ବେଆଇନ ଗ୍ରାନାଇଟ୍‌ ଖନନ ମାମଲା: ୪୦ କୋଟିର ସମ୍ପତ୍ତି ବାଜ୍ୟାପ୍ତ

ନୂଆଦିଲ୍ଲୀ,୨୫ା୪(ପି.ଟି.): ବେଆଇନ ଗ୍ରାନାଇଟ୍‌ ଖନନ ମାମଲାରେ ନିଲମ୍ବିତ ଡିଏମ୍‌କେ ନେତା ଏମ୍‌.କେ. ଆଲାଗିରିଙ୍କ ପୁଅ ଆଲାଗିରି ଦୟାନିଧିଙ୍କ ଘରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ାଉ…

ନୂଆ ରୂପ ନେଉଛି ରସୁଲଗଡ଼ ଛକ: ଆବର୍ଜନା କଳାକୃତିରେ ଓଡ଼ିଶାର ଝଲକ

ଭୁବନେଶ୍ୱର,୨୫।୪(ସସ୍ମିତା ପାଇକରାୟ)- ରାଜଧାନୀ ପ୍ରବେଶ ପଥରେ ରହିଥିବା ସହରର ସର୍ବାଧିକ ଜନଗହଳିପୂର୍ଣ୍ଣ ରସୁଲଗଡ଼ ଛକ ନୂଆ ରୂପ ପାଇବ। ବାଣୀବିହାର, ଆଚାର୍ଯ୍ୟ ବିହାର ପରେ ଏହି ଛକକୁ…

ଶ୍ରୀଲଙ୍କା ବିସ୍ଫୋରଣରେ ସାମିଲ ଥିଲେ ୯ ଆତ୍ମଘାତୀ

କଲମ୍ବୋ୨୫ା୪(ପି.ଟି): ଶ୍ରୀଲଙ୍କାର ଇଷ୍ଟର ସଣ୍ଡେ ବିସ୍ଫୋରଣରେ ଜଣେ ମହିଳାଙ୍କ ସମେତ ୯ ଆତ୍ମଘାତୀ ସାମିଲ ଥିଲେ ବୋଲି ଜଣାପଡ଼ିଛି। ଏହି ଘଟଣାରେ ଏପର୍ଯ୍ୟନ୍ତ ୬୦ ସନ୍ଦିଗ୍ଧଙ୍କୁ ଗିରଫ…

ମରୁଡ଼ିଗ୍ରସ୍ତ ଜମିକୁ ଜଳସେଚନ କରାଯିବାକୁ ଦାବି୫ ଶହ ଏକରରୁ ଊଦ୍ଧର୍‌ବ ଚାଷଜମିକୁ ପାଣି ମାଡୁନି

ଖଣ୍ଡପଡା,୨୫ା୪(ସ୍ବ.ପ୍ର.)-କଣ୍ଟିଲୋ ଅଞ୍ଚଳରେ ୫ ଶହ ଏକରରୁ ଊର୍ଦ୍ଧ୍ୱ ଚାଷ ଉପଯୋଗୀ ଜମି ଥିବାବେଳେ ଅନିୟମିତ ବର୍ଷା ତଥା ଆବଶ୍ୟକ ପାଣି ବିନା ପ୍ରତି ବର୍ଷ ମରୁଡ଼ି ଯୋଗୁ…

୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର

ଭୁବନେଶ୍ୱର,୨୫।୪(ବ୍ୟୁରୋ)- ପୁରୀ ଜିଲା କଣାସ ବ୍ଲକ ଗଡ଼ିଶାଗଦା ପଞ୍ଚାୟତର ବିଲପାଟଣା ଗ୍ରାମରୁ ବୁଧବାର ୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର କରାଯାଇଛି। ଗ୍ରାମର ରଶ୍ମିକାନ୍ତ ପରିଡ଼ା ସକାଳୁ…

ବନ୍ୟା, ଭୂସ୍ଖଳନରେ ୬୦ ମୃତ

ଡର୍ବାନ ୨୫ା୪: ଦକ୍ଷିଣ ଆଫ୍ରିକାରେ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ୬୦ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ଜଣାପଡିଛି। କେତେକ ଶିଶୁ ନିଖୋଜ ହୋଇଯାଇ ଥିଲାବେଳେ ଅନେକ ଲୋକଙ୍କୁ…

ଅଧ୍ୟାପକଙ୍କ ପେନ୍‌ସନ୍‌ ସମସ୍ୟା: ଉଚ୍ଚ ଶିକ୍ଷା ବିଭାଗକୁ ଏନ୍‌ଏଚ୍‌ଆର୍‌ସିର ରିପୋର୍ଟ ତଲବ

ଭୁବନେଶ୍ୱର,୨୫।୪(ବ୍ୟୁରୋ)- ଓଡ଼ିଶାରେ ସରକାରୀ ଅନୁଦାନପ୍ରାପ୍ତ କଲେଜରେ କାର୍ଯ୍ୟରତ ଅଧ୍ୟାପକ ଓ କର୍ମଚାରୀ ପେନ୍‌ସନ୍‌ ପାଉ ନ ଥିବା ଅଭିଯୋଗ ହେବା ପରେ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି) ରାଜ୍ୟ…

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ମଇଦାନରେ ୯୪୩ ପ୍ରାର୍ଥୀ; ୨୧୦ଙ୍କ ନାଁରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୫ା୪(ଆଇଏଏନ୍‌ଏସ୍‌): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୧୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେମାନଙ୍କ ମଧ୍ୟରୁ ୧୫୮ ଜଣଙ୍କ ନାମରେ ସଙ୍ଗିନ…

ଏସ୍‌ବିଆଇ ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ: ନାହାନ୍ତି ସୁରକ୍ଷା କର୍ମୀ, ସିିସି କ୍ୟାମେରା ଅଚଳ

ନିରାକାରପୁର,୨୫ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ କାଜ ନିକଟ ନୂଆ ଜଗନ୍ନାଥ ଜାତୀୟ ରାଜପଥ ପାର୍ଶ୍ୱ ଏସ୍‌ବିଆଇ ଏଟିଏମ୍‌ରୁ ଟଙ୍କା ଲୁଟ୍‌ ଉଦ୍ୟମ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ବିଳମ୍ବିତ…

ସାମାଜିକ କର୍ମୀଙ୍କୁ ହେଲ୍‌ମେଟରେ ପିଟି ଖସିଗଲେ ଲୁଟେରା: ଚୋରି ବାଇକ, ଲୁଟ୍‌ ଭ୍ୟାନିଟି ପୋଲିସ ଜିମା

ଭୁବନେଶ୍ୱର, ୨୫ ।୪(ବ୍ୟୁରୋ)- ରାଜଧାନୀରେ ନିର୍ବାଚନକୁ ନେଇ ପୋଲିସ ମଙ୍ଗଳବାର ବ୍ୟସ୍ତଥିବାବେଳେ ଏପଟେ ରାସ୍ତା ଓ ବଜାରରେ ମାତିଥିଲେ ଲୁଟେରା। ତେବେ ଲୁଟେରା ଜଣକ ଏକ ଦମ୍ପତିଙ୍କଠାରୁ ଲୁଟ୍‌…