ଆସୁଛି ନୂଆ ୨୦୦,୫୦୦ଟଙ୍କିଆ ନୋଟ୍‌

ମୁମ୍ବାଇ,୨୫-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ମହାତ୍ମା  ଗାନ୍ଧୀ ସିରିଜରେ ନୂଆ ୨୦୦ ଓ ୫୦୦ ଟଙ୍କିଆ ନୋଟ୍‌ ଜାରି କରିବାକୁ ଯାଉଛି। ପୂର୍ବରୁ ପ୍ରଚଳିତ ନୋଟ୍‌…

ଆସୁଛି ବାତ୍ୟା: ୩ରୁ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୭ ତାରିଖ ବେଳକୁ ଏହା ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ…

ମହିଳାଙ୍କ ମତଦାନ ହାର ବେଶୀ

ଢେଙ୍କାନାଳ ଅଫିସ, ୨୫।୪- ଢେଙ୍କାନାଳ ଲୋକ ସଭା କ୍ଷେତ୍ରରେ ମଙ୍ଗଳବାର ଶାନ୍ତିଶୃଙ୍ଖଳାର ସହ ଭୋଟଗ୍ରହଣ ଶେଷହୋଇଛି। ବିଳମ୍ବିତ ରାତି ସୁଦ୍ଧା ସମସ୍ତ ପୋଲିଂ ପାର୍ଟି ଇଭିଏମ୍‌ ଏବଂ…

ଟିକ୍‌ଟକ୍‌ ଉପରୁ ବ୍ୟାନ ହଟିଲା

ଚେନ୍ନାଇ,୨୫-୪: ଲୋକପ୍ରିୟ ଭିଡ଼ିଓ ଆପ୍‌ ଟିକ୍‌ଟକ୍‌ ଉପରୁ ବ୍ୟାନ ହଟିଯାଇଛି। ବୁଧବାର ଜଷ୍ଟିସ ଏନ.କିରୁବାକରନ ଏବଂ ଜଷ୍ଟିସ ଏସ୍‌.ଏସ୍‌. ସୁନ୍ଦରଙ୍କୁ ନେଇ ଗଠିତ ମାଡ୍ରାସ ହାଇକୋର୍ଟଙ୍କ ମଦୁରାଇ…

ପରୀକ୍ଷା ପରିଚାଳନାରେ ଅବ୍ୟବସ୍ଥା : କଲେଜରେ ତାଲା ପକାଇଲେ ଛାତ୍ରୀଛାତ୍ର

ଭାପୁର, ୨୫।୪(ଡି.ଏନ୍‌.ଏ.)- ପରୀକ୍ଷା ପରିଚାଳନାରେ ଅବ୍ୟବସ୍ଥା ପ୍ରତିବାଦରେ ଢେଙ୍କାନାଳ ସଦର ବ୍ଲକ ଭାପୁରସ୍ଥିତ ଦେବେନ୍ଦ୍ର  ଶତପଥୀ ସ୍ମାରକୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଏହାର ପ୍ରତିବାଦରେ ଉତ୍ତ୍ୟକ୍ତ…

୨୩୪୮କୋଟି ଜାଲିଆତି ମାମଲା: ଭୂଷଣ ଷ୍ଟିଲ ଅଧ୍ୟକ୍ଷଙ୍କ ବିରୋଧରେ ଲୁକ୍‌ଆଉଟ ସର୍କୁଲାର ଜାରି

ନୂଆଦିଲ୍ଲୀ,୨୫-୪: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ୨୩୪୮ କୋଟି ଟଙ୍କାର ବ୍ୟାଙ୍କ ଜାଲିଆତି ମାମଲାରେ ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ୍‌ ଲିମିଟେଡର ଅଧ୍ୟକ୍ଷ ସଞ୍ଜୟ ସିଂଘଲ ଏବଂ ତାଙ୍କ…

ଆସିକା ଲୋକ ସଭା ନିର୍ବାଚନମଣ୍ଡଳୀ : ପ୍ରଥମକରି ଦୁଇ ମହିଳା ପ୍ରାର୍ଥୀଙ୍କ ଲଢ଼େଇ ତୀବ୍ର

ବ୍ରହ୍ମପୁର ଅଫିସ,୨୫ା୪-ଗଞ୍ଜାମ ଜିଲାର ଆସିକା ଲୋକ ସଭା ନିର୍ବାଚନ ମଣ୍ଡଳୀର ୨୦୧୯ ନିର୍ବାଚନରେ ପ୍ରଥମ କରି ଦୁଇ ମହିଳା ଭାଜପାରୁ ଅନିତା ଶୁଭଦର୍ଶିନୀ ଏବଂ ବିଜେଡରୁ ପ୍ରମିଳା…

ରେଣ୍ଟିର ୧୮୨ନଂ. ବୁଥ୍‌ରେ ସାନି ମତଦାନ ଆଜି : ଭିଡିଓଗ୍ରାଫି, ୱେବ୍‌କାଷ୍ଟିଂ ବ୍ୟବସ୍ଥା ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର/ସୋରଡ଼ା, ୨୫ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ସୋରଡା ବ୍ଲକ ୧୮୨ନଂ. ରେଣ୍ଟି ବୁଥ୍‌ରେ ଗୁରୁବାର ସାନି ମତଦାନ ହେବ ା ଏଥିପାଇଁ  ଜିଲା ପ୍ରଶାସନ ଓ ଗଞ୍ଜାମ ପୋଲିସ ପକ୍ଷରୁ…

ଦିନ୍‌ଦାହାଡ଼େ ଚାଲିଛେ ଗଛ୍‌କଟା: ଉଜ୍‌ଡ଼ି ଯାଉଛେ ରଙ୍ଗମାଟିଆ ରାଜସ୍ବ ଜଂଗଲ

କଣ୍ଟାମାଳ, ୨୫ା୪ (ଡିଏନଏ): ବୌଦ୍ଧ ଜିଲା କଣ୍ଟାମାଳ ରେଞ୍ଜର ଚନ୍ଦନିଆମୁଣ୍ଡା ପାସର ରଙ୍ଗମାଟିଆ ରାଜସ୍ବ ଜଂଗଲ ଉଜଡ଼ି ଯାଉଛେ। ଗଲା ମାସେ ହେଲା ଇଠାନେ ଦିନ୍‌ଦାହାଡ଼େ ଆସର ପାସର…

ଚିକିତ୍ସା ଲାଗି ଟଁକା ବାଧକ୍‌: ରକ୍ତ କର୍କଟ ରୋଗ୍‌ରେ ପୀଡ଼ିତ ଲକ୍ଷ୍ମୀପ୍ରିୟା

ରାଉରକେଲା ଅଫିସ,୨୫।୪: ଟଁକା ପଏସା ଅଭାବ ଥିଲେ ବି ଝି’କେ ପାଠ୍‌ ପଢ଼ାବାରେ କେହେନ୍‌ସି ପରକାର ଉନା ନାଇଁକରି। ତାକର ଗୁଟେନ ଉଦେଶ ଥିଲା ଝି’କେ ପାଠ୍‌ ପଢ଼େଇ…