ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରନ୍ତି ଅଭିନନ୍ଦନ

ନୂଆଦିଲ୍ଲୀ,୨୦।୪: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା…

ସୋପୋରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୨୦।୪: ଜମ୍ମୁ-କଶ୍ମୀର ସୋପୋରରେ ଶନିବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁ ବୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ବାଟରଗାମ୍‌ରେ ସୁରକ୍ଷାକର୍ମୀଙ୍କ…

କଂଗ୍ରେସକୁ ହାଇକୋର୍ଟଙ୍କ ନୋଟିସ: କହିଲେ ମତଦାତାଙ୍କୁ ଦିଆଯାଉନିି କି ଲାଞ୍ଚ!

ଆହ୍ଲାବାଦ,୨୦।୪: ଲୋକ ସଭା ନିର୍ବାଚନରେ କଂଗ୍ରେସର ଘୋଷଣା ପତ୍ରରେ ଗରୀବଙ୍କୁ ବର୍ଷକୁ ୭୨ହଜାର ଟଙ୍କା ଦେବାନେଇ ଘୋଷଣା ଉପରେ ନୋଟିସ୍‌ ଜାରି କରାଯାଇଛି। ଆହ୍ଲାବାଦ ହାଇକୋର୍ଟ କଂଗ୍ରେସକୁ…

ଭାଜପା ମୋତେ ମାରି ଦେବାକୁ ଚାହୁଁଛି: ହାର୍ଦ୍ଦିକ

ରାଜକୋଟ,୨୦।୪: କଂଗ୍ରେସ ନେତା ହାର୍ଦ୍ଦିକ ପଟେଲ ଭାଜପା ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି କି ଭାଜପା ଚେଷ୍ଟା କରୁଛି ତାଙ୍କୁ ଆକ୍ରମଣ କରି ମାରି ଦେବାକୁ।…

କେଜରିଓ୍ବାଲଙ୍କୁ ଲାଗିପାରେ ଝଟ୍‌କା: ଏଏପି ଛାଡିପାରନ୍ତି ଅଳକା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନ ୨୦୧୯କୁ ନେଇ ପ୍ରଚାର ଯୋର ଧରିଥିବା ବେଳେ ରାଜନୈତିକ ଅଙ୍କକଷା କିନ୍ତୁ ଛିଡୁନି। ହରିୟାଣା, ପଞ୍ଜାବ ଓ ଦିଲ୍ଲୀ ପାଇଁ ପ୍ରାର୍ଥୀ…

ପୂର୍ବା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ

କାନପୁର,୨୦।୪: ଉତ୍ତର ପ୍ରଦେଶର କାନପୁରଠାରେ ହାଓ୍ବଡା-ନୂଆଦିଲ୍ଲୀ ପୂର୍ବା ଏକ୍ସପ୍ରେସର ୧୨ଟି କୋଚ୍‌ ଶନିବାର ସକାଳେ ଲାଇନ୍‌ଚ୍ୟୁତ ହୋଇଥିବା ସୂଚନା ମିଳିଛି। ଏଥିରେ କେବଳ ୩ ଜଣ ଆହତ…

କୋଲକାତା ଚାଲିଯିବ ଟାଟା ସ୍ପଞ୍ଜ କର୍ପୋରେଟ ଅଫିସ;ସିଙ୍ଗୁର ବିବାଦ ପରେ ଟାଟା ଗ୍ରୁପ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

କୋଲକାତା/କେନ୍ଦୁଝର(ସ୍ବ.ପ୍ର),୨୦-୪: ଟାଟା ଷ୍ଟିଲ୍‌ର ଏକ ସହଯୋଗୀ କମ୍ପାନୀ ଟାଟା ସ୍ପଞ୍ଜ ଆଇରନ ଲିମିଟେଡ ଏହାର କର୍ପୋରେଟ ଅଫିସ୍‌କୁ କୋଲକାତାକୁ ସ୍ଥାନାନ୍ତର ଲାଗି ନିଷ୍ପତ୍ତି ନେଇଛି। ସିଙ୍ଗୁର ବିବାଦ…

ଏସ୍‌ବିଆଇ ବିରୋଧରେ ଅଭିଯୋଗ ଆଣିଲେ ମାଲ୍ୟା

ଲଣ୍ଡନ,୨୦-୪: ପଳାତକ ଘୋଷିତ ବିଜୟ ମାଲ୍ୟା ରାଷ୍ଟ୍ରାୟତ୍ତ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ବିରୋଧରେ ଅଭିଯୋଗ ଆଣିଛନ୍ତି। ସୋସିଆଲ ମିଡିଆରେ ଏସ୍‌ବିଆଇକୁ ଟାର୍ଗେଟ କରି ମାଲ୍ୟା…

ମୋଦିଙ୍କୁ ବ୍ୟାଙ୍କ ସଂଘର ଚିଠି;ଜେଟକୁ ଅଧିଗ୍ରହଣ କରନ୍ତୁ ସରକାର

ମୁମ୍ବାଇ,୨୦-୪: ଜେଟ୍‌ ଏୟାରଓ୍ବେଜ ବନ୍ଦ ହୋଇଯିବା ପରେ ଶୁକ୍ରବାର ବ୍ୟାଙ୍କ ସଂଘଗୁଡ଼ିକ ଏ ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଜେଟ୍‌ର ୨୨ ହଜାର କର୍ମଚାରୀଙ୍କ…

କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି ୧୧ ଗାଁର ଗ୍ରାମବାସୀ

ମାଲକାନଗିରି,୨୦।୪ (ଡି.ଏନ୍‌.ଏ.)- ମାଲକାନଗିରି ଜିଲାରେ ଗତ ୪ ଦିନ ହେଲା ବନ ବିଭାଗ (କେନ୍ଦୁପତ୍ର) ଏବଂ କେତେକ ଘରୋଇ ସଂସ୍ଥା ଜିଲାର ବିଭିନ୍ନ ଫଡିରେ କେନ୍ଦୁପତ୍ର ତୋଳାଳିଙ୍କଠାରୁ…