ନୂଆଦିଲ୍ଲୀ,୨୦।୪: ଆର୍ଥିକ ମାନ୍ଦାବସ୍ଥା କାରଣରୁ ବନ୍ଦ ହୋଇଯାଇଛି ଜେଟ୍ ଏୟାରଓ୍ବେଜ୍। ଫଳରେ ହଜାର ହଜାର କର୍ମଚାରୀ ରୋଜଗାର ହରାଇଛନ୍ତି। ଏତିକିବେଳେ କିନ୍ତୁ ସହାୟତାର ହାତ ବଢାଇଛି ସ୍ପାଇସ୍ଜେଟ୍।…
ଆବୁ ଧାବି,୨୦।୪: ୟୁଏଇର ଆବୁ ଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଶିଳାନ୍ୟାସ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଉକ୍ତ କାର୍ଯ୍ୟକ୍ରମରେ ସ୍ବାମୀନାରାୟଣ ସଂସ୍ଥାର ମହନ୍ତ ସ୍ବାମୀ ମହାରାଜ…
ଓ୍ବାଶିଂଟନ,୨୦।୪: ମଧ୍ୟପ୍ରଦେଶର ଭୋପାଳରେ ଘଟିଥିବା ୟୁନିୟନ୍ କାର୍ବାଇଡ୍ ପ୍ଲାଣ୍ଟ୍ରୁ ଲିକ୍ ହୋଇଥିବା ମିଥାଇଲ୍ ଆଇସୋସିଆନେଟ୍ ଗ୍ୟାସ୍ ବିଂଶ ଶତାବ୍ଦୀର ଏକ ପ୍ରମୁଖ ଦୁଃଖଦ ଘଟଣା ବୋଲି ଜାତିସଂଘ…
ତ୍ରିପୋଲି,୨୦।୪: ଲିବିୟାରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହେବା ପୂର୍ବରୁ ଦେଶ ଛାଡିବାକୁ ପ୍ରାୟ ୫ଶହ ଭାରତୀୟଙ୍କୁ କହିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଲିବିୟାରେ ବର୍ତ୍ତମାନ…
ମୁମ୍ବାଇ,୨୦।୪: ନିଜ ବୟାନକୁ ନେଇ ସବୁବେଳେ ବିବାଦରେ ରହୁଥିବା ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ଏବେ ପୁଣି ଥରେ ବିବାଦରେ ଫଶିଯାଇଛନ୍ତି। ଚଳିତ ଥର କୌଣସି…
ନୂଆଦିଲ୍ଲୀ,୨୦।୪: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା…
ଶ୍ରୀନଗର, ୨୦।୪: ଜମ୍ମୁ-କଶ୍ମୀର ସୋପୋରରେ ଶନିବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁ ବୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ବାଟରଗାମ୍ରେ ସୁରକ୍ଷାକର୍ମୀଙ୍କ…
ଆହ୍ଲାବାଦ,୨୦।୪: ଲୋକ ସଭା ନିର୍ବାଚନରେ କଂଗ୍ରେସର ଘୋଷଣା ପତ୍ରରେ ଗରୀବଙ୍କୁ ବର୍ଷକୁ ୭୨ହଜାର ଟଙ୍କା ଦେବାନେଇ ଘୋଷଣା ଉପରେ ନୋଟିସ୍ ଜାରି କରାଯାଇଛି। ଆହ୍ଲାବାଦ ହାଇକୋର୍ଟ କଂଗ୍ରେସକୁ…
ରାଜକୋଟ,୨୦।୪: କଂଗ୍ରେସ ନେତା ହାର୍ଦ୍ଦିକ ପଟେଲ ଭାଜପା ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି କି ଭାଜପା ଚେଷ୍ଟା କରୁଛି ତାଙ୍କୁ ଆକ୍ରମଣ କରି ମାରି ଦେବାକୁ।…
ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନ ୨୦୧୯କୁ ନେଇ ପ୍ରଚାର ଯୋର ଧରିଥିବା ବେଳେ ରାଜନୈତିକ ଅଙ୍କକଷା କିନ୍ତୁ ଛିଡୁନି। ହରିୟାଣା, ପଞ୍ଜାବ ଓ ଦିଲ୍ଲୀ ପାଇଁ ପ୍ରାର୍ଥୀ…