ନୂଆଦିଲ୍ଲୀ,୨୦।୪: ମଣିଷର ଲୋଭ କେବେ ମରେନା। ବେଳେବେଳେ ଲୋଭ ଯୋଗୁ କେତେକ ଏଭଳି କାଣ୍ଡ କରିବସନ୍ତି ଯାହା ମଣିଷ ପଣିଆ ଉପରେ ସୃଷ୍ଟିକରେ ପ୍ରଶ୍ନ ଚିହ୍ନ। ଏପରି…
କୋଲକତା, ୨୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗରେ ଏକ ନିର୍ବାଚନୀ ସଭାରେ ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍ କରିଛନ୍ତି। ଦିଦିଙ୍କ ମନରେ…
ନୂଆଦିଲ୍ଲୀ,୨୦।୪: ଭାରତରେ ଟିକ୍ ଟକ୍ ଆପ୍କୁ ବ୍ୟାନ୍ କରାଯିବା ପରେ ଏହାକୁ ପ୍ରସ୍ତୁତ କରିଥିବା କମ୍ପାନୀ ବାଇଟ୍ ଡ୍ୟାନ୍ସ୍ ଟେକ୍ନୋଲୋଜି ସୋସିଆଲ ମିଡ଼ିଆ ପ୍ଲାଟଫର୍ମରୁ ଏହାକୁ ହଟାଇ…
ନୂଆଦିଲ୍ଲୀ,୨୦।୪: ଆର୍ଥିକ ମାନ୍ଦାବସ୍ଥା କାରଣରୁ ବନ୍ଦ ହୋଇଯାଇଛି ଜେଟ୍ ଏୟାରଓ୍ବେଜ୍। ଫଳରେ ହଜାର ହଜାର କର୍ମଚାରୀ ରୋଜଗାର ହରାଇଛନ୍ତି। ଏତିକିବେଳେ କିନ୍ତୁ ସହାୟତାର ହାତ ବଢାଇଛି ସ୍ପାଇସ୍ଜେଟ୍।…
ଆବୁ ଧାବି,୨୦।୪: ୟୁଏଇର ଆବୁ ଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଶିଳାନ୍ୟାସ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଉକ୍ତ କାର୍ଯ୍ୟକ୍ରମରେ ସ୍ବାମୀନାରାୟଣ ସଂସ୍ଥାର ମହନ୍ତ ସ୍ବାମୀ ମହାରାଜ…
ଓ୍ବାଶିଂଟନ,୨୦।୪: ମଧ୍ୟପ୍ରଦେଶର ଭୋପାଳରେ ଘଟିଥିବା ୟୁନିୟନ୍ କାର୍ବାଇଡ୍ ପ୍ଲାଣ୍ଟ୍ରୁ ଲିକ୍ ହୋଇଥିବା ମିଥାଇଲ୍ ଆଇସୋସିଆନେଟ୍ ଗ୍ୟାସ୍ ବିଂଶ ଶତାବ୍ଦୀର ଏକ ପ୍ରମୁଖ ଦୁଃଖଦ ଘଟଣା ବୋଲି ଜାତିସଂଘ…
ତ୍ରିପୋଲି,୨୦।୪: ଲିବିୟାରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହେବା ପୂର୍ବରୁ ଦେଶ ଛାଡିବାକୁ ପ୍ରାୟ ୫ଶହ ଭାରତୀୟଙ୍କୁ କହିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଲିବିୟାରେ ବର୍ତ୍ତମାନ…
ମୁମ୍ବାଇ,୨୦।୪: ନିଜ ବୟାନକୁ ନେଇ ସବୁବେଳେ ବିବାଦରେ ରହୁଥିବା ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ଏବେ ପୁଣି ଥରେ ବିବାଦରେ ଫଶିଯାଇଛନ୍ତି। ଚଳିତ ଥର କୌଣସି…
ନୂଆଦିଲ୍ଲୀ,୨୦।୪: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା…
ଶ୍ରୀନଗର, ୨୦।୪: ଜମ୍ମୁ-କଶ୍ମୀର ସୋପୋରରେ ଶନିବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁ ବୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ବାଟରଗାମ୍ରେ ସୁରକ୍ଷାକର୍ମୀଙ୍କ…