Posted inଜାତୀୟ

ଲେହରେ ଆନାଲୋଗ୍‌ ସ୍ପେସ୍‌ ମିଶନ ଆରମ୍ଭ

ନୂଆଦିଲ୍ଲୀ,୨ା୧୧: ଭାରତର ପ୍ରଥମ ଆନାଲୋଗ୍‌ ସ୍ପେସ୍‌ ମିଶନ ଶୁକ୍ରବାର ଲଦାଖର ଲେହଠାରେ ଆରମ୍ଭ ହୋଇଛି। ମହାକାଶ କେନ୍ଦ୍ର ଅନୁରୂପ ଏହି ମିଶନ ପୃଥିବୀ ବାହାରେ ବେସ୍‌ ଷ୍ଟେଶନର ଚ୍ୟାଲେଞ୍ଜଗୁଡ଼ିକୁ ସମ୍ମୁଖୀନ ହେବା ସହ ଜୀବନଯାପନ ପାଇଁ ଅନୁକୂଳ ସ୍ଥିତି ସୃଷ୍ଟି କରିବ ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମାଇକ୍ରୋବ୍ଲଗିଂ ସାଇଟ୍‌ ଏକ୍ସ’ରେ ପୋଷ୍ଟ କରିଛି। ଇସ୍ରୋ ସହ ହ୍ୟୁମାନ ସ୍ପେସ୍‌ଫ୍ଲାଇଟ୍‌ ସେଣ୍ଟର, ଆକା ସ୍ପେସ୍‌ ଷ୍ଟୁଡିଓ, ଲଦାଖ ୟୁନିଭର୍ସିଟି, ଆଇଆଇଟି ବମ୍ବେ ପକ୍ଷରୁ ମିଳିତ ଭାବେ ଏହି ଉଦ୍ୟମ କରାଯାଇଥିବାବେଳେ ଲଦାଖ ଅଟୋନମସ୍‌ ହିଲ୍‌ ଡେଭେଲପ୍‌ମେଣ୍ଟ କାଉନସିଲ ଏଥିରେ ସହଯୋଗ କରିଛି। ଗଗନୟାନ କାର୍ଯ୍ୟକ୍ରମ ଏବଂ ଭବିଷ୍ୟତରେ ହେବାକୁ ଥିବା ଭାରତୀୟ ଅନ୍ତରୀକ୍ଷ ଷ୍ଟେଶନ ପାଇଁ ଏହି ଆନାଲଗ୍‌ ଗବେଷଣା ସହାୟକ ହେବ। ୨୦୨୬ ସୁଦ୍ଧା ଭାରତ ମହାକାଶକୁ ଭାରତୀୟ ମହାକାଶଚାରୀଙ୍କୁ ପଠାଇବା ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Tahawwur Rana: ପ୍ରଥମେ ମାଗିଲେ ପେନ-ପେପର-କୁରାନ, ଏବେ ଡିମାଣ୍ଡ କରୁଛନ୍ତି ନନଭେଜ…

ନୂଆଦିଲ୍ଲୀ,୧୮।୪: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହଉର ରାଣାକୁ NIA ନିରନ୍ତର ପଚରାଉଚରା କରୁଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ତହଉର ରାଣା ତାଙ୍କ...

Gold In Odisha: ଆସିଲା ବଡ଼ ଅପଡେଟ୍‌, ଅକ୍ଷୟ ତୃତୀୟାରେ ଓଡ଼ିଶାରେ କମିବ ନା ଲକ୍ଷେ ଛୁଇଁବ ସୁନା!

ନୂଆଦିଲ୍ଲୀ,୧୮।୪: ଚଳିତ ବର୍ଷ ଅକ୍ଷୟ ତୃତୀୟା ୩୦ ଏପ୍ରିଲରେ ପାଳନ କରାଯିବ। ଲୋକମାନେ ଏହି ଦିନ ସୁନା କିଣିବାକୁ ବହୁତ ଶୁଭ ବୋଲି ଭାବନ୍ତି। କିନ୍ତୁ...

New Toll System: ମେ’୧ରୁ ଲାଗୁ ହେବ ନୂଆ ଟୋଲ ସିଷ୍ଟମ? ବନ୍ଦ ହୋଇଯିବ କି FASTag ସିଷ୍ଟମ, ଜାଣନ୍ତୁ ଏହାର ଉତ୍ତର

ନୂଆଦିଲ୍ଲୀ,୧୮।୪: ସାଟେଲାଇଟ-ଆଧାରିତ ଟୋଲିଂ ସିଷ୍ଟମ ୧ ମଇ, ୨୦୨୫ ରୁ ଆରମ୍ଭ ହେବ। ଏହି ସିଷ୍ଟମ ପୂର୍ବରୁ ଥିବା FASTag-ଆଧାରିତ ଟୋଲ ସଂଗ୍ରହ ସିଷ୍ଟମକୁ ବଦଳାଇବ।...

Dilip Ghosh: ୬୦ ବର୍ଷ ବୟସରେ ବିବାହ କରିବେ ଭାଜପା ନେତା, ଧରିବେ ଦଳୀୟ ସହଯୋଗୀଙ୍କ ହାତ

କୋଲକାତା,୧୮।୪: ପଶ୍ଚିମବଙ୍ଗର ପୂର୍ବତନ ଭାଜପା ସଭାପତି ଦିଲୀପ ଘୋଷ ୬୦ବର୍ଷ ବୟସରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେ ତାଙ୍କର ଭାଜପା ସହଯୋଗୀ ରିଙ୍କୁ...

ଘୋଷଣା ହେଲା ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପାର୍ଥିଙ୍କ ନାମ! RJD ଏମପି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୮।୪: ଗୁରୁବାର ପାଟନାର ଆରଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ମହାମେଣ୍ଟର ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥିଙ୍କ ସମ୍ପର୍କରେ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ। କିନ୍ତୁ, ବୈଠକରେ ଯୋଗ...

ବନ୍ଧୁକ ଛାଡ଼ିଲେ ୨୨ ମାଓବାଦୀ

ସୁକମା,୧୮।୪: ଦିନକୁ ଦିନ ଭୁଷୁଡୁଛି ମାଓବାଦୀଙ୍କ ଗଡ଼। ବନ୍ଧୁକ ଛାଡି ମୁଖ୍ୟସ୍ରୋତରେ ସାମିଲ ହେଉଛନ୍ତି ମାଓବାଦୀ। ଶୁକ୍ରବାର ଛତିଶଗଡ଼ ସୁକୁମା ପୋଲିସ ନିକଟରେ ୨୨ ମାଓବାଦୀ...

ଭାରତରେ ଟେସଲାର ପ୍ରବେଶ ପୂର୍ବରୁ ଏଲନ ମସ୍କଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ; ଟେକ୍ନୋଲୋଜି, ଇନୋଭେସନ ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୧୮।୪: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟେସଲା ଏବଂ ସ୍ପେସଏକ୍ସର ସିଇଓ ଏଲନ ମସ୍କଙ୍କ ସହ ଏକ ଟେଲିଫୋନିକ ଆଲୋଚନା କରିଛନ୍ତି, ଯେଉଁଥିରେ ଭାରତ ଏବଂ...

ମୁର୍ଶିଦାବାଦ ହିଂସାକୁ ନେଇ ଜ୍ଞାନ ଦେଉଥିଲା Bangladesh ଭାରତ କହିଲା, ପ୍ରଥମେ ନିଜ ଘର ସମ୍ଭାଳ

ନୂଆଦିଲ୍ଲୀ,୧୮।୪: ପଶ୍ଚିମବଙ୍ଗରେ ୱକଫ ଆଇନକୁ ନେଇ ହିଂସା ଉପରେ Bangladeshର ମନ୍ତବ୍ୟକୁ ଭାରତ ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଛି। ଭାରତ କହିଛି ଯେ ଏହି ମନ୍ତବ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image