ବାରିପଦା ସହରକୁ ପଶିଆସିଛି ଦନ୍ତା

ବାରିପଦା ଅଫିସ,୨୪ା୮: ଶିମିଳିପାଳ ଜାତୀୟ ଉଦ୍ୟାନରୁ ବାଟବଣା ହୋଇଥିବା ଏକ ଦନ୍ତାହାତୀ ସୋମବାର ସକାଳେ ବାରିପଦା ସହରରେ ବୁଲୁଥିବା ଦେଖିବାକୁ ମିଳିଛି। ସକାଳୁ ସହର ମୁର୍ଗାବାଡ଼ି ଅଞ୍ଚଳରେ ଏକ ବିଶାଳ ଦନ୍ତାଟି ପଶ୍ଚିମବଙ୍ଗର ସୀମାକୁ ଲାଗିଥିବା ଘଣଘଣା ପାଲ ଜଙ୍ଗଲର ଲକ୍ଷ୍ମୀପୋଷି ପଟ ଦେଇ ବାରିପଦା ସହରକୁ ପଶି ଆସିଥିଲା । ପରେ ଦନ୍ତାଟି ବାରିପଦା ସହର ଦେଇ ଯାଇଥିବା ୧୮ନଂ ଜାତୀୟ ରାଜପଥର ମୁର୍ଗାବାଡ଼ିରୁ କୁଳିଅଣା ପ୍ରତିହାରୀପୁର ଗାଁରେ ଅଟକିଛି । ବାରିପଦା ବନ ବିଭାଗ ଓ ଦେଉଳି ବନବିଭାଗ କର୍ମଚାରୀମାନେ ହାତୀକୁ ନଜରରେ ରଖିଛନ୍ତି। ତେବେ ହାତୀଟି କାହାରି କ୍ଷୟକ୍ଷତି କରିନାହିଁ । ହାତୀକୁ ଦେଖି କିଛି ସମୟ ଗାଡ଼ି ଚଳାଚଳ ବନ୍ଦ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ମହୁଲ ଫୁଲ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଅବକାରୀ ବିଭାଗର ଚାବୁକ

ଦାରିଙ୍ଗବାଡି,୯।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ମହୁଲ ଗୋଦାମରେ ଚଢ଼ାଉ କରି ପ୍ରାୟ ୫୦ ଛୋଟ...

ବଲାଙ୍ଗୀରରେ ଶିଶୁ ବିକ୍ରି, ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଡିଲ୍

ବଲାଙ୍ଗୀର,୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଏକ ନବଜାତ ଶିଶୁ ପୁତ୍ର ବିକ୍ରି ପାଇଁ ଡିଲ୍ ହୋଇଥିବା ଜଣାପଡିଛି। ଶିଶୁପୁତ୍ରକୁ ଟଙ୍କା...

କେନ୍ଦ୍ରମନ୍ତ୍ରୀଙ୍କ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ଗୁଳିକରି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୯।୪: ବୁଧବାର ବିହାରର ଗୟାରେ କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଥିଲା ​​ଯେତେବେଳେ...

ଏୟାର ଇଣ୍ଡିଆ ବିମାନରେ ପରିଚାଳନା ନିର୍ଦ୍ଦେଶକଙ୍କ ଉପରେ ପରିଶ୍ରା କରିଦେଲେ ମଦ୍ୟପ ବ୍ୟକ୍ତି

ନୂଆଦିଲ୍ଲୀ,୯।୪: ଦିଲ୍ଲୀରୁ ବ୍ୟାଙ୍ଗକକ୍ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନରେ ଜଣେ ଭାରତୀୟ ମଦ୍ୟପ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିଶ୍ରା କରିଦେଇଥିବା ଜଣାପଡିଛି। ଏୟାର...

ସରକାରୀ ଶିକ୍ଷାନୁଷ୍ଠାନରେ ନିର୍ଯାତନାର ଶିକାର ହେଉଛନ୍ତି ଛାତ୍ରୀଛାତ୍ର, ଶିକ୍ଷାମନ୍ତ୍ରୀ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଥିବା ବିଭିନ୍ନ ପ୍ରାଥମିକ ସ୍କୁଲଠାରୁ ହାଇ ସ୍କୁଲ ଯାଏ ବିଭିନ୍ନ ସ୍କୁଲରେ ଛାତ୍ରୀଛାତ୍ର ନିର୍ଯାତନାର ଶିକାର ହେଉଛନ୍ତି।...

ଆରଜେ ମହଭାସ୍ ଙ୍କ ସହ ଫଟୋ ପୋଷ୍ଟ କଲେ ୟୁଜଭେନ୍ଦ୍ର ଚହଲ୍, ତା’ପରେ ଲେଖିଲେ ଏମିତି

ନୂଆଦିଲ୍ଲୀ,୯।୪: ପଞ୍ଜାବ କିଙ୍ଗସ୍ ଷ୍ଟାର ସ୍ପିନର୍ ୟୁଜଭେନ୍ଦ୍ର ଚହଲ୍ ବୁଧବାର ତାଙ୍କ ଇନଷ୍ଟାଗ୍ରାମ୍ ଷ୍ଟୋରୀରେ ଆରଜେ ମହଭାସ୍ ଙ୍କ ସହ ଏକ ଫଟୋ ପୋଷ୍ଟ କରିଛନ୍ତି।...

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୪: ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଭେଟିଛନ୍ତି। ନର୍ଥ ବ୍ଲକ୍‌ରେ ଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଯାଇ ମୁଖ୍ୟମନ୍ତ୍ରୀ...

ଅସହ୍ୟ ହେଲା ଋଣଭାର, ବିଷ ପିଇ ଜୀବନ ହାରିଲେ ଦମ୍ପତି

ପୁରୁଷୋତ୍ତମପୁର,୯ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ତଥା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ବେଢ଼ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଋଣଭାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image