ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

ଆନ୍ଧ୍ରରୁ ଉଦ୍ଧାର ହେଲେ ୧୭ ଓଡ଼ିଆ ଯୁବତୀ, ନାବାଳିକା

ଭୁବନେଶ୍ୱର, ୧ା୫ (ବ୍ୟୁରୋ)- ଓଡିଶାରୁ ମୁମ୍ବାଇ ଚାଲାଣବେଳେ ୧୭ଜଣ ନାବାଳିକା, ଯୁବତୀ ଓ ମହିଳାଙ୍କୁ ଆନ୍ଧ୍ରପ୍ରଦେଶ ପୋଲିସ ଏବଂ ଚାଇଲ୍ଡ ଲାଇନ  ଉଦ୍ଧାର କରିଛି। ପ୍ରାଥମିକ ତଦନ୍ତ ପରେ ମଙ୍ଗଳବାର…

ଓୟୁଏଟିରେ ର଼୍ୟାଗିଂ ଅଭିଯୋଗ

ଭୁବନେଶ୍ୱର,୧ା୫ (ବ୍ୟୁରୋ)- ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ହଷ୍ଟେଲରେ ର଼୍ୟାଗିଂ। ସିନିୟରଙ୍କ ର଼୍ୟାଗିଂର ଶିକାର ହୋଇଛନ୍ତି ଯୁକ୍ତ୩ ଏଗ୍ରୀକଲଚର ବିଭାଗର ପ୍ରଥମ ବର୍ଷର ଛାତ୍ର। ତେବେ…

ଅନୁଭବଙ୍କୁ ହତ୍ୟା ଧମକ: ୧୦ ଲକ୍ଷ ଟଙ୍କା ନ ଦେଲେ ମାରିଦେବୁ

କଟକ ଅଫିସ୍‌,୧ା୫- କେନ୍ଦ୍ରାପଡା ଲୋକ ସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କୁ ହତ୍ୟା ଧମକ ମିଳିଛି। ୧୦ ଲକ୍ଷ ଟଙ୍କା ନ ଦେଲେ ମାରିଦେବାକୁ ହ୍ବାଟ୍‌ସଆପ୍‌ରେ…

‘ଫନୀ’ ମୁକାବିଲା ପାଇଁ ଅଗ୍ନିଶମ ବିଭାଗ ପ୍ରସ୍ତୁତ

ଭୁବନେଶ୍ୱର,୧ା୫ (ବ୍ୟୁରୋ)- ମାଡ଼ି ଆସୁଛି ବାତ୍ୟା ‘ଫନୀ’। ଏହା ୩ ତାରିଖରେ ପୁରୀ ନିକଟରେ ସ୍ଥଳଭାଗ ଛୁଇଁ ଉପକୂଳ ଓଡ଼ିଶାରେ ତାଣ୍ଡବ ରଚାଇବ। ଜାତୀୟ ପାଣିପାଗ ବିଭାଗ ଏନେଇ…

‘ଫନୀ’ ମୁକାବିଲା ପାଇଁ ପ୍ରଶାସନ ସଜାଗ: କର୍ମଚାରୀଙ୍କ ଛୁଟି ବାତିଲ

ଢେଙ୍କାନାଳ ଅଫିସ, ୧।୫- ସାମୁଦ୍ରିକ ଝଡ଼ ‘ଫନି’ ଭୟଙ୍କର ରୂପ ଧାରଣ କରି ଓଡ଼ିଶା ଉପକୂଳ ଆଡ଼କୁ ଅଗ୍ରସର ହେଉଛି। ଏହାକୁ ନେଇ ରାଜ୍ୟବାସୀଙ୍କ ମଧ୍ୟରେ ଛନକା…

ଟ୍ରେଲର ଲାଗି ବିଦ୍ୟୁତ୍‌ ତାର ଛିଣ୍ଡିଲା

ଛେଣ୍ଡିପଦା,୧।୫ (ସ୍ବ.ପ୍ର.):ଓଡିସି ଟ୍ରାନ୍ସପୋର୍ଟ କମ୍ପାନୀର ଏକ ଟ୍ରେଲର ବିଦ୍ୟୁତ୍‌ ତାରରେ ଲାଗିଯିବାରୁ ସୋମବାର ବିଳମ୍ବିତ ରାତିରେ ଛେଣ୍ଡିପଦା ବଜାରରେ ଥିବା ୩୦ରୁ ଊର୍ଦ୍ଧ୍ୱ ଦୋକାନର ବିଦ୍ୟୁତ୍‌ ତାର…

ଅଂଶୁଘାତ ୱାର୍ଡରେ ଦିଦିଙ୍କ କେକ୍‌ କଟା ଘଟଣା: ଏଡିଏମ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

ଅନୁଗୋଳ ଅଫିସ, ୧।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଅଂଶୁଘାତ ୱାର୍ଡରେ ଗତ ଶନିବାର ରାତିରେ ଜନୈକା ଦିଦିଙ୍କ ଜନ୍ମଦିନ ପାଳନ ବେଳେ କେକ୍‌ କଟାଯିବା ଓ…

୧୭୮ବର୍ଷର ଚିତ୍ତଲପୁର ରାମଲୀଳା: ଭାଇଚାରା ବଞ୍ଚାଇଛି ପରମ୍ପରା

(ସୁଶାନ୍ତ କୁମାର ପତି) ସାତମାଇଲ, ୧।୫- ଆଧୁନିକତାର ମାୟାଜାଲରେ ମଳିନ ପଡ଼ିଲାଣି ପୁରାତନ ସଂସ୍କୃତି। ପୁରୁଣା ପରମ୍ପରାକୁ ବଞ୍ଚାଇ ରଖିବାକୁ ଆଉ ଆଗଭର ହେଉନାହାନ୍ତି ଯୁବପିଢ଼ି। ତଥାପି…

ଥମିନି ଶ୍ରମିକ ଶୋଷଣ ନୀତି: ଏବେ ବି ଅବହେଳିତ ଠିକା ଶ୍ରମିକ

(ଉପେନ୍ଦ୍ର ରାଉତ) ବଅଁରପାଳ, ୧।୫- ଶ୍ରମିକ ବିକାଶର ବାହକ। ପ୍ରଗତିର ପ୍ରମୁଖ ଭାଗୀଦାର। ସେମାନଙ୍କ ସହଯୋଗ ବିନା ଦେଶର ଉନ୍ନତି ସମ୍ଭବ ନୁହେଁ। ହେଲେ ବିଭିନ୍ନ କଳକାରଖାନାରେ…