଏ.): ଡାବୁଗାଁ ଜୟନ୍ତ ନଗରର ସୁରେନ୍ଦ୍ର ଖୁଣ୍ଟିଆ(୩୬) ବୁଧବାର ବିଷଖାଇ ଆତ୍ମହତ୍ୟା କରିଛନ୍ତି। ଏ ନେଇ ତାଙ୍କ ବଡ଼ଭାଇ ପ୍ରମୋଦ ଡାବୁଗାଁ ଥାନାରେ ଏତଲା ଦେଇଛନ୍ତି।…

ଶ୍ରମିକଙ୍କ ସ୍ବାର୍ଥ ଦୃଷ୍ଟିରୁ ନୂତନ ଆଇନ୍‌ ଅଣାଯାଉ

ଜୟପୁର ୧।୫(ନି.ପ୍ର.): ବୁଧବାର ଜୟପୁରରେ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଛି।  ନିର୍ମାଣ ଶ୍ରମିକ ମିଳିତ ସଂଘର ପକ୍ଷରୁ ଏହି ଅବସରରେ ଏକ  ଶୋଭାଯାତ୍ରା ବାହାରି ସହର…

ଗୁଣପୁରରେ ବିଶ୍ୱ ଶ୍ରମିକ ଦିବସ

ଗୁଣପୁର, ୧।୫(ଡି.ଏନ୍‌.ଏ.)-ରାୟଗଡା ଜିଲା ଗୁଣପୁରରେ ବୁଧବାର ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଛି। ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଛି।   ଗୁଣପୁର ବେସରକାରୀ ମୋଟର କର୍ମଚାରୀ ସଂଘ…

ଅପରକୋଲାବ ଯୋଜନା ଶ୍ରମିକ ସଂଘ ପକ୍ଷରୁ ଶ୍ରମିକ ଦିବସ

କୋଲାବନଗର, ୧।୫(ଡି.ଏନ୍‌.ଏ.)-ଅପରକୋଲାବ ଯୋଜନା ଶ୍ରମିକ ସଂଘ ପକ୍ଷରୁ ବୁଧବାର ଶ୍ରମିକ ଦିବସ ପାଳନ ହୋଇଯାଇଛି। ସଂଘର ସଂଘ କାର୍ଯ୍ୟାଳୟରେ ସ୍ଥାୟୀ ସଭାପତି ଦିନେଶ କୁମାର ମହାନ୍ତି ବୁଦବାର…

ଓଢ଼ଣି ଉପରେ ପ୍ରତିବନ୍ଧକ ଲାଗିବ କେବେ: ଓଓ୍ବେସି

ନୂଆଦିଲ୍ଲୀ,୧।୫: ବୁର୍ଖା ଉପରେ ପ୍ରତିବନ୍ଧକ ଲଗାଯିବା ପାଇଁ ଶିବସେନା ପକ୍ଷରୁ ଦାବୀ କରାଯାଇଛି। ତେବେ ଏନେଇ ଭାଜପା ପକ୍ଷରୁ ଏହାକୁ ବିରୋଧ କରାଯାଇଛି। ଏହା ଏକ ପରମ୍ପରା।…

ମୋଦି ଜାପାନରେ ଢ଼ୋଲ ବଜାଇ ପାକିସ୍ତାନରେ ଖାଇଛନ୍ତି ବିରିୟାନୀ: ପ୍ରିୟଙ୍କା

ନୂଆଦିଲ୍ଲୀ,୧।୫: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଲଗାତାର ଟାର୍ଗେଟ୍‌ କରିବାରେ ଲାଗିଛନ୍ତି। ଏହି ମର୍ମରେ ପ୍ରିୟଙ୍କା କହିଛନ୍ତି ଯେ, ମୋଦି…

ବାତ୍ୟା ଆଶ୍ରୟସ୍ଥଳୀରେ ଅସାମାଜିକଙ୍କ ଆଡ୍ଡା

ରାୟଗଡ଼(ଗଜପତି) ୧।୫(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ ବ୍ଲକ କାର୍ଯ୍ୟାଳୟକୁ ଲାଗି ରହିଥିବା ବାତ୍ୟା ଆଶ୍ରୟସ୍ଥଳି। ଯାହା ଏବେ  ଅସାମାଜିକଙ୍କ  ଆଡ୍ଡାସ୍ଥଳୀ ପାଲଟିଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ…