Categories: ଜାତୀୟ

ଉତ୍ତରାଖଣ୍ଡରେ ଭୂକମ୍ପ ଝଟକା

ଡେରାଡୁନ ୧୧।୫: ଉତ୍ତରାଖଣ୍ଡରେ ପିଥୋରାଗଡ ଜିଲାରେ ବୁଧବାର ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଏ ନେଇ ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ମିଳିଛି। ନେପାଳ ସୀମାର ଆଖପାଖ ଅଞ୍ଚଳରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି। ରିକ୍ଟର ସ୍କେଲରେ ଭୂକମ୍ପ ତୀବ୍ରତା ୪.୬ ରହିଛି । ତେବେ ଭୂକମ୍ପ ଯୋଗୁ କୌଣସି କ୍ଷୟକ୍ଷତି ହେବାର ସୂଚନା ମିଳିନାହିଁ।

Share