ମରଣ ଫାଶରୁ ମୁକୁଳୁଛି ଗଞ୍ଜାମ ଜିଲା

ବ୍ରହ୍ମପୁର ଅଫିସ୍‌,୨୫ା୪-ଏକଦା ମ୍ୟାଲେରିଆ ପ୍ରବଣ ଜିଲା ଭାବେ ଦୁର୍ନାମ ମୁଣ୍ଡାଇଥିବା ଗଞ୍ଜାମ ଜିଲାରେ ଏବେ ସ୍ଥିତି ସୁଧୁରିବାରେ ଲାଗିଛି। ବର୍ଷକୁ ବର୍ଷ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି ।…

ହକ୍‌ଦାର ହିତାଧିକାରୀ ଗୁହାଲ ଯୋଜନାରୁ ବଁଚିତ: କାର୍ଯ୍ୟାଦେଶ ଲାଗି ୨୦ ହଜାର ଟଁକା ଲଁ।ଚ୍‌ ଅଭିଯୋଗ

ବେଲପଡ଼ା ୨୫।୪(ଡି.ଏନ.ଏ.):  ଗୃହପାଲିତ ପଶୁ ପାଲନ କରି ଗରିବ୍‌ ହିତାଧିକାରୀମାନେ କେନ୍‌ଥେଇ ଦୁଇପଏସା ରୁଜଗାର କରି ନିଜର ଗୁଡ଼େ ଠିଆ ହେବେ ସରକାର ସେଥିରଲାଗି ଗାଈ ଗୁହାଲ ଯୋଜନା…

ଭଞ୍ଜନଗର ଆହାର କେନ୍ଦ୍ରରେ ଅଗ୍ନିକାଣ୍ଡ

ଭଞ୍ଜନଗର,୨୫।୪(ଡି.ଏନ.ଏ.)-ଭଞ୍ଜନଗର ଆହାର କେନ୍ଦ୍ରରେ ବୁଧବାର ସକାଳେ ରୋଷେଇ ଚାଲିଥିବା ବେଳେ ସିଲିଣ୍ଡରରୁ କୌଣସି ପ୍ରକାରେ ଗ୍ୟାସ୍‌ ଲିକ୍‌ ହୋଇ ନିଆଁ ଲାଗିଯାଇଥିଲା। ଫଳରେ ସେଠାରେ ଥିବା ବିଭିନ୍ନ…

କେନ୍ଦୁଝରରେ ୭୮.୧୬% ମତଦାନ: ମହିଳା ଭୋଟର ସଂଖ୍ୟା ଅଧିକ

କେନ୍ଦୁଝର,୨୫ା୪ (ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଲୋକ ସଭା ନିର୍ବାଚନ ମଙ୍ଗଳବାର ଶେଷ ହୋଇଛି ା ଜିଲାରେ ମୋଟ ୭୮.୧୬ ପ୍ରତିଶତ ମତଦାନ ହୋଇଛି। ନିର୍ବାଚନ ବିଭାଗ ତଥ୍ୟ ଅନୁଯାୟୀ,…

ତୁଟୁନି ସମସ୍ୟା : ରୋଗୀ ହଇରାଣ

କେନ୍ଦୁଝର, ୨୫ା୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଡାକ୍ତରଙ୍କ ଉପସ୍ଥିତି ଓ ଅନୁପସ୍ଥିତିକୁ ନେଇ କୌଣସି ସୂଚନା ଦିଆଯାଉ ନ ଥିବାରୁ ରୋଗୀ ହନ୍ତସନ୍ତ ହେଉଛନ୍ତି। ଟିକେଟ…

ମୌଳିକ ସୁବିଧାରୁ ବଞ୍ଚିତ ବସ୍ତିବାସିନ୍ଦା

ତେଲକୋଇ, ୨୫।୪(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ଉପାନ୍ତ ଅଞ୍ଚଳ କାଳିଆହତା ପଞ୍ଚାୟତରେ ରହିଛି ରଙ୍ଗମାଟିଆ ବସ୍ତି । ଏହି ବସ୍ତିରେ ୩୦ରୁ ଊର୍ଦ୍ଧ୍ୱ ପରିବାର ବସବାସ କରନ୍ତି ।…

ପ୍ରତିଶ୍ରୁତି କଥାରେ ଅଟକିଛି: ୨୩ ଦିନ ପରେ ବି ଖୋଲିଲାନି ଶିଶୁ ୱାର୍ଡ

ଚମ୍ପୁଆ, ୨୫ା୪(ଡି.ଏନ.ଏ.)-୨୦୧୦ ମସିହାରେ ନିର୍ମିତ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟ ସ୍ବାସ୍ଥ୍ୟ ସେବା ପ୍ରଦାନରେ ପ୍ରମୁଖ ଭୂମିକା ନିଭାଉଥିବା ବେଳେ ଚିକିତ୍ସା ନଥିବା ଦେଖିବାକୁ ମଳୁଛି। ପୂର୍ବରୁ ଏହି…

ଗ୍ରାମ୍ୟ ରାସ୍ତା ନିର୍ମାଣ ନେଇ ବିବାଦ

ଝୁମ୍ପୁରା, ୨୫ା୪(ଡି.ଏନ.ଏ.)- ସଦର ବ୍ଲକ ଅନ୍ତର୍ଗତ ରାଇକଳା ପଞ୍ଚାୟତର ଟାଙ୍ଗରାଣୀ ମୌଜାରେ ଗ୍ରାମ୍ୟରାସ୍ତା ନିର୍ମାଣ ଆଳରେ ଅନୁସୂଚିତ ଜନଜାତି ପ୍ରଜାଙ୍କ ପଟ୍ଟାଭୁକ୍ତ ଜମିରେ ବହୁ ପରିମାଣରେ ମାଟି…

ଗୋଦାମ ଅଭାବ, ଲକ୍ଷ୍ୟଧାର୍ଯ୍ୟ କମିଲା: ୧୦ ହଜାର କମ୍‌ ଷ୍ଟାଣ୍ଡାର୍ଡ ବ୍ୟାଗ କେନ୍ଦୁପତ୍ର କିଣାଯିବ

ନବରଙ୍ଗପୁର,୨୫।୪(ବି.ପ୍ର.)-କେନ୍ଦୁପତ୍ର ଗୋଦାମ ଓ ରପ୍ତାନୀର ଅଭାବ ଲାଗି ନବରଙ୍ଗପୁର ଜିଲାରେ କେନ୍ଦୁପତ୍ର ସଂଗ୍ରହ ଲକ୍ଷ୍ୟଧାର୍ଯ୍ୟ ଚଳିତ ବର୍ଷ କମାଯାଇଛି।  ଜିଲାରେ ଗତ ବର୍ଷ ଠାରୁ ଚଳିତ ବର୍ଷ…

ଚେନ୍ନାଇରେ ଠିକା ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବବାହକ ଗାଡ଼ି ଅଟକ

ଚାନ୍ଦବାଲି, ୨୫।୪ (ଡି.ଏନ.ଏ.) - ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଭୂଇଁବୃତି ପଞ୍ଚାୟତ ନୂଆଗଁାର ଜଳଧର ଦାସ(୫୨) ଚେନ୍ନାଇରେ ଏଲ୍‌ ଆଣ୍ଡ୍‌ ଟି କମ୍ପାନୀରେ ଠିକା…