ନାସାରେ ବାଲେଶ୍ୱର ଛାତ୍ରୀଙ୍କ କୃତିତ୍ୱ

ବାଲେଶ୍ୱର ଅଫିସ, ୧୯।୪-ବାଲେଶ୍ୱର ସେଣ୍ଟ ଭିନ୍‌ସେଣ୍ଟ କନ୍‌୍‌ଭେଣ୍ଟ ସିନିୟର ସେକେଣ୍ଡାରୀ ସ୍କୁଲର ୧୩ଜଣ ଛାତ୍ରୀଛାତ୍ର ୟୁଏସ୍‌ଏ ଓରଲାଣ୍ଡସ୍ଥିତ ନ୍ୟାଶନାଲ ଏରୋନେଟିକ୍‌ ଆଣ୍ଡ ସ୍ପେଶ୍‌ ଆଡ଼ମିନିଷ୍ଟ୍ରେଶନ (ନାସା) ସେଣ୍ଟରରେ…

ନେସ୍କୋ କାର୍ଯ୍ୟାଳୟରେ ବିଦ୍ୟୁତ୍‌ କର୍ମଚାରୀଙ୍କ ଧାରଣା

ଭୋଗରାଇ, ୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଦେହୁର୍ଦ୍ଦାସ୍ଥିତ ନେସ୍କୋ ବିଭାଗ କାର୍ଯ୍ୟାଳୟରେ ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଦ୍ୱାରା ଗୁରୁବାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇ ଧାରଣା…

କ୍ଷମତାକୁ ଆସିଲେ ଭାଜପା ନିଯୁକ୍ତି ସୁଯୋଗ ବଢାଇବ

ଆନନ୍ଦପୁର,୧୯।୪(ସ୍ବ.ପ୍ର.)- କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଏବଂ…

ଭଦ୍ରକରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର: ନିର୍ବାଚନ ପ୍ରସ୍ତୁତି ତଦାରଖ କଲେ

ଭଦ୍ରକ ଅଫିସ, ୧୯।୪ - କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ କୁମାର ସାମଲ ଗୁରୁବାର ଦିନିକିଆ ଭଦ୍ରକ ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି।…

ଭୂତକୋଠି ପାଲଟିଛି ଜଳସେଚନ ବିଶ୍ରାମାଗାର

ଆରଡ଼ି, ୧୯।୪ (ଡି.ଏନ.ଏ.) - ଭଦ୍ରକ ଜିଲା ଆରଡ଼ି ସନ୍ନିକଟ କୁଳେଇପଦା ପଡ଼ିଆରେ ନିର୍ମିତ ଜଳସେଚନ ବିଶ୍ରାମାଗାର ଏବେ ଭୂତକୋଠି ପାଲଟିଛି। ବର୍ଷତମାମ ଗୃହରେ ତାଲା ଝୁଲୁଥିବା…

ଭାଗବତ ସପ୍ତାହ ପାରାୟଣ: ଶିଶୁଙ୍କ ଦ୍ୱାରା ନୃତ୍ୟ ନାଟିକା ଋକ୍ମିଣୀ ବିବାହ ମଞ୍ଚସ୍ଥ

ହେମଗିର, ୧୯।୪ (ଡି.ଏନ.ଏ)-ଆଧ୍ୟାତ୍ମିକତା ତଥା ଭଗବତ ପ୍ରେମକୁ ପ୍ରତ୍ୟେକ ମାନବ ଜୀବନରେ ପରିସ୍ଫଟ କରିବା ପାଇଁ ହେମଗିର ବ୍ଲକର ଲୁଆବାହାଲଠାରେ ପ୍ରତ୍ୟେକ ବର୍ଷପରି ଏବର୍ଷ ମଧ୍ୟ ଭାଗବତ…

ଜୀବନର ଶେଷ ଭୋଟ ଦେଲେ ବୃଦ୍ଧା: ଭୋଟ ଦେଇସାରି ମତଦାନ କେନ୍ଦ୍ରରେ ଟଳି ପଡ଼ିଲେ

ସବ୍‌ଡେଗା, ୧୯।୪ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବ୍ଲକର କିରାଲଗା କସ୍ତୁରବା ବାଳିକା ବିଦ୍ୟାଳୟ ଭୋଟଗ୍ରହଣ କେନ୍ଦ୍ରର ବୁଥ ନଂ. ୧୬୫ରେ ଜୀବନର ଶେଷ ଭୋଟ ଦେଇଛନ୍ତି…

ମୁମ୍ବାଇ ୪୦ ରନରେ ବିଜୟୀ

ନୂଆଦିଲ୍ଲୀ,୧୯।୪(ପି.ଟି)- ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୪ତମ ମ୍ୟାଚ୍‌ରେ ଘରୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ୪୦ ରନରେ ପରାସ୍ତ କରିଛି।…

ଜୋକୋଭିଚ୍‌, ନାଡାଲ କ୍ୱାର୍ଟରରେ

ମଣ୍ଟେ କାର୍ଲୋ, ୧୯ା୪ (ଏଏଫ୍‌ପି)- ଟପ୍‌ ସିଡ୍‌ ନୋଭାକ ଜୋକୋଭିଚ୍‌ ଏବଂ ୧୧ଥର ଚାମ୍ପିୟନ ରାଫାଲ ନାଡାଲ ଏଠାରେ ଚାଲିଥିବା ମଣ୍ଟେ କାର୍ଲୋ ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟର…

ଅଲ ଇଣ୍ଡିଆ ଓପନ ଚେସ୍‌: ଶୀର୍ଷରେ ରାକେଶ

କଟକ ଅଫିସ,୧୯ା୪- ଟ୍ରିପଲ ସି’ ଚେସ୍‌ କ୍ଲବ ଆନୁକୂଲ୍ୟରେ ଜବାହାରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୪ର୍ଥ ଅଲ ଇଣ୍ଡିଆ ଓପନ ଚେସ୍‌ ଚାମ୍ପିୟନଶିପରେ ଗୁରୁବାର ସୁଦ୍ଧା…