ଭାଜପା ପ୍ରାର୍ଥୀଙ୍କ କାର୍‌କୁ ବୋମାମାଡ଼ : ଅଳ୍ପକେ ବର୍ତ୍ତିଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର,୨୨ା୪ (ବ୍ୟୁରୋ)- ଭୁବନେଶ୍ୱର-ମଧ୍ୟ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଉପରେ ପୁଣି ଆକ୍ରମଣ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ କାର ଉପରକୁ ବୋମାମାଡ଼ କରିଛନ୍ତି। ତେବେ ଏଥିରେ…

ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ;ଅଣଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତିର ତାଲିକା ପ୍ରସ୍ତୁତ କର

ନୂଆଦିଲ୍ଲୀ,୨୨-୪: କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକରୁ ପୁଞ୍ଜି ପ୍ରତ୍ୟାହାର କରାଯିବ। ଏହି ଉଦ୍ୟୋଗଗୁଡ଼ିକ ସେମାନଙ୍କ ଅଣଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତିକୁ ଚିହ୍ନଟ କରି ଏକ ତାଲିକା ପ୍ରସ୍ତୁତ…

କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

ରଣପୁର,୨୨ା୪(ସ୍ବ.ପ୍ର.)-ରଣପୁର ତ୍ରିସ୍ତରୀୟ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ରାଜ୍ୟସ୍ତରୀୟ ବରିଷ୍ଠ ନେତୃବୃନ୍ଦଙ୍କୁ ଏଠାକୁ ଆଣି ଦଳର ପ୍ରଚାର ସହ ଭୋଟ ଭିକ୍ଷା କରୁଛନ୍ତି। ରବିବାର…

ସଂଘର୍ଷରେ ଗଲାଣି ୨୨୦ ଜୀବନ

ବେଙ୍ଘାଜି,୨୨ା୪: ଲିବ୍ୟାରେ ରାଜନୈତିକ ସଙ୍କଟ ସୃଷ୍ଟି ହୋଇଛି। ଜାତିସଂଘ ସମର୍ଥତ୍ତ ସରକାରଙ୍କୁ କ୍ଷମତାଚ୍ୟୁତ କରି ରାଜଧାନୀ ତ୍ରିପୋଲିକୁ କବ୍‌ଜା କରିବା ଲାଗି ସରକାରୀ ସୈନ୍ୟବାହିନୀ ଓ ବିଦ୍ରୋହୀଙ୍କ…

ଆଉ ୫ ବର୍ଷରେ ଆର୍ଥିକ ସଂସ୍କାର ସାରିବାକୁ ହେବ: ପାନଗାରିୟା

ନ୍ୟୁୟର୍କ,୨୨-୪: ଭାରତରେ ଭାରି ମାତ୍ରାରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ହେଲେ ଗଭୀର ଶ୍ରମ ବିକାଶ ପ୍ରତି ଧ୍ୟାନ ଦେବାକୁ ହେବ। ସରକାରୀ ବ୍ୟାଙ୍କଗୁଡ଼ିକର ଘରୋଇକରଣ କରିବା…

ଶୀର୍ଷ ୬ କମ୍ପାନୀଙ୍କ ବଜାର ପୁଞ୍ଜୀକରଣ ୯୮,୫୦୨ କୋଟି ବୃଦ୍ଧି

ନୂଆଦିଲ୍ଲୀ,୨୧-୪: ଦେଶର ସବୁଠାରୁ ମୂଲ୍ୟବାନ କମ୍ପାନୀଙ୍କ ମଧ୍ୟରେ ୬ଟିର ବଜାର ପୁଞ୍ଜୀକରଣ ଗତ ସପ୍ତାହରେ ୯୮,୫୦୨.୪୭ କୋଟି ଟଙ୍କା ବଢ଼ିଛି। ତନ୍ମଧ୍ୟରୁ ଆଇଟି ସେକ୍ଟରରେ ଅଗ୍ରଣୀ କମ୍ପାନୀ…

ଅତ୍ୟାଧୁନିକ ହେଲା ୧.୫ ଲକ୍ଷ ପୋଷ୍ଟଅଫିସ

ନୂଆଦିଲ୍ଲୀ,୨୨-୪: ଦେଶର ସର୍ବବୃହତ ଆଇଟି ସେବା କମ୍ପାନୀ ଟାଟା କନସଲଟାନ୍ସି(ଟିସିଏସ୍‌) ଭାରତୀୟ ପୋଷ୍ଟ ଅଫିସଗୁଡ଼ିକ ଆଧୁନିକ କରିବାରେ ବଡ଼ ଭୂମିକା ନେଉଛି। ଏହାର ସହାୟତାରେ ଅଦ୍ୟାବଧି ୧.୫…

ବିକାଶ ହିଁ ହେବ ମାପକାଠି

ପୁରୀ ଅଫିସ/ସାକ୍ଷୀଗୋପାଳ,୨୨ା୪ (ଡି.ଏନ୍‌.ଏ.): ଖରା ଆସିଲେ କଣାସରେ ପାଣି ପାଇଁ ହାହାକାର ପଡ଼େ, ବର୍ଷାଋତୁରେ ବନ୍ୟାପାଣି ଧାନ ଚାଷକୁ ଗିଳି ପକାଏ। ଏହି ସମସ୍ୟା ସହ ଓଡ଼ିଆ…

ଜନଧନ ଯୋଜନା ଜମା;ଖୁବଶୀଘ୍ର ପାର୍‌ କରିଯିବ ୧ଲକ୍ଷ କୋଟି

ନୂଆଦିଲ୍ଲୀ,୨୨-୪: ଜନଧନ ଯୋଜନା ଅଧୀନରେ ଖୋଲାଯାଇଥିବା ବ୍ୟାଙ୍କ ଆକାଉଣ୍ଟରେ ଜମା ରାଶି ଖୁବଶୀଘ୍ର ୧ ଲକ୍ଷ କୋଟି ଟଙ୍କା ପାର୍‌ କରିଯିବ ବୋଲି ଆଶାକରାଯାଉଛି। ମୋଦି ସରକାରଙ୍କ…

ସରିଲା ନିର୍ବାଚନ ପ୍ରଚାର: ଶେଷଦିନରେ କମ୍ପିଲା ଗାଁଠୁ ସହର

ଢେଙ୍କାନାଳ ଅଫିସ, ୨୨।୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରବିବାର ଶେଷ ହୋଇଛି ପ୍ରଚାର। ଅନ୍ତିମ ଦିବସରେ ପ୍ରମୁଖ ରାଜନୈତିକ ଦଳ ମଇଦାନରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ମାରାଥନ…