ଶୁଭ ଅଶୁଭର ସଙ୍କେତ ଦିଏ କାଉ

ଶାସ୍ତ୍ରରେ ପଶୁପକ୍ଷୀଙ୍କ ଉପସ୍ଥିତି ଓ ସ୍ବର ଆଧାରରେ ତାହା ଶୁଭ କି ଅଶୁଭ ସ୍ଥିର କରାଯାଇଥାଏ। କୁହାଯାଏ ଯେ, ଛାତ ଉପରେ ଯଦି କୌଣସି କାଉ ବସିଯାଏ…

ପୁରୁଷଙ୍କ ବିନା ହଜ୍‌କୁ ଯାଉଥିବା ମହିଳାଙ୍କ ଭିତରେ ୮୬ ପ୍ରତିଶତ କେରଳବାସିନ୍ଦା: ରିପୋର୍ଟ

ଥିରୁଭାନନ୍ତପୁରମ୍‌,୨୦।୪: ନିକଟରେ ହଜ୍‌ ଯାଉଥିବା ମହିଳା ଓ ପୁରୁଷଙ୍କ ଭିତରେ କିଏ ଅଧିକ ସଂଖ୍ୟକ ରହିଛନ୍ତି ସେନେଇ ଏକ ସରକାରୀ ସର୍ଭେ କରାଯାଇଥିଲା। ରିପୋର୍ଟ ଅନୁସାରେ, ଭାରତରୁ…

ବିବାହ ଉତ୍ସବରେ ୬ଶହ ଅତିଥି ନେତ୍ରଦାନର ଶପଥ ନେଲେ

ଭିଲାଇ,୨୦।୪: ଅଙ୍ଗ ଦାନ ମହାପୂଣ୍ୟ। ତେବେ ଏନେଇ ଲୋକଙ୍କ ମଧ୍ୟରେ ସଚେତନତାର ଅଭାବ ରହିଛି। ଏହି ମର୍ମରେ ଛତିଶଗଡ଼ ଭିଲାଇରେ ଏକ ବିବାହ ଉତ୍ସବରେ ଯୋଗଦେଇଥିବା ୬…

ଶୁଟିଂ ସେଟ୍‌ରେ ବିକି କୌଶଲ ଆହତ: ମୁହଁରେ ପଡ଼ିଛି ୧୩ ଷ୍ଟିଚ୍‌

ମୁମ୍ବାଇ,୨୦।୪: ସଞ୍ଜୁ ଓ ଉରି: ଦ ସର୍ଜିକାଲ ଷ୍ଟ୍ରାଇକ୍‌ ଭଳି ବକ୍ସ ଅଫିସରେ ଭଲ ବ୍ୟବସାୟ କରିଥିବା ଅଭିନେତା ବିକି କୌଶଲ ଏବେ ସଫଳତାର ପାହାଚ ଚଢ଼ିବାରେ…

କଂଗ୍ରେସ ସହ ମେଣ୍ଟ କରିବନି ଏଏପି

ନୂଆଦିଲ୍ଲୀ,୨୦।୪: ଦିଲ୍ଲୀରେ କଂଗ୍ରେସ ସହ ଆମ ଆଦମୀ ପାର୍ଟି(ଏଏପି)ର ମେଣ୍ଟ ସମ୍ଭବ ନୁହେଁ ବୋଲି ଶନିବାର ଏଏପି ସୂଚନା ଦେଇଛି। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଶ ସିସୋଡିଆ କହିଛନ୍ତି,…

ସାଧାରଣ ଜାଳେଣି ବ୍ୟବହାର ବନ୍ଦ ହେଲେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିବ: ଆଇଆଇଟି ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୨୦।୪: ଭାରତରେ ରୋଷେଇ ପାଇଁ ବ୍ୟବହୃତ ହେଉଥିବା ସାଧାରଣ ଜାଳେଣି ବନ୍ଦ କରାଗଲେ ବର୍ଷରେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିପାରିବ। ଜାଳେଣି କାଠ, କୋଇଲା,…

ଯୌନ ଶୋଷଣ ଅଭିଯୋଗକୁ ଖଣ୍ଡନ କଲେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୨୦।୪: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନାଁରେ ଜଣେ ମହିଳା ଆଣିଥିବା ଯୌନ ଉତ୍ପୀଡନ ମାମଲକୁ ସେ ନିଜେ ଖାରଜ କରି ଦେଇଛନ୍ତି। ୩ଜଣ ବିଚାରପତିଙ୍କୁ…

ଜମ୍‌ଶେଦ୍‌ପୁର ଲୋକ ସଭା ଆସନ: ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦ ମାଓବାଦୀ ଗଡ଼ରେ

ଜମ୍‌ଶେଦ୍‌ପୁର,୨୦।୪: ଝାଡ଼ଖଣ୍ଡ ଜମ୍‌ଶେଦ୍‌ପୁର ଲୋକ ସଭା ଆସନରେ ୬ଷ୍ଠ ପର୍ଯ୍ୟାୟରେ ମେ ୧୨ରେ ମତଦାନ କରାଯିବ। ଏଠାରେ ଥିବା ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦ ମାଓବାଦୀଙ୍କ…

ନିର୍ବାଚନ ଜିତିବା ପାଇଁ ଏକ ମାସ ଭିତରେ ଦେଶର ୭୫ ନେତା ଏହି ମନ୍ଦିରରେ କରିସାରିଲେଣି ପୂଜାର୍ଚ୍ଚନା

ସିମ୍‌ଲା,୨୦।୪: ନିର୍ବାଚନ ପାଖେଇ ଆସିଲେ ଦେବାଳୟମାନଙ୍କରେ ରାଜନେତା ମାନଙ୍କର ଭିଡ଼ ଜମିଥାଏ। ଦେବଦେବୀଙ୍କ ଆଶୀର୍ବାଦ ଲାଭ କଲେ ସହଜରେ ନିର୍ବାଚନ ବୈତରଣୀ ଅବିଳମ୍ବେ ପାରି ହୋଇଯିବେ ବୋଲି…

ପୁଣି ଜୀବିତ ହୋଇ ପାରିବ ଡେଡ୍‌ ବ୍ରେନ୍‌ କୋଷିକା

ଓ୍ବାଶିଂଟନ,୨୦।୪: ଚିକିତ୍ସା ବିଜ୍ଞାନମାନେ ଏକ ନୂତନ ଜ୍ଞାନକୌଶଳ ବିକଶିତ କରିଛନ୍ତି। ଏହାଦ୍ୱାରା ଡେଡ୍‌ ବ୍ରେନ୍‌ କୋଷିକାକୁ ପୁଣି ଜୀବିତ କରାଯାଇପାରିବ। ଗବେଷକମାନେ ୪ ଘଣ୍ଟା ତଳେ ମୃତ୍ୟୁ…