ନିବେଶକ ହରାଇଲେ ୬ ଲକ୍ଷ କୋଟି

ମୁମ୍ବାଇ,୧୩।୧୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ଷ୍ଟକ୍‌ ବଜାର କାରବାର ଉପରେ ପଡ଼ିଛି। ଫଳରେ ମଙ୍ଗଳବାର ଘରୋଇ ଶେୟାର ବଜାରର କାରବାର…

ବିଜେଡି ଛାଡ଼ି ଭାଜପାରେ ୨୦ ପରିବାର

ତିହିଡ଼ି,୧୩ା୧୧(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଈଶ୍ୱରପୁର ଗ୍ରାମର ୨୦ ପରିବାର ବିଜେଡି ଛାଡ଼ି ଭାଜପାରେ ସାମିଲ ହୋଇଛନ୍ତି। ଦଳର ନୀତି, ଆଦର୍ଶ…

ପିଏମ୍‌ ସୂର୍ଯ୍ୟଘର ପାଇଁ ସହାୟତା ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୧୩ା୧୧(ଅନିଲ ଦାସ):ରାଜ୍ୟର ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମ ୨୦୨୦କୁ ଓଡ଼ିଶା ସକ୍ରିୟ ଭାବେ କାର୍ଯ୍ୟକାରୀ କରୁଛି। ପିଏମ୍‌ ସୂର୍ଯ୍ୟଘର ଯୋଜନାକୁ ଅଧିକ ଆକର୍ଷିତ କରିବାକୁ ଓଡ଼ିଶା ଆର୍ଥିକ…

ସହୃଦୟତା ଶିଖାଏ ବିଶ୍ୱ ଦୟା ଦିବସ

ଦୟା ଏକ ମହାନ୍‌ ଗୁଣ। ଏହାଦ୍ୱାରା ଶାନ୍ତି ଏବଂ ବନ୍ଧୁତ୍ୱ ବାର୍ତ୍ତା ପ୍ରସାରିତ ହୋଇଥାଏ। ସେଥିପାଇଁ ନଭେମ୍ବର ୧୩କୁ ବିଶ୍ୱ ଦୟା ଦିବସ ଭାବରେ ପାଳନ କରାଯାଏ।…

ଭାଗୀରଥି ମାଣ୍ଡାଙ୍ଗି ହତ୍ୟା ମାମଲା: ଭାସ୍କର ରାଓଙ୍କ ନାଁରେ ଏନ୍‌ବିଡବ୍ଲ୍ୟୁ

ରାୟଗଡ଼ା,୧୩।୧୧(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ଏସ୍‌ଡିଜେଏମ୍‌ ବର୍ଷା ଦାଶ ଆଦିବାସୀ ନେତା ଭାଗୀରଥି ମାଣ୍ଡାଙ୍ଗି ହତ୍ୟା ମାମଲାର ଶୁଣାଣିକରି ମଙ୍ଗଳବାର ବିଜେଡି ନେତା ଏନ୍‌. ଭାସ୍କର ରାଓଙ୍କ ନାଁରେ…

ମାର୍କୋ ରୁବିଓ ହେବେ ଆମେରିକା ପରରାଷ୍ଟ୍ର ସଚିବ

ଓ୍ବାଶିଂଟନ, ୧୩।୧୧: ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଫ୍ଲୋରିଡା ସିନେଟର ଥିବା ମାର୍କୋ ରୁବିଓ(୫୩)ଙ୍କୁ ଦେଶର ପରରାଷ୍ଟ୍ର ସଚିବ ପଦ ପାଇଁ ମନୋନୀତ କରିଛନ୍ତି।…

ଜଳବାୟୁ ପରିବର୍ତ୍ତନ ଯୋଗୁ ମୁଦ୍ରାସ୍ଫୀତି ବଢ଼ିବ

ବାକୁ, ୧୩।୧୧ : ଅଜରବୈଜନର ରାଜଧାନୀ ବାକୁରେ ମଙ୍ଗଳବାର ମିଳିତ ଜାତିସଂଘର ୨୯ତମ ବାର୍ଷିକ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ(କପ୍‌୨୯)ରେ ବିଶ୍ୱର ବିଭିନ୍ନ ଦେଶର ନେତା ଯୋଗ ଦେଇଥିଲେ।…

ଭାରତ, ପାକ୍‌ ଆକାଶରେ ବିଷାକ୍ତ କୁହୁଡ଼ି

ନୂଆଦିଲ୍ଲୀ,୧୩ା୧୧: ବାୟୁ ପ୍ରଦୂଷଣ ବିପଜ୍ଜନକ ସ୍ତରକୁ ଖସିଚାଲିଥିବାବେଳେ ବିଷାକ୍ତ ଧୂମକୁହୁଡ଼ିର ଘନ ଆସ୍ତରଣ ଭାରତ ଏବଂ ପାକିସ୍ତାନର ବିସ୍ତୀର୍ଣ୍ଣ ଅଞ୍ଚଳକୁ ଘୋଡ଼ାଇ ରଖିଛି। ଆମେରିକାର ମହାକାଶ ଗବେଷଣା…

ମାମଲାର ଜରୁରୀ ଶୁଣାଣି ପାଇଁ ମୌଖିକ ଉପସ୍ଥାପନାକୁ ସିଜେଆଇଙ୍କ ନା

ନୂଆଦିଲ୍ଲୀ,୧୩ା୧୧: କୌଣସି ମାମଲାର ଜରୁରୀ ଶୁଣାଣି କିମ୍ବା ତାଲିକାଭୁକ୍ତ କରିବା ପାଇଁ ମୌଖିକ ଉପସ୍ଥାପନାକୁ ଅନୁମତି ଦିଆଯିବ ନାହିଁ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସଞ୍ଜୀବ…

୧୬ ପରେ ବଢ଼ିପାରେ ଶୀତ: ୩ ଦିନ ପର୍ଯ୍ୟନ୍ତ ଶୁଖିଲା ରହିବ ପାଗ

ଭୁବନେଶ୍ୱର,୧୩ା୧୧(ଅନୁରାଧା ମହାରଣା):ରାଜ୍ୟରେ ବର୍ତ୍ତମାନ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନ ଥିବାବେଳେ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହୁଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା…