୧୮ରେ ୨ ବୁଥ୍‌ରେ ସାନି ମତଦାନ: ମାଲକାନଗିରି ଏମ୍‌.ପି.ଭି. ୬୫ର ୨୫୪ନଂ ବୁଥ୍‌ ଓ ବ୍ରହ୍ମପୁର ସିଟି ହାଇସ୍କୁଲ ୬୩ନଂ ବୁଥ୍‌ବ୍ରହ୍ମପୁର ସିଟି ହାଇସ୍କୁଲ ୬୩ନଂ ବୁଥ୍‌

ମାଲକାନଗିରି,(ସ୍ବ.ପ୍ର.)/ବ୍ରହ୍ମପୁର ଅଫିସ, ୧୬ା୪: ମାଲକାନଗିରି ଜିଲାର ମାଲକାନଗିରି ନିର୍ବାଚନ ମଣ୍ଡଳୀର ୨୫୪ନଂ ବୁଥରେ ସାନି ମତଦାନ ପାଇଁ କେନ୍ଦ୍ର ନିର୍ବାଚନ ଆୟୋଗ ଆସନ୍ତା ୧୮ ତାରିଖକୁ ଧାର୍ଯ୍ୟ…

କଂଗ୍ରେସ କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

ହାଟଡିହୀ,୧୭।୪(ଡି.ଏନ.ଏ.): ଆନନ୍ଦପୁର ନିର୍ବାଚନମଣ୍ଡଳୀ ହାଟଡିହୀ ବ୍ଲକ ୩୭ ନଂ ଜୋନ୍‌ର ସଡ଼ଙ୍ଗଠାରେ କଂଗ୍ରେସ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀ କଂଗ୍ରେସର…

ପାହାଡ଼ ଉପରେ ବିତୁଛି ଜୀବନ

ଝୁମ୍ପୁରା, ୧୭।୪(ଡି.ଏନ୍‌.ଏ.): କେନ୍ଦୁଝର ସଦର ନିର୍ବାଚନମଣ୍ଡଳୀ ତଥା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ନିଶ୍ଚିନ୍ତପୁର ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ପାହାଡ଼ ଉପରେ ଥିବା ୩ ଗାଁ କନକନା, ହରିଡ଼ାଯୋଡ଼ି,…

ବିଦ୍ୟୁତ୍‌ ଷ୍ଟ୍ରକ୍ଚର କାର୍ଯ୍ୟକ୍ଷମ ହେବାରେ ବିଳମ୍ବ

ଚାନ୍ଦବାଲି,୧୭।୪(ଡି.ଏନ୍‌.ଏ.)-ଭଦ୍ରକ ନେସ୍କୋ ବିଦ୍ୟୁତ୍‌ ଡିଭିଜନ, ତିହିଡ଼ି ସବ୍‌ଡିଭିଜନ ଓ ଚାନ୍ଦବାଲି ସେକ୍ସନ ଅଧୀନ ମତୋ  ୩୩/୧୧ କେଭି ବିଦ୍ୟୁତ୍‌ ଷ୍ଟ୍ରକ୍ଚର କାର୍ଯ୍ୟକ୍ଷମ ହେବାରେ ବିଳମ୍ବ ହେଉଛି। ଫଳରେ…

ତ୍ରୁଟିପୂର୍ଣ୍ଣ ପରିଚୟପତ୍ର: ଚିନ୍ତାରେ ଭୋଟର

ସିମୁଳିଆ,୧୭।୪(ଡି.ଏନ୍‌.ଏ.)-ଭୋଟର ତାଲିକା ସଂଶୋଧନ ଓ ନୂଆ ଭୋଟରଙ୍କ ନାମ ସଂଯୋଗ କାର୍ଯ୍ୟ ଠିକ୍‌ ଭାବେ କରା ନ ଯିବାରୁ ତଥ୍ୟଗତ ତ୍ରୁଟି ଥାଇ ବହୁ ଭୋଟରଙ୍କୁ ନୂଆ…

ମତଦାନ ଉପରେ ପ୍ରଭାବ ପକାଇପାରେ ସ୍ଥାନୀୟ ସମସ୍ୟା

ପୁରୀ ଅଫିସ,୧୭ା୪: ପୁରୀ ଲୋକ ସଭା ଏବଂ ଏହା ଅଧୀନ ବିଧାନସଭା ନିର୍ବାଚନମଣ୍ଡଳୀଗୁଡ଼ିକରେ ଆସନ୍ତା ୨୩ ତାରିଖରେ ମତଦାନ ହେବ। ଆଉ ଅଳ୍ପଦିନ ମଧ୍ୟରେ କିଭଳି ଭୋଟରଙ୍କୁ…

କଂଗ୍ରେସର ଭରସା ସାଜିଛି ଗ୍ୟାରେଣ୍ଟି କାର୍ଡ: ହାତରେ ଧରି ଭୋଟରଙ୍କୁ ବୁଝାଉଛନ୍ତି ନେତା

ବାଲେଶ୍ୱର ଅଫିସ,୧୭।୪-ଚଳିତ ନିର୍ବାଚନରେ କଂଗ୍ରେସର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ତଥା ବିଧାନସଭା ପ୍ରାର୍ଥୀମାନଙ୍କର ଭରସା ସାଜିଛି ଗ୍ୟାରେଣ୍ଟି କାର୍ଡ। ଯୁବକ, ମହିଳା ଏବଂ ଚାଷୀମାନଙ୍କ ପାଇଁ…

ଆଜି କଟକରେ ହାଇଭୋଲ୍‌ଟେଜ ପ୍ରଚାର: ମୁଖ୍ୟମନ୍ତ୍ରୀ, ଅମିତ୍‌ ଶାହଙ୍କ ରୋଡ୍‌ ଶୋ’

କଟକ ଅଫିସ/ନରସିଂହପୁର(ଡି.ଏନ.ଏ.),୧୭।୪: ବୁଧବାର କଟକ ପ୍ରଚାର ମଇଦାନ କମ୍ପିବ। ମଇଦାନକୁ ଓହ୍ଲାଇବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭାଜପା ଜାତୀୟ ଅଧ୍ୟକ୍ଷ ଅମିତ୍‌…

ପରଲୋକରେ ଏନ୍‌ଡି ତିଓ୍ବାରୀଙ୍କ ପୁଅ ରୋହିତ

ନୂଆଦିଲ୍ଲୀ,୧୭ା୪(ପି.ଟି.): ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଏନ୍‌ଡି ତିଓ୍ବାରୀଙ୍କ ପୁଅ ରୋହିତ ଶେଖରଙ୍କ ପରଲୋକ ହୋଇଛି। ନୂଆଦିଲ୍ଲୀର ସାକେତସ୍ଥିତ ଏକ ଘରୋଇ ହସ୍ପିଟାଲକୁ ମଙ୍ଗଳବାର…

ମଉଲିକ ସୁବିଧାରୁ ବଁଚିତ ଗାଁବାସୀ: ଗାଁକେ ରାସ୍‌ତା ହେଲେ ବିକାଶ ଆପେ ହେବା

ଜାମଟିକ୍ରା, ୧୭।୪ (ଡି.ଏନ.ଏ):  କେହେନ୍‌ସି ଗାଁର ବିକାଶ କଥା ଚିନ୍‌ତା  କଲେ ସରକାର ପହେଲା ସେ ଗଁାକେ ରାସ୍‌ତାଘାଟର ସୁବିଧା କରସନ୍‌। ରାସ୍‌ତାଘାଟ, ବିଜଲି, ପିଇଲା ପାଏନ୍‌,…