ଖଣ୍ଡପଡ଼ାରେ ଭୋଟରମାନଙ୍କ ମଧ୍ୟରେ ଆଗ୍ରହ ନାହିଁ: କଂଗ୍ରେସ ପ୍ରାର୍ଥୀଙ୍କ ମାରାଥନ ପ୍ରଚାର

ଖଣ୍ଡପଡ଼ା,୧୯ା୪(ସ୍ବ.ପ୍ର.)-ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ବିଭିନ୍ନ ଦଳୀୟ ପ୍ରାର୍ଥୀ ଚୟନକୁ ନେଇ ସାଧାରଣ ଭୋଟରମାନଙ୍କ ମଧ୍ୟରେ ଆଗ୍ରହ ନ ଥିବା ପରିଲକ୍ଷିତ ହୋଇଛି| ତେବେ ବିଜେଡି ଦଳୀୟ ବିଧାୟକ ପ୍ରାର୍ଥୀ…

ପୋଲିସ ଗାଡ଼ି, ବାଇକ୍‌ ଦୁର୍ଘଟଣା: ୧୯ ଘଣ୍ଟାଧରି ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ରଣପୁର,୧୯ା୪(ସ୍ବ.ପ୍ର.)-ନୟାଗଡ଼ ଜିଲା ଚାନ୍ଦପୁର ଥାନା କେରେଣ୍ଡାଟାଙ୍ଗୀ ପଞ୍ଚାୟତସ୍ଥ ରାଇପଡା ଛକରେ ବୁଧବାର ସନ୍ଧ୍ୟାରେ ଏକ ପୋଲିସ ବୋଲେରୋ ଗାଡି ଧକ୍କାରେ ସେହି ଗ୍ରାମର ବାଇକ୍‌ ଆରୋହୀ ସୁନୀଲ…

ବେଆଇନ ପିସ୍ତଲ ସହ ୮ ଜୀବନ୍ତ ଗୁଳି ଜବତ, ଅଭିଯୁକ୍ତ ଗିରଫ

ବଡବିଲ, ୧୯।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଉପରବସ୍ତିରୁ ଜଣେ ଯୁବକଙ୍କ ନିକଟରୁ ଏକ ବିଦେଶୀ ପିସ୍ତଲ ସହ ୮ଟି ଜୀବନ୍ତ ଗୁଳି ଜବତ ହୋଇଥିବାବେଳେ ସମ୍ପୃକ୍ତ…

ନାସାରେ ବାଲେଶ୍ୱର ଛାତ୍ରୀଙ୍କ କୃତିତ୍ୱ

ବାଲେଶ୍ୱର ଅଫିସ, ୧୯।୪-ବାଲେଶ୍ୱର ସେଣ୍ଟ ଭିନ୍‌ସେଣ୍ଟ କନ୍‌୍‌ଭେଣ୍ଟ ସିନିୟର ସେକେଣ୍ଡାରୀ ସ୍କୁଲର ୧୩ଜଣ ଛାତ୍ରୀଛାତ୍ର ୟୁଏସ୍‌ଏ ଓରଲାଣ୍ଡସ୍ଥିତ ନ୍ୟାଶନାଲ ଏରୋନେଟିକ୍‌ ଆଣ୍ଡ ସ୍ପେଶ୍‌ ଆଡ଼ମିନିଷ୍ଟ୍ରେଶନ (ନାସା) ସେଣ୍ଟରରେ…

ନେସ୍କୋ କାର୍ଯ୍ୟାଳୟରେ ବିଦ୍ୟୁତ୍‌ କର୍ମଚାରୀଙ୍କ ଧାରଣା

ଭୋଗରାଇ, ୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଦେହୁର୍ଦ୍ଦାସ୍ଥିତ ନେସ୍କୋ ବିଭାଗ କାର୍ଯ୍ୟାଳୟରେ ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଦ୍ୱାରା ଗୁରୁବାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇ ଧାରଣା…

କ୍ଷମତାକୁ ଆସିଲେ ଭାଜପା ନିଯୁକ୍ତି ସୁଯୋଗ ବଢାଇବ

ଆନନ୍ଦପୁର,୧୯।୪(ସ୍ବ.ପ୍ର.)- କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଏବଂ…

ଭଦ୍ରକରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର: ନିର୍ବାଚନ ପ୍ରସ୍ତୁତି ତଦାରଖ କଲେ

ଭଦ୍ରକ ଅଫିସ, ୧୯।୪ - କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ କୁମାର ସାମଲ ଗୁରୁବାର ଦିନିକିଆ ଭଦ୍ରକ ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି।…

ଭୂତକୋଠି ପାଲଟିଛି ଜଳସେଚନ ବିଶ୍ରାମାଗାର

ଆରଡ଼ି, ୧୯।୪ (ଡି.ଏନ.ଏ.) - ଭଦ୍ରକ ଜିଲା ଆରଡ଼ି ସନ୍ନିକଟ କୁଳେଇପଦା ପଡ଼ିଆରେ ନିର୍ମିତ ଜଳସେଚନ ବିଶ୍ରାମାଗାର ଏବେ ଭୂତକୋଠି ପାଲଟିଛି। ବର୍ଷତମାମ ଗୃହରେ ତାଲା ଝୁଲୁଥିବା…

ଭାଗବତ ସପ୍ତାହ ପାରାୟଣ: ଶିଶୁଙ୍କ ଦ୍ୱାରା ନୃତ୍ୟ ନାଟିକା ଋକ୍ମିଣୀ ବିବାହ ମଞ୍ଚସ୍ଥ

ହେମଗିର, ୧୯।୪ (ଡି.ଏନ.ଏ)-ଆଧ୍ୟାତ୍ମିକତା ତଥା ଭଗବତ ପ୍ରେମକୁ ପ୍ରତ୍ୟେକ ମାନବ ଜୀବନରେ ପରିସ୍ଫଟ କରିବା ପାଇଁ ହେମଗିର ବ୍ଲକର ଲୁଆବାହାଲଠାରେ ପ୍ରତ୍ୟେକ ବର୍ଷପରି ଏବର୍ଷ ମଧ୍ୟ ଭାଗବତ…

ଜୀବନର ଶେଷ ଭୋଟ ଦେଲେ ବୃଦ୍ଧା: ଭୋଟ ଦେଇସାରି ମତଦାନ କେନ୍ଦ୍ରରେ ଟଳି ପଡ଼ିଲେ

ସବ୍‌ଡେଗା, ୧୯।୪ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବ୍ଲକର କିରାଲଗା କସ୍ତୁରବା ବାଳିକା ବିଦ୍ୟାଳୟ ଭୋଟଗ୍ରହଣ କେନ୍ଦ୍ରର ବୁଥ ନଂ. ୧୬୫ରେ ଜୀବନର ଶେଷ ଭୋଟ ଦେଇଛନ୍ତି…