ହିଞ୍ଜିଳି, ୧୮।୪: ହିଞ୍ଜିଳି ବିଧାନସଭା ହିଞ୍ଜିଳିକାଟୁ ବ୍ଲକ କଂଟେଇକୋଳି ଗଁ।ର ପ୍ରାଇମେରୀ ସ୍କୁଲର ୧୯୬ ବୁଥ୍ରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଭୋଟଦାନରେ ବ୍ୟାହତ ହୋଇଛି।…
ବ୍ୟାୟାମ ସ୍ବାସ୍ଥ୍ୟ ପକ୍ଷେ ହିତକର। ଛୋଟ ପିଲା ପ୍ରତିଦିନ ବ୍ୟାୟାମ କଲେ ସେମାଦଙ୍କର ସ୍ମରଣ ଶକ୍ତି ବୃଦ୍ଧି ପାଇଥାଏ। ବ୍ୟାୟାମ ସିଧାସଳଖ ପ୍ରଭାବ ମସ୍ତିଷ୍କର ହାଇପୋଥାଲାମସ୍ ଉପରେ…
ଭଞ୍ଜନଗର,୧୮।୪(ଡି.ଏନ.ଏ): ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ମତଦାନ ଚାଲିବ। ଭୋଟରମାନେ ବହୁ ଉତ୍ସାହର…
ଶ୍ରୀନଗର,୧୮।୪: ଜମ୍ମୁ-କଶ୍ମୀର ଉଧାମପୁର ଲୋକ ସଭା ଆସନ ପାଇଁ ମତଦାନ ଗୁରୁବାର ସକାଳୁ ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଏଠାରେ ମୋବାଇଲ୍ ଇଣ୍ଟରନେଟ୍ ସେବାକୁ ବନ୍ଦ କରି…
ଭଞ୍ଜନଗର,୧୮।୪(ଡି.ଏନ.ଏ): ଭଞ୍ଜନଗର ଥାନା ଅନ୍ତର୍ଗତ ଅଗଝୋଳରେ ବୁଧବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଉକ୍ତ ଗଁ।ର ସଦାଶିବ ପ୍ରଧାନଙ୍କ (୨୪) ମୃତ୍ୟୁ ହୋଇଛି।…
ନୂଆଦିଲ୍ଲୀ,୧୮-୪: ଗୁଗଲ ଏବଂ ଆପଲ ନିଜର ଆପ୍ ଷ୍ଟୋରରୁ ଟିକଟକ ଆପ୍କୁ ହଟାଇ ଦେଇଛି। ମାଡ୍ରାସ ହାଇକୋଟର୍ର୍ ଭାରତରେ ଏହି ଆପ୍କୁ ବ୍ୟାନ କରିବା ପରେ ଏଥିରେ…
ନୂଆଦିଲ୍ଲୀ,୧୮-୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୬ ନଭେମ୍ବର ୮ରେ ବିମୁଦ୍ରୀକରଣ ଘୋଷଣା କଲେ। ଏହାଦ୍ୱାରା ଆତଙ୍କବାଦ, ଦୁର୍ନୀତି ଓ କଳାଧନ ଦେଶରୁ ଲୋପ ପାଇବ ବୋଲି ଦାବି…
ଭୁବନେଶ୍ୱର,୧୮-୪:ସମ୍ବଲପୁର-ନାନ୍ଦେଡ-ସମ୍ବଲପୁର ଏବଂ ବିଶାଖାପାଟଣା-ନାନ୍ଦେଡ-ବିଶାଖାପାଟଣା ତ୍ରିସାପ୍ତାହିକ ଏକ୍ସପ୍ରେସ ଚଳିତ ମାସ ୪ର୍ଥ ସପ୍ତାହଠାରୁ ପରିବର୍ତ୍ତିତ ମାର୍ଗ ଦେଇ ଯିବ। ଏହା ବିଜୟଓ୍ବାଡା ପରିବର୍ତ୍ତେ ଗୁଣ୍ଡାଲା-ରାୟନାପଡୁ ମାର୍ଗ ଦେଇ ଚଳାଚଳ…
ଖଣ୍ଡପଡ଼ା,୧୮ା୪(ସ୍ବ.ପ୍ର.): ସମ୍ପ୍ରତି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିିଛି। ଏଥିଯୋଗୁ ମହାନଦୀର ଜଳ ତାତିଯାଉଛି । ଅସହ୍ୟ ଖରା ଯୋଗୁ କିଛିଦିନ ହେଲା ସକାଳ…
ନୂଆଦିଲ୍ଲୀ,୧୮-୪: ଋଣରେ ବୁଡ଼ି ଯାଇଥିବା ଜେଟ୍ ଏୟାରଓ୍ବେଜରେ ଦୀର୍ଘ ୨୫ ବର୍ଷ ପରେ ତାଲା ଝୁଲିଲା। ପରିଚାଳନ ବ୍ୟବସ୍ଥାକୁ ଜିଇଁ ରଖିବା ଲାଗି କମ୍ପାନୀ ମ୍ୟାନେଜମେଣ୍ଟ ବ୍ୟାଙ୍କଗୁଡ଼ିକ(ଋଣପ୍ରଦାନକାରୀ)ଠାରୁ…